ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ
ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ ହୋଇ ନ ଥିବା ଅଭିଯୋଗରେ କିଛିଦିନ ତଳେ ଅଟକ ଥିଲେ। ଏହାକୁ ନେଇ...
ଅଭିନେତା କନରଙ୍କୁ ମିଳିଲା ଜାମିନ
ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି...
ନିପା ଭାଇରସ୍କୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେଲେ ଶୈଳଜା
ଥିରୁଭାନନ୍ତପୁରମ,୭।୬: କେରଳରେ ଗତ ବର୍ଷ ଭଳି ଏବର୍ଷ ମଧ୍ୟ ନିପା ଭାଇରସ୍ ଆତଙ୍କ ଖେଳାଇଛି। ଏହର ଭୟାବହତାକୁ ଦେଖି କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ଶୁକ୍ରବାର କଥା ହୋଇଛନ୍ତି। ତେବେ ଆବଶ୍ୟକ ପରିମାଣରେ...
ଅଯୋଧ୍ୟାରେ ଶ୍ରୀରାମଙ୍କ ମୂର୍ତ୍ତି ଉଦ୍ଘାଟନ କଲେ ଯୋଗୀ
ଅଯୋଧ୍ୟା,୭।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଅଯୋଧ୍ୟାରେ ଥିବା ଭଗବାନ ରାମଙ୍କ କୋଦଣ୍ଡ ପ୍ରତିମୂର୍ତ୍ତିକୁ ଉଦ୍ଘାଟନ କରିଛନ୍ତି। ୭ଫୁଟ ଉଚ୍ଚ ଥିବା ଏହି ପ୍ରତିମାର ବହୁ ମହତ୍ତ୍ୱ ରହିଛି। ରାମଙ୍କ ଏହି ପ୍ରତିମାକୁ କର୍ନାଟକରେ ତିଆରି କରାଯାଇଥିବା ବେଳେ...
ପୋଲିଓ ପୀଡ଼ିତଙ୍କୁ କାନ୍ଧରେ ବୋହି ୮ କିଲୋମିଟର ନେଲେ ଯବାନ
ଛତିଶଗଡ଼,୭।୬: ଛତିଶଗଡ଼ର ଗୁମୋଦି ଗାଁକୁ ସିଆରପିଏଫ୍ର ୨୩୧ ବାଟାଲିୟନ ଗୁରୁବାର ପେଟ୍ରୋଲିଂ ପାଇଁ ଯାଇଥିଲେ। ସେହି ସମୟରେ ଉକ୍ତ ଗାଁର ୧୩ ବର୍ଷର ଜଣେ ନାବାଳକ ପୋଲିଓରେ ପୀଡ଼ିତ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ଗୁମୋଦି ଗଁା...
୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟ ଯଥା: ଆସାମ, ମେଘାଳୟ,...
ନିଟ୍ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଜୀବନ ହାରିଲେ ୩ ଛାତ୍ରୀ
ନୂଆଦିଲ୍ଲୀ,୭।୬: ନିଟ୍ (NEET) ପରୀକ୍ଷାରେ ଅକୃତ କାର୍ଯ୍ୟ ହେବାରୁ ଏବେସୁଦ୍ଧା ୩ ଜଣ ଛାତ୍ରୀ ଜୀବନ ହାରିଥିବା ସୂଚନା ମିଳିଛି। ଗୁରୁବାର ତାମିଲନାଡୁର ଭିଲୁପୁରମରେ ୧୮ ବର୍ଷୀୟା ଜଣେ ଯୁବତୀ ନିଜ ଘରେ ଫାଶି ଲଗାଇଥିବା ଜଣାପଡିଥିଲା। ବୁଧବାର ଏହି...
ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ
ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା...
ଚିନ୍ତାରେ କାଳିଘାଟ ପୋଷ୍ଟ ଅଫିସ: ପହଞ୍ଚୁଛି ‘ଜୟ ଶ୍ରୀରାମ’ ଲେଖାଥିବା ହଜାର ହଜାର ପୋଷ୍ଟକାର୍ଡ
କୋଲକାତା,୭।୬: ପଶ୍ଚିମବଙ୍ଗରେ ତ୍ରୁଣ ମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ତୁତୁ ମେମେ ଲାଗି ରହିଛି। ଏବେ ଏହା ଏମିତି ସ୍ଥିତିରେ ପହଞ୍ଚିଛି ଯେ କିଛି ଦିନ ହେବ ଉଭୟ ଦଳ ପୋଷ୍ଟକାର୍ଡ ଓ୍ବାର ଆରମ୍ଭ କରି ସାରିଛନ୍ତି। ଏବେ...
୩ ବର୍ଷ ଝିଅର ଶରୀର ଦାନ କଲେ ମାତାପିତା
ଯୋଧପୁର,୭।୬: ରାଜସ୍ଥାନର ଯୋଧପୁରରେ ଜଣେ ୩ ବର୍ଷ ଝିଅର ଶରୀର ଦାନ କରି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଝିଅଟିର ମାତାପିତା। ଏତେ କମ୍ ବୟସରେ ଶରୀର ଦାନ କରିବା ଏହା ଦେଶର ପ୍ରଥମ ଘଟଣା ବୋଲି କୁହାଯାଉଛି।...
ମୂସାଙ୍କ ଜାଗା ନେଲେ ହାରୁନ ଆବାସ୍
ଶ୍ରୀନଗର, ୭।୬: ଆତଙ୍କବାଦୀ ସଂଗଠନ ଅଲକାଏଦାର କଶ୍ମୀର ୟୁନିଟ୍ କମାଣ୍ଡର ମୂସା ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେବା ପରେ ତାଙ୍କ ସ୍ଥାନରେ ହାରୁନ ଆବାସ୍ଙ୍କୁ ନିଯୁକ୍ତି ଦିଆଯାଇଛି। ଗୃହ ମନ୍ତ୍ରଣାଳୟକୁ ମିଳିଥିବା ତଥ୍ୟ ମୁତାବକ, ଅଲକାଏଦା କଶ୍ଚୀର ଛଡା ପଞ୍ଜାବରେ...
ବଦଳିଲା ଶାହଙ୍କ ଠିକଣା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଗୁରୁ ଦାୟିତ୍ୱ ବହନ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଠିକଣା ଏବେ ବଦଳି ଯିବ। ୧୧, ଆକବର ରୋଡ ବଦଳରେ ଏବେ ଶାହ ରହିବେ ୬ଏ, କ୍ରିଷ୍ଣା ମେନନ ମାର୍ଗ ରେସିଡେନ୍ସରେ।...
Archives


