ଜାତୀୟ

ଫେସ୍‌ବୁକ୍‌ ବନ୍ଧୁତା ମହଙ୍ଗା ପଡ଼ିଲା: ଯବାନଙ୍କଠାରୁ ଦେଶର ଗୁପ୍ତ ତଥ୍ୟ ସଂଗ୍ରହ କରିନେଲେ ମହିଳା

ପାଟନା,୨୩।୧୦: ବିହାର ଦାନାପୁରରେ ଜଣେ ଯବାନଙ୍କଠାରୁ ଦେଶର ବହୁ ଗୁପ୍ତ ତଥ୍ୟ ଜଣେ ମହିଳା ସଂଗ୍ରହ କରିନେଇଛନ୍ତି। ଦାନାପୁରରେ ମୁତୟନ ଥିବା ଯବାନ୍‌ ସୁରଜିତ୍‌ ସିଂ ଝାଡ଼ଖଣ୍ଡର ଜଣେ ମହିଳାଙ୍କ ସହିତ ଫେସ୍‌ବୁକ୍‌ରେ ବନ୍ଧୁତା କରିଥିଲେ। ଚାଟିଂରୁ ଫୋନ୍‌ ଏବଂ ପରେ…

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେଲେ ୬ ବିପକ୍ଷ ବିଧାୟକ

ରାଞ୍ଚି,୨୩।୧୦:ଝାଡଖଣ୍ଡ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି। ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ସୁଖଦେବ ଭଗତ ଭାଜପାରେ ଯୋଗ ଦେଇଛନ୍ତି। ଏହାସହ ବିପକ୍ଷର ଅନ୍ୟ ୫ଜଣ ବିଧାୟକ ଭାଜପାରେ ଯୋଗ ଦେଇଛନ୍ତି। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ…

ବନ୍ଧୁକ ଉଠାଇଲେ ମିଳିବ ମୃତ୍ୟୁ: ଡିଜିପି ଦିଲ୍‌ବାଗ ସିଂଙ୍କ ଚେତାବନୀ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ ସମ୍ପର୍କରେ ଡିଜିପି ଦିଲ୍‌ବାଗ ସିଂ ଚେତାବନୀ ଦେଇଛନ୍ତି। ସେ ଆତଙ୍କବାଦୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ବନ୍ଧୁକ ଉଠାଇଲେ କେବଳ ମୃତ୍ୟୁ ହିଁ ମିଳିବ। ଜମ୍ମୁ-କଶ୍ମୀରରେ ଶାନ୍ତିର ପରିବେଶ ସୃଷ୍ଟି କରିବା ସୁରକ୍ଷାକର୍ମୀଙ୍କ…

ପିଇବା ପାଣି ପାଇଁ ହିଂସାକାଣ୍ଡ: ୧୨ ରାଜ୍ୟରେ ଗଡ଼ିଛି ୫୦ ମୁଣ୍ଡ; ମଧ୍ୟପ୍ରଦେଶ-ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ,୨୩।୧୦: ପିଇବା ପାଣି ଏବେ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ନେଇ ୨୦୧୭ରେ ଦେଶର ୧୨ଟି ରାଜ୍ୟରେ ୫୦ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ମଧ୍ୟପ୍ରଦେଶ ଓ…

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ ସେ ଶିବକୁମାରଙ୍କୁ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ତାଙ୍କ ସହ କଂଗ୍ରେସର କିଛି ନେତା ମଧ୍ୟ…

ଅଲ୍‌ ଆଉଟ୍‌ ମିଶନ୍‌ରେ ସେନା: ଭୁଶୁଡ଼ିବାରେ ଲାଗିଛି ଆତଙ୍କବାଦୀ ଦୁର୍ଗ; ଭାରତୀୟ ଅଲ୍‌ କାଇଦା ମୁଖ୍ୟ ଲଲହାରି ନିହତ

ଶ୍ରୀନଗର,୨୩।୧୦: ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ନିପାତ ପାଇଁ ଅଲ୍‌ ଆଉଟ୍‌ ମିଶନ୍‌ ଜାରି ରହିଛି। ଏହାର ପ୍ରଭାବରେ ଧୀରେ ଧୀରେ ଆତଙ୍କବାଦୀ ଦୁର୍ଗ ଭୁଶୁଡ଼ିବାରେ ଲାଗିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀର ଅଓ୍ବନ୍ତିପୁରାରେ ହୋଇଥିବା ଏନ୍‌କାଉଣ୍ଟରରେ ଭାରତୀୟ ଅଲ୍‌ କାଇଦା ମୁଖ୍ୟ ତଥା…

ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି କାରଣରୁ ବିଭିନ୍ନ ସ୍ଥାନରେ ଲୋକେ ଘରୁ ବାହାରିବାକୁ ମଧ୍ୟ ଭୟ କରୁଛନ୍ତି।…

ମୋଦିଙ୍କ ଗୁଣଗାନ କରୁଛନ୍ତି କଂଗ୍ରେସ ନେତା: ସୋନିଆ ନୀରବଦ୍ରଷ୍ଟା

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସର ଆଗ ଧାଡ଼ିର ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଣଗାନ କରିବାରେ ଲାଗିଛନ୍ତି। ମାତ୍ର କଂଗ୍ରେସ ଅଧ୍ୟକ୍ଷା ସବୁଦେଖି ଜାଣି ମଧ୍ୟ ନୀରବଦ୍ରଷ୍ଟା ସାଜିଛନ୍ତି। ପ୍ରଥମେ ଶଶି ଥରୁର୍‌ ମୋଦିଙ୍କ ପ୍ରଶଂସା କରିଥିଲେ। ଏହାପରେ ଜୟରାମ ରମେଶ, ଅଭିଷେକ ମନୁ…

ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର: ଖଲିସ୍ତାନ ଆତଙ୍କବାଦୀ ସଂଗଠନକୁ ନେଇ କେକେଆର୍‌ଏଫ୍‌ ଗଠନ କଲା ଆଇଏସ୍‌ଆଇ

ଶ୍ରୀନଗର,୨୩।୧୦: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏବେ ଆଇଏସ୍‌ଆଇ କଶ୍ମୀର-ଖଲିସ୍ତାନୀ ଆତଙ୍କବାଦୀ ସଂଗଠନର ମିଳିତ ସହଯୋଗରେ କଶ୍ମୀର-ଖଲିସ୍ତାନ ରିଫରେଣ୍ଡମ୍‌ ଫ୍ରଣ୍ଟ୍‌(କେକେଆର୍‌ଏଫ୍‌) ଗଠନ କରିଛି। ଏହା ସହିତ ପାକିସ୍ତାନ ଆର୍ମି…

ଭାରତଠାରୁ ଦୀପାବଳି ମିଠା ନେଲା ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୨୩।୧୦:ଦୀପାବଳି ପୂର୍ବରୁ ଭାରତ ଏବଂ ପାକିସ୍ତାନ ସୀମାରେ ପୁଣି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବାବେଳେ ଏହାର ଉଚିତ୍‌ ଜବାବ ମଧ୍ୟ ଦେଉଛି ଭାରତ। ଏସବୁଭିତରେ ପ୍ରତିବର୍ଷ ଦୀପାବଳିରେ ଦୁଇଦେଶ ମଧ୍ୟ ମିଠା ଆଦାନପ୍ରଦାନ ହୋଇଥାଏ।…

ଦୀପାବଳିରେ ସାବଧାନ: ବାଣ ଫୁଟାଇଲେ ୭ ବର୍ଷ ଜେଲ୍‌ ଦଣ୍ଡ ସହିତ ଦେବାକୁ ପଡ଼ିପାରେ ୧୦ କୋଟି ପର୍ଯ୍ୟନ୍ତ ଜରିମାନା

ନୂଆଦିଲ୍ଲୀ,୨୩।୧୦: ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି। ଲୋକେ ଏହି ଅବସରରେ ବାଣ ଫୁଟାଇଥାନ୍ତି। ତେବେ ସରକାରୀ ନିୟମ ଅନୁସାରେ ବାଣ ଫୁଟାଇଲେ ୭ ବର୍ଷ ଜେଲ୍‌ ଦଣ୍ଡ ସହିତ ୧୦ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ। ବାଣ…

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩ା୧୦(ପି.ଟି.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲା ତ୍ରାଲ ଅଞ୍ଚଳରେ ମଙ୍ଗଳବାର ରାତିରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି। ସେନା, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଏବଂ ପୋଲିସର ମିଳିତ ଅପରେଶନ ବେଳେ ୩ ଜୈଶ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri