ଜାତୀୟ

ଗ୍ରାମାଞ୍ଚଳରେ କାମ କରିବାକୁ ରାଜି ନ ହେଲେ ଡାକ୍ତରଙ୍କୁ ଭୋଗିବାକୁ ପଡିବ ୫ ବର୍ଷ ଜେଲ୍‌

ମୁମ୍ବାଇ,୧୦।୯: ମହାରାଷ୍ଟ୍ର ସରକାର ଏବେ ଡାକ୍ତରମାନଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ଗ୍ରାମାଞ୍ଚଳରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ବଢିଯାଉଥିବା ଦୂରତାକୁ କମ୍‌ କରିବାକୁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର। ଏବେ ୨୦ ପ୍ରତିଶତ ମେଡିକାଲ ପୋଷ୍ଟ ଗ୍ରାଜୁଏଶନ ଓ ୧୦…

ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ ବଡ ଦଳ ସହ ମେଣ୍ଟ କରି ଏହାର ଫଳାଫଳ ଭଲଭାବେ ଉପଲବ୍ଧ କରି…

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ସୋମବାର ଏହି ସୂଚନା ଦେଇଛନ୍ତି। ନବୋଦୟ ସ୍କୁଲ ଭଳି ୪୬୨ଟି ଏକଲବ୍ୟ ଆବାସିକ…

ଇସ୍ରୋ ଅଧ୍ୟକ୍ଷଙ୍କ ନାମରେ ଫେକ୍‌ ଆକାଉଣ୍ଟ

ଚେନ୍ନାଇ,୧୦ା୯(ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ ମିଡିଆରେ ଶିବନଙ୍କ ନାମରେ ଆକାଉଣ୍ଟ କାର୍ଯ୍ୟକ୍ଷମ ହେଉଥିବା ଇସ୍ରୋ ନଜରକୁ ଆସିବା ପରେ ଏଭଳି…

୩ ସେନାର ଆଧୁନିକୀକରଣ ପାଇଁ ମେଗା ଯୋଜନା: ବ୍ୟୟ ହେବ ୧୩୦ ବିଲିୟନ ଡଲାର

ନୂଆଦିଲ୍ଲୀ,୧୦ା୯(ପି.ଟି.): ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଭାରତୀୟ ସୈନ୍ୟବାହିନୀର ଆକ୍ରମଣ କ୍ଷମତା ବୃଦ୍ଧି ସହ ଏହାର ଆଧୁନିକୀକରଣ ଲାଗି ସରକାର ମେଗା ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ୧୩୦ ବିଲିୟନ ଡଲାର ବ୍ୟୟ ହେବ। ୩ ସେନାର ଆଧୁନିକୀକରଣକୁ ତ୍ୱରାନ୍ବିତ…

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ ବିରୋଧ କରିବା ସହ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶହ ଶହ ବିକ୍ଷୋଭକାରୀ…

କମଳନାଥଙ୍କ ଅଡୁଆ ବଢ଼ିଲା

ନୂଆଦିଲ୍ଲୀ,୧୦ା୯(ଆଇଏଏନ୍‌ଏସ୍‌): ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା ଫାଇଲ ପୁଣି ଥରେ ଖୋଲିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଞ୍ଜୁରୀ ଦେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଅଡୁଆ ବଢ଼ିଯାଇଛି। କମଳନାଥଙ୍କ ବିରୋଧରେ ମାମଲା ଚାଲିବ ବୋଲି ଦିଲ୍ଲୀର ଶିରୋମଣି ଅକାଳୀ ଦଳ…

ଦକ୍ଷିଣ ଭାରତରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧୦ା୯: ଦକ୍ଷିଣ ଭାରତରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ସତର୍କତା ଅବଲମ୍ବନ କରାଯିବା ସହ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। କେତେକ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଦକ୍ଷିଣ ଭାରତରେ ପଶି ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା…

ଭାରତୀୟ ସେନାର ଦୃଢ଼ କାର୍ଯ୍ୟାନୁଷ୍ଠାନ: ପିଓକେରେ ଆତଙ୍କବାଦୀ ଲଞ୍ଚପ୍ୟାଡ୍‌ ଧ୍ୱଂସ

ନୂଆଦିଲ୍ଲୀ, ୧୦ା୯: ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ପିଓକେରେ ଥିବା ପାକ୍‌ ସେନାର ଏକ ଶିବିର ଓ ଆତଙ୍କବାଦୀଙ୍କ ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ ହୋଇଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ଲାଗି ପାକିସ୍ତାନ ସେନା ପକ୍ଷରୁ ସୁରକ୍ଷା ଓ ପ୍ରୋତ୍ସାହନ ଦିଆଯାଉଥିଲା। ପିଓକେର ଲୀପା ଉପତ୍ୟକାରେ…

ବିକ୍ରମ ଭାଙ୍ଗିନି, ଢଳିରହିଛି

ବେଙ୍ଗାଲୁରୁ/ଚେନ୍ନାଇ,୧୦ା୯: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହୋଇଥିଲେ ହେଁ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆଶା ହରାଇନାହିଁ। ଏହା ସହ ସଂଯୋଗ ସ୍ଥାପନ ପାଇଁ ବୈଜ୍ଞାନିକମାନେ ଅନବରତ ଉଦ୍ୟମ ଜାରି ରଖିଛନ୍ତି। ସୂକ୍ଷ୍ମ…

୨୨ଶହ ମସିହା ବେଳକୁ ମୃତ୍ୟୁକୁ ଜୟ କରିବ ମଣିଷ …

ମଣିଷ ବି ମୃତ୍ୟୁ ଉପରେ ବିଜୟ ଲାଭ କରିବାକୁ ସକ୍ଷମ ହୋଇପାରିବ। ଆଉ ୨୨ ଶହ ମସିହା ବେଳକୁ ମଣିଷ ହୋଇଯିବ ଭଗବାନ। ଯେପରି ସୃଷ୍ଟିକର୍ତ୍ତା ପୃଥିବୀର ସଂରଚନା କରିଛନ୍ତି ଠିକ୍‌ ସେହିଭଳି କାମ ମଣିଷ କରିବାକୁ ସକ୍ଷମ ହେବ। ମଣିଷ…

କଳିଝଗଡ଼ା କରିବାକୁ ଯେଉଁ ମେଳାକୁ ଆସନ୍ତି ମହିଳା..

ଉତ୍ତରପ୍ରଦେଶ ଭଦୋହିରେ ପ୍ରତିବର୍ଷ ଏକ ମେଳା ଆୟୋଜିତ ହୋଇଥାଏ। ଏହାକୁ କଜରୀ ମେଳା କୁହାଯାଏ। ମେଳାରେ ରହିଛି ଏକ ପରମ୍ପରା। ଏଠାକୁ ଆସିଥିବା ମହିଳାମାନେ ପ୍ରଥମେ ଦୁଇଦଳ ହୋଇ ନିଜ ନିଜ ମଧ୍ୟରେ କଳିଝଗଡ଼ା ଆରମ୍ଭ କରନ୍ତି। ଦୁଇ ଦଳ ପରସ୍ପରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri