ଭାରତୀୟ ସେନାର କଡା ଜବାବ ପରେ ଠିକଣା ବଦଳାଇଲେ ପାକ୍ ଆତଙ୍କବାଦୀ
ଶ୍ରୀନଗର,୨୨।୧୦: ଉତ୍ତର କଶ୍ମୀରର କୁପଓ୍ବାଡା ଜିଲା ନିକଟରେ ଥିବା ସୀମାରେ ପାଖାପାଖି ଶହେ ଆତଙ୍କବାଦୀ ଭାରତରେ ପ୍ରବେଶ କରିବା ପାଇଁ ଅପେକ୍ଷା ରଖିଥିଲେ। ଏମାନେ କଶ୍ମୀରରେ ପ୍ରବେଶ କରି ହିଂସା କରିବାକୁ ଯୋଜନା କରୁଥିବା ବେଳେ ପାକିସ୍ତାନ ପଟରୁ ଶନିବାର ଅସ୍ତ୍ର…
ଆଶ୍ରମରୁ ୬ ଲକ୍ଷ ଟଙ୍କାର ଗହଣା ଚୋରି: ନ୍ୟାୟ ପାଇଁ ଓ୍ବେରଲେସ୍ ଟାଓ୍ବାରରେ ଚଢ଼ି ବସିଲେ ସାଧୁ ବାବା
ଜୟପୁର,୨୨।୧୦: ରାଜସ୍ଥାନ ସରଦାରସହର ଅଞ୍ଚଳରେ ଜଣେ ସାଧୁ ବାବା ନ୍ୟାୟ ପାଇଁ ଓ୍ବେରଲେସ୍ ଟାଓ୍ବାରରେ ଚଢ଼ି ବସିଥିବା ଘଟଣା ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଚୁରୁଠାରେ ଥିବା ସାଧୁ ବାବା ରାମନାଥଙ୍କ ଆଶ୍ରମରୁ ଗତ ଜୁଲାଇ ମାସରେ ୬…
୨ ମାସ ପରେ ଚିଦାମ୍ବରମ୍ଙ୍କୁ ଜାମିନ୍: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍ରେ
ନୂଆଦିଲ୍ଲୀ,୨୨।୧୦: ଆଇଏନ୍ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ଜାମିନ୍ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍କୋର୍ଟ ମଙ୍ଗଳବାର ଜାମିନ୍ ମଞ୍ଜୁର କରିଛନ୍ତି। ବ୍ୟକ୍ତିଗତ ଭାବେ ଏକ ଲକ୍ଷ ଟଙ୍କାର ମୁଚାଲିକାରେ ତାଙ୍କୁ ଜାମିନ୍ ମିଳିଛି। ତେବେ…
ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ ଏବଂ ତାମିଲନାଡୁରେ ଲଗାତାର ବର୍ଷା ଲାଗି ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ
ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର ଅଭ୍ୟାସରେ ପରିବର୍ତ୍ତନ ଅଣାଯାଇ ଶାକାହାରୀ କରିବାକୁ ମନ୍ତ୍ରୀ ମାଇକଲ ଲୋବୋ ପରାମର୍ଶ ଦେଇଛନ୍ତି। ମନ୍ତ୍ରୀଙ୍କ…
ରବର୍ଟ ଭଦ୍ରା ଅସୁସ୍ଥ
ନୂଆଦିଲ୍ଲୀ,୨୨।୧୦: ଅସୁସ୍ଥ ହୋଇ ପଡିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା। ସୋମବାର ତାଙ୍କୁ ସେକ୍ଟର ୧୧ରେ ଥିବା ମେଟ୍ରୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହାଡରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ ଯିବାକୁ…
ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ
ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା ବେଳେ ଏବେ ଏହାକୁ ପୂରଣ ହୋଇଛି ୧୧ ବର୍ଷ। ହେଲେ ଆଜିବି ଚନ୍ଦ୍ରୟାନ-୧ ପାଇଁ…
ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ
ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ, ସେ…
ଥରିଲା ନିକୋବର
ପୋର୍ଟବ୍ଲେୟାର,୨୨।୧୦: ନିକୋବର ଦ୍ୱୀପରେ ମଙ୍ଗଳବାର ଭୋର୍ ୬ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ…
ଲଦାଖରେ ବ୍ରିଜ୍ ଉଦ୍ଘାଟନ କଲେ ରାଜନାଥ: ପାକ୍ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ
ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ କରେ ତେବେ ଭାରତୀୟ ସେନା ଏହାର ଠିକଣା ଜବାବ ଦେବ। ସୋମବାର ରାଜନାଥ ପ୍ରକୃତ…
୨୩ରେ କର୍ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ
ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ ୨୦ ଡଲାର ସେବା ଟିକସ ବସାଇବାକୁ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନୂଆଦିଲ୍ଲୀ…
ଆରେ ଗଛକଟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ: ମେଟ୍ରୋ ଶେଡ୍ ପ୍ରକଳ୍ପ ବନ୍ଦ ହେବନି
ନୂଆଦିଲ୍ଲୀ,୨୨ା୧୦(ପି.ଟି.): ମୁମ୍ବାଇର ଆରେ କଲୋନିରେ ମେଟ୍ରୋ ଶେଡ୍ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ କଲୋନିରେ ଗଛକଟାକୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗଛକଟା ବନ୍ଦ ରଖିବାକୁ ଅଦାଲତ…
Archives


