ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ
ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ ରହିଛି।…
ପୋଲିସର ସାହସିକତାକୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୨୨ା୧୦(ପି.ଟି.): ଜାତୀୟ ପୋଲିସ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଷ୍ଟକର ପରିବେଶରେ କାର୍ଯ୍ୟ କରୁଥିବା ପୋଲିସ କର୍ମଚାରୀମାନଙ୍କ ସାହସିକତାକୁ ଉଚ୍ଚ ପ୍ରଶଂସା କରିଛନ୍ତି। ପୋଲିସ ବଳ ଓ ସେମାନଙ୍କ ପରିବାରକୁ ସାଲ୍ୟୁଟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିବା ସହ କର୍ତ୍ତବ୍ୟରେ ଥାଇ…
କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର
ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ ପୋଲିସ ସୋମବାର ଘୋଷଣା କରିଛି। ସେମାନେ ୧୭ରେ ଲକ୍ଷ୍ନୌ ଆସି ନିଜକୁ ଶେଖ୍ ଅଶଫାକୁଲ…
ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା
ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍ ଫେରନ୍ତା ଜନମତ (ଏକ୍ଜିଟ୍ ପୋଲ୍)…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…
ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଉଷୁମ ପାଣିରେ ମହୁ ଏକ ଚାମୁଚେ ମିଶାଇ ପିଇଲେ ମେଦବହୁଳତା…
ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍…
ସକାଳେ ୫ ମିନିଟ୍ ପାଇଁ ଯେଉଁମାନେ ଖରାରେ ବସନ୍ତି ସେମାନେ ଦୀର୍ଘ ଦିନ ପର୍ଯ୍ୟନ୍ତ ସୁସ୍ଥ ରହିଥାଆନ୍ତି ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ପ୍ରତିଦିନ ସକାଳେ ଖରାରେ ଅତିକମ୍େରେ ୫ ମିନିଟ୍ ପାଇଁ ବସିଲେ ଶରୀର ଫୁର୍ତ୍ତି ହୋଇଥାଏ। ସବୁ କାମ…
ଯେଉଁଠି ସାପ ମୃତ୍ୟୁରେ ଶୁଦ୍ଧିକ୍ରିୟା ପାଳନ କରାଯାଏ
ଭାରତରେ ଏଭଳି ଏକ ଗାଁ ରହିଛି, ଯେଉଁଠାରେ ଯୌତୁକ ଭାବେ ବିଷାକ୍ତ ସାପ ଦିଆଯାଏ। ଏହି ପରମ୍ପରା ମଧ୍ୟପ୍ରଦେଶର ଗୌରିଆ ସମୁଦାୟଙ୍କ ମଧ୍ୟରେ ରହିଛି। ପରମ୍ପରା ଢେର୍ ଦିନରୁ ନିର୍ବାହ କରାଯାଉଛି। ମା୍ଯଯତା ରହିଛି, ଯଦି କୌଣସି ବ୍ୟକ୍ତି ନିଜ ଝିଅକୁ…
ଅପରାହ୍ନ ୪ଟା ସୁଦ୍ଧା ହରିୟାଣାରେ ୫୦, ମହାରାଷ୍ଟ୍ରରେ ୪୩ ପ୍ରତିଶତ ମତଦାନ
ନୂଆଦିଲ୍ଲୀ,୨୧।୧୦: ହରିୟାଣା ଓ ମହାରାଷ୍ଟ୍ରରେ ସୋମବାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଇଥିଲା। ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ ଅପରାହ୍ନ ୪ଟା ସୁଦ୍ଧା ହରିୟାଣାରେ ୫୦.୫୯ ଓ ମହାରାଷ୍ଟ୍ରରେ ୪୩.୭୦ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି। ଏହାକୁ ଦେଖିଲେ ଲାଗୁଛି…
ଧନତେରସରେ ଘରକୁ ଆଣନ୍ତୁ ନାହିଁ ଏସବୁ ଜିନିଷ
ଧନତେରସରେ ବିଭିନ୍ନ ଜିନିଷ କିଣାକିଣି କଲେ ଘରକୁ ଲକ୍ଷ୍ମୀ ଆସିଥାଆନ୍ତି ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଲୋକେ ସୁନାରୂପା କିଣିବାର ବିଧି ରହିଛି। ହେଲେ ଏବେ ଅଧିକାଂଶ ଲୋକେ ସୁନାରୂପା ପରିବର୍ତ୍ତେ ଯେ କୌଣସି ଜିନିଷ ଘରକୁ ଆଣିଲେ ଧନ ଓ…
ଲେଜର ଲାଇଟ୍ରେ ଦୀପାବଳି ପାଳିବେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୧।୧୦:ରାଜଧାନୀ ଦିଲ୍ଲୀରେ ଏବେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏମିତିକି ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜଧାନୀରେ ପ୍ରଦୂଷଣ ମୁକ୍ତ ଦୀପାବଳି ପାଳନ କରିବାକୁ ଅନୁରୋଧ କରିଛନ୍ତି ଦିଲ୍ଲୀ…
ସାଭରକରଙ୍କୁ ପ୍ରଶଂସା କଲେ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି
ନୂଆଦିଲ୍ଲୀ,୨୧।୧୦: ସ୍ବାଧୀନତା ସଂଗ୍ରାମୀ ବୀର ସାଭରକରଙ୍କୁ ନେଇ ରାଜନୀତି ଜୋର ଧରିଛି। ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି ଟୁଇଟ କରି ସାଭରକରଙ୍କ ବାବଦରେ ମତ ରଖିଛନ୍ତି। ସେ କହିଛନ୍ତି, ସାଭରକର ଜଣେ ସ୍ବାଧୀନତା ସଂଗ୍ରାମୀ। ଦଳିତଙ୍କ ନ୍ୟାୟ ପାଇଁ…
ଏହି ମନ୍ଦିରରେ ସାହାନାଇ ବଜାନ୍ତି ମୁସଲମାନ୍…
ଝାଡ଼ଖଣ୍ଡର ଭାଗଲପୁର ସହର ଉତ୍ତର-ପୂର୍ବରେ ପ୍ରବାହିତ ଗଙ୍ଗା ନଦୀ କୂଳରେ ଅବସ୍ଥିତ ବାବା ବୁଦ୍ଧେଶ୍ୱରନାଥଙ୍କ ମନ୍ଦିରକୁ ବାବା ବୁଢ଼ାନାଥଙ୍କ ମନ୍ଦିର ବୋଲି ଲୋକେ କୁହନ୍ତି । ଏହି ମନ୍ଦିରଟି ଚାରିଶହ ବର୍ଷର ପୁରୁଣା ଏଠାରେ ସାହାନାଇ ବଜାଇଥାନ୍ତି ସ୍ବର୍ଗୀୟ ଝୋଲେଲାହ ଖାଁଙ୍କ…
Archives


