ଫଳାଫଳ ଆସିବା ପରେ ଆଜି ପ୍ରଥମଥର ବାୟନାଡ ଗସ୍ତରେ ଯିବେ ରାହୁଲ
ଥିରୁଭାନନ୍ତପୂରମ, ୭।୬: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ଶୁକ୍ରବାର ପ୍ରଥମଥର ପାଇଁ କେରଳର ବାୟନାଡ ଗସ୍ତରେ ଯିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ବାୟନାଡ ଲୋକ ସଭା ଆସନରୁ ଜିତିବା ପରେ ରାହୁଲ ଦୁଇଦିନିଆ ଗସ୍ତରେ ସେଠାକୁ...
ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ
ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ ଅଫିସର ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରୁ ଚାଲିଥିବା ଅପରେଶନରେ ଶୁକ୍ରବାର ସକାଳୁ...
ସିଦ୍ଧୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇଲେ
ଚଣ୍ଡିଗଡ଼,୭ା୬(ପି.ଟି.)-ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ଗୁରୁବାର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିରେ ନବଜ୍ୟୋତ୍ ସିଂ ସିଦ୍ଧୁଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇବାକୁ ପଡିଛି। ତାଙ୍କଠାରୁ ସ୍ବାୟତ୍ତ ଶାସନ, ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ କାଢ଼ି ନିଆଯାଇ ଶକ୍ତି...
ନୀତି ଆୟୋଗ ପୁନର୍ଗଠିତ
ନୂଆଦିଲ୍ଲୀ୍,୭ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଏଥିରେ ଏକ୍ସ ଅଫିସିଓ ସଦସ୍ୟ ରଖାଯାଇଛି। ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...
ତେଲେଙ୍ଗାନା କଂଗ୍ରେସରେ ବିଦ୍ରୋହ
ହାଇଦ୍ରାବାଦ,୭ା୬ (ଆଇଏଏନ୍ଏସ୍):ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଗୁରୁବାର ତେଲେଙ୍ଗାନାରେ ଦଳକୁ ବଡ଼ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ୧୨ ବିଧାୟକ ଦଳ ଛାଡ଼ି ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆରଏସ୍)ରେ ଯୋଗଦେଇଛନ୍ତି। ଏହାସହ...
୧୩ରେ ଏସ୍ସିଓ ସମ୍ମିଳନୀ:ହେବନି ମୋଦି-ଇମ୍ରାନ ବୈଠକ
ନୂଆଦିଲ୍ଲୀ,୭ା୬(ପି.ଟି.):ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ଶିଖର ସମ୍ମିଳନୀ ଆସନ୍ତା ୧୩ ଓ ୧୪ ତାରିଖରେ କିର୍ଗିଜ୍ସ୍ତାନ ରାଜଧାନୀ ବିଶ୍କେକ୍ଠାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ ଖାନ୍ ମଧ୍ୟ ଯୋଗଦେବେ। ତେବେ ଏହି...
୧୫ ଦଳକୁ ମିଳିଛି ‘ନୋଟା’ଠୁ କମ୍ ଭୋଟ
ନୂଆଦିଲ୍ଲୀ,୭ା୬:ସପ୍ତଦଶ ଲୋକ ସଭାକୁ ୩୬ ରାଜନୈତିକ ଦଳର ପ୍ରତିନିଧି ନିର୍ବାଚିତ ହୋଇ ଆସିଥିବାବେଳେ ୧୫ଟି ଦଳ ‘ନୋଟା’(ନନ୍ ଅଫ୍ ଦ ଆବଭ୍) ଠାରୁ କମ୍ ସଂଖ୍ୟକ ଭୋଟ ପାଇଥିବା ଜଣାପଡ଼ିଛି। ଏହି ଦଳଗୁଡ଼ିକ ମଧ୍ୟରୁ ଅନେକ ନାମକୁ ମାତ୍ର ନିର୍ବାଚନ...
୮ କ୍ୟାବିନେଟ କମିଟିରେ ଶାହ
ନୂଆଦିଲ୍ଲୀ,୭ା୬(ଆଇଏଏନ୍ଏସ୍):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡିକର ପୁନର୍ଗଠନ କରିଥିଲାବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଗଠିତ ୮ଟି ଯାକ କ୍ୟାବିନେଟ କମିଟିରେ ଶାହଙ୍କୁ ନିଆଯାଇଥିବାବେଳେ ଅନ୍ୟତମ ବରିଷ୍ଠ ଭାଜପା ନେତା...
ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କଲେ ରୋଗୀ
ଇନ୍ଦୋର, ୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ଡାକ୍ତରଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ମୁଖ ସମ୍ବନ୍ଧୀୟ ରୋଗରେ ପୀଡିତ...
ଇମ୍ରାନଙ୍କୁ ଭେଟିବେ ନାହିଁ ମୋଦି
ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ପାକିସ୍ତାନ ବିଦେଶ ସଚିବ ସୋହେଲ ମେହମୁଦ ଭାରତ ଗସ୍ତରେ ଆସିଛନ୍ତି।...
ବଙ୍ଗାଳୀ ଝିଅଙ୍କୁ ବାର୍ ଡ୍ୟାନ୍ସର କହି ଅଡୁଆରେ ରାଜ୍ୟପାଳ
ଶିଲଂ, ୬।୬: ବଙ୍ଗାଳୀ ଝିଅଙ୍କୁ ବାର୍ ଡ୍ୟାନ୍ସର କହି ଅଡୁଆରେ ପଡିଯାଇଛନ୍ତି ମେଘାଳୟ ରାଜ୍ୟପାଳ ତଥାଗତ ରାୟ। ସେ କହିଛନ୍ତି, କେଉଁ ଯୁଗରେ ପଶ୍ଚିମବଙ୍ଗ ପ୍ରସିଦ୍ଧ ଥିଲା, ଏବେ ସେ ତା’ର ମହାନତା ହରାଇ ବସିଛି। ବଙ୍ଗାଳୀ ପୁଅମାନେ ଏବେ...
ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ
ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ)ରେ ଯୋଗ ଦେବାକୁ ଚାହୁଁଛନ୍ତି। ଏନେଇ ସେମାନେ ବିଧାନସଭା...
Archives


