ଜାତୀୟ

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର: ଗୋଲାପ ଫୁଲରେ କରାଗଲା ସ୍ବାଗତ

ସୋନିପତ୍‌,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ସୋନିପତ୍‌ର ଲିଟିଲ୍‌ ଏଞ୍ଜେଲ୍‌ ସ୍କୁଲର ୧୦୮ ଏବଂ ୧୦୯ ନମ୍ବର ମଡେଲ୍‌ ପୋଲିଂ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍କୁଲ ଶିକ୍ଷାର୍ଥୀ ଭୋଟରଙ୍କୁ…

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ ଦୁଇ…

ହେଲ୍‌ମେଟ ନ ପିନ୍ଧି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୧।୧୦: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି.ନାରାୟଣସ୍ବାମୀ ଓ ଲେପ୍ଟନାଣ୍ଟ ଗଭର୍ନର କିରଣ ବେଦୀଙ୍କ ମଧ୍ୟରେ ପୁଣିଥରେ ତୁତୁ ମେମେ ଆରମ୍ଭ ହୋଇଯାଇଛି। କିରଣ ବେଦୀ ନୂଆ ମୋଟର ଯାନ ନିୟମକୁ ନେଇ ଯେଉଁ ପୋଷ୍ଟ କରିଥିଲେ ତା’ର ଉତ୍ତରରେ ମୁଖ୍ୟମନ୍ତ୍ରୀ ନାରାୟଣସ୍ବାମୀ କହିଛନ୍ତି…

ଧ୍ୱଂସ ହେବ ଆତଙ୍କବାଦୀ ଶିବିର: ସତ୍ୟପାଲ ମଲିକ

ଜମ୍ମୁ,୨୧।୧୦: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରି ଭାରତୀୟ ସେନା ଯେଉଁ ତୋପ ବ୍ୟବହାର କରିଥିଲା ତାକୁ ନେଇ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଆତଙ୍କବାଦୀ ଶିବିରକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।…

ସଂସଦର ଶୀତ ଅଧିବେଶନ: ନଭେମ୍ବର ୧୮ରୁ ଡିସେମ୍ବର ୧୩

ନୂଆଦିଲ୍ଲୀ,୨୧।୧୦: ସଂସଦର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକ ସଭା ଏବଂ ରାଜ୍ୟ ସଭା ସଚିବଙ୍କୁ ସୂଚନା ପ୍ରଦାନ କରାଯାଇଛି। ଶୀତ ଅଧିବେଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ…

ପାକିସ୍ତାନ ପଳାଇବାକୁ ଚେଷ୍ଟା କରୁଛନ୍ତି କମଲେଶଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୨୧।୧୦: ହିନ୍ଦୁ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ଏବେବି ପୋଲିସ ଆଖିରେ ଧୂଳିଦେଇ ଫେରାର ଅଛନ୍ତି। ଶେଖ ଅଶଫାଖ ହୁସେନ ଓ ପଠାନ ମୋଇନୁଦ୍ଦିନ ଅହମ୍ମଦ ଏବେ ପାକିସ୍ତାନ ପଳାଇ ଯିବାକୁ ଚେଷ୍ଟା…

୧୨ ଘଣ୍ଟା କାମ କରୁଛନ୍ତି ୯୦ ପ୍ରତିଶତ ପୋଲିସ: ଶାହ

ନୂଆଦିଲ୍ଲୀ,୨୧।୧୦: ପୋଲିସ ସ୍ମୃତି ଦିବସ ଅବସରରେ ଦିଲ୍ଲୀର ପୋଲିସ ମେମୋରିଆଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ। ସେଠାରେ ଯୋଗଦେବା ଅବସରରେ ଶାହ କହିଥିଲେ ପୋଲିସର କାମକୁ ଆମେ ସାମାନ୍ୟ ଦୃଷ୍ଟିରେ ଦେଖିଥାଉ। ଅନ୍ୟ…

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି ଏଜେଣ୍ଟ୍‌ ଧରାପଡ଼ିଛନ୍ତି। ସେମାନେ ସମାଜବାଦୀ ପାର୍ଟି ପାଇଁ କାମ କରୁଥିବା ପଚରାଉଚରା ସମୟରେ ପୋଲିସକୁ…

‘ବୋଲୋ ତାରା ରା ରା’ ଗୀତ ଗାଇ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଛନ୍ତି ପୋଲିସ

ଚଣ୍ଡିଗଡ଼,୨୧।୧୦: ପଞ୍ଜାବ ଚଣ୍ଡିଗଡ଼ର ଜଣେ ଟ୍ରାଫିକ୍‌ ପୋଲିସଙ୍କ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହାତରେ ମାଇକ୍ରୋଫୋନ୍‌ ଧରି ଗାୟକ ଦଲେର ମେହେନ୍ଦିଙ୍କ ୧୯୯୫ର ଲୋକପ୍ରିୟ ଗୀତ ବୋଲୋ ତାରା ରା ରା… ଗାଇ ରାଜରାସ୍ତାରେ ଟ୍ରାଫିକ୍‌…

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ ଖଟ୍ଟର…

ଅନ୍ୟ କାହାର ସହାୟତା ବିନା ୨୦ ବର୍ଷ ଧରି ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି ଦିବ୍ୟାଙ୍ଗ ଦମ୍ପତି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଜୁହୁସ୍ଥିତି ଭୋଟ କେନ୍ଦ୍ରରେ ଦିବ୍ୟାଙ୍ଗ ଦମ୍ପତି ଦେବଶଙ୍କର ଏବଂ ପାନ୍ନା ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସେମାନେ ଫିଲ୍ମ ତାରକା ନୁହଁନ୍ତି। ତେବେ ସେମାନଙ୍କୁ ଦେଖିବା ଲାଗି ଏବଂ…

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ ଅଛନ୍ତି ତା’ଠାରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି ଭୋଟରଙ୍କ ନିକଟରେ। ମହାରାଷ୍ଟ୍ରର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri