ବଜରଙ୍ଗ ଦଳ, ବିଶ୍ୱ ହିନ୍ଦୁ ପରିଷଦ ଏବଂ ଆର୍ଏସ୍ଏସ୍ର କାମ ଦଙ୍ଗା କରିବା, ଉସୁକାଇବା: ସଞ୍ଜୟ ରାଉତ
ନୂଆଦିଲ୍ଲୀ,୧୬।୩: ବିନୋଦ ବଂଶଲଙ୍କ ବୟାନର ଜବାବରେ ବିବାଦୀୟ ବୟାନ ଦେଇଛନ୍ତି ସଞ୍ଜୟ ରାଉତ। ସେ କହିଛନ୍ତି ଯେ, ଦେଶ ବିଭାଜନ ଆଡକୁ ଗତି କରୁଛି। ମୋତେ ଆଜିର ପରିସ୍ଥିତି ୧୯୪୭ ପୂର୍ବ ପରିସ୍ଥିତି ସହିତ ସମାନ ଭଳି ମନେ ହେଉଛି। ଯେତେବେଳେ…
କିଏ ଏହି ଆମେରିକୀୟ ଲେକ୍ସ ଫ୍ରିଡମ୍ୟାନ, ଯିଏ ମୋଦିଙ୍କ ସହ କଲେ ୩ଘଣ୍ଟାର ଇଣ୍ଟରଭ୍ୟୁ
ନୂଆଦିଲ୍ଲୀ,୧୬।୩: ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଲମ୍ବା ଇଣ୍ଟରଭ୍ୟୁ କରିଛନ୍ତି। ତିନି ଘଣ୍ଟା ଧରି ସେ ମୋଦିଙ୍କ ସହ ଆଲୋଚନା କରିଛନ୍ତି। କହିରଖୁଛୁ କି,ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଆନ୍ତର୍ଜାତୀୟ ପୋଡକାଷ୍ଟ ଥିଲା। ଏହି…
ମୁସଲିମ ସମ୍ପ୍ରଦାୟରୁ ଅଧିକରୁ ଅଧିକ ଆଇପିଏସ-ଆଇଏଏସ ବାହାରନ୍ତୁ, ଏମିତି କାହିଁକି କହିଲେ ନୀତିନ ଗଡକରୀ
ନୂଆଦିଲ୍ଲୀ,୧୬।୩: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଶନିବାର କହିଛନ୍ତି ଯେ, ସେ ସାର୍ବଜନୀନ ଆଲୋଚନାରେ ଜାତି ଏବଂ ଧର୍ମକୁ ଆଣନ୍ତି ନାହିଁ। ମୁଁ ବିଶ୍ୱାସ କରେ ଯେ ଲୋକମାନେ ସମାଜର ସେବାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ବିବେଚନା କରନ୍ତି। ମୁସଲିମ ସମ୍ପ୍ରଦାୟକୁ…
ଭାରତର ବଡ଼ ଶତ୍ରୁ, ଆତଙ୍କୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା
ଇସଲାମବାଦ,୧୬।୩: ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ…
ଆସିଲା ବଡ଼ ଖବର, ଏଣିକି ଆଧାର ସହ ଲିଙ୍କ୍ ହେବ ଭୋଟର ଆଇଡି କାର୍ଡ
ନୂଆଦିଲ୍ଲୀ,୧୬।୩: ଏଣିକି ଆଧାର ସହ ଲିଙ୍କ୍ ହେବ ଭୋଟର ଆଇଡି କାର୍ଡ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମାର୍ଚ୍ଚ ୧୮ରେ ଗୃହ ସଚିବ, ଆଇନ ସଚିବ ଏବଂ ଆଧାର କାର୍ଡ ଜାରି କରୁଥିବା ସଂସ୍ଥା, ଭାରତୀୟ ସୱତନ୍ତ୍ର ପରିଚୟ ପ୍ରାଧିକରଣ…
‘RSS ଆତଙ୍କବାଦୀ ସଙ୍ଗଠନ, ଶାଖାରେ ଶିଖାଯାଉଛି ଭୁଲ କଥା’, କଂଗ୍ରେସ ନେତାଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୧୫।୩: ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ ଏମପି ହୁସେନ ଦଲୱାଇ ଶନିବାର (ମାର୍ଚ୍ଚ ୧୫, ୨୦୨୫) ତୁଷାର ଗାନ୍ଧୀ, ଅସଦୁଦ୍ଦିନ ଓଓ୍ବାଇସି ଏବଂ ସଞ୍ଜୟ ରାଉତଙ୍କ ବୟାନ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ଏହା ବ୍ୟତୀତ, ସେ ଔରଙ୍ଗଜେବଙ୍କ ପ୍ରଶଂସା…
ରାନ୍ୟା ରାଓ କେମିତି ପାଲଟିଲେ Gold Smuggler? କ’ଣ ଥିଲା ସୁନା ଚାଲାଣ ରୁଟ୍, କିଏ ଦେଲା ସାଥ୍
ମୁମ୍ବାଇ,୧୫ା୩: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କ ସୁନା ଚୋରା ଚାଲାଣ ସମ୍ପର୍କରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ସୁନା ଚୋରା ଚାଲାଣ ପାଇଁ ରାନ୍ୟା କେଉଁ ରୁଟ୍ ବା ରାସ୍ତା ବ୍ୟବହାର କରୁଥିଲେ ଏବଂ ସେ ଏହାକୁ କିପରି କରୁଥିଲେ…
ଭାଜପାର ବଡ଼ ଅଭିଯୋଗ, କହିଲା ହିଂସା ଲୁଚାଉଛନ୍ତି ମମତା ସରକାର
କୋଲକାତା,୧୫।୩: ପଶ୍ଚିମବଙ୍ଗର ବୀରଭୂମି ଜିଲାରେ ଦୁଇଟି ଗୋଷ୍ଠୀ ମଧ୍ୟରେ ହିଂସାତ୍ମକ ସଂଘର୍ଷ ପରେ ସହରର କିଛି ଅଞ୍ଚଳରେ ଶନିବାର ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ରାଜ୍ୟ ସରକାର ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଏଠାରେ ଏକ ବଡ଼ ସୁରକ୍ଷା ବାହିନୀ…
ଚେତାବନୀ ଜାରି କଲା ପାଣିପାଗ ବିଭାଗ, ହିମାଚଳରେ ଆସିବ ନୂଆ ବିପର୍ଯ୍ୟୟ
ନୂଆଦିଲ୍ଲୀ,୧୫।୩: ହିମାଚଳର ଅନେକ ଜିଲାରେ ପାଗ ଖରାପ ହେବାକୁ ଯାଉଛି। ପାଣିପାଗ ବିଭାଗ ଆଗାମୀ ୨୪ଘଣ୍ଟା ପାଇଁ ହିମାଚଳ ପ୍ରଦେଶର କିଛି ଉଚ୍ଚ ଅଞ୍ଚଳରେ ହିମସ୍ଖଳନ ସତର୍କତା ଜାରି କରିଛି। ଏହା ସହିତ, ମଙ୍ଗଳବାର ବ୍ୟତୀତ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା…
୭ ଦିନ ଜେଲରେ କାଟିଛନ୍ତି ଅମିତ ଶାହା, କାହିଁକି ପୁରୁଣା କଥା ମନେପକାଇଲେ କେନ୍ଦ୍ର ମନ୍ତ୍ରୀ
ଗୁଆହାଟୀ,୧୫।୩: ଉତ୍ତର-ପୂର୍ବ ଗସ୍ତରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର (ମାର୍ଚ୍ଚ ୧୫, ୨୦୨୫) ଆସାମର ଗୋଲାଘାଟ ଜିଲାର ଡେରଗାଓଁରେ ପୋଲିସ ଏକାଡେମୀର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି। ଏହି ସମୟରେ, ସେ ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର…
ପବନ କଲ୍ୟାଣଙ୍କ ଉପରେ ରାଗିଗଲେ ପ୍ରକାଶ ରାଜ
ଚେନ୍ନାଇ,୧୫।୩: ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ହିନ୍ଦୀ ଭାଷା ସମ୍ପର୍କରେ ଦେଇଥିବା ବୟାନକୁ ନେଇ ରାଜନୈତିକ ହଇଚଇ ତୀବ୍ର ହୋଇଛି। ଏବେ ଅଭିନେତା ପ୍ରକାଶ ରାଜ ଏହି ରାଜନୈତିକ ଯୁଦ୍ଧରେ ପ୍ରବେଶ କରିଛନ୍ତି। ପ୍ରକାଶ ରାଜ ପବନ କଲ୍ୟାଣଙ୍କୁ ସମାଲୋଚନା…
ନାନାଙ୍କ ଅଫରକୁ ନେଇ ରାଜନୀତିରେ ହଇଚଇ, ‘କଂଗ୍ରେସରେ ସାମିଲ ହେବାକୁ ଚାହୁଁଛନ୍ତି ଏକନାଥ ଶିନ୍ଦେ’, ସଞ୍ଜୟଙ୍କ ବଡ଼ ଦାବି
ମୁମ୍ବାଇ,୧୫।୩: ମହାରାଷ୍ଟ୍ର ରାଜନୀତିରେ ପୁଣି ଥରେ ବୟାନବାଜିର ଧାରା ଆରମ୍ଭ ହୋଇଛି। ଏବେ ଶିବସେନା ଏମପି ସଞ୍ଜୟ ରାଉତଙ୍କ ବୟାନ ହଇଚଇ ସୃଷ୍ଟି କରିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମ୍ପର୍କରେ ଶିବସେନା ଏମପି ଏକ ବୟାନ ଦେଇଛନ୍ତି। ସେ ଶନିବାର…
Archives


