ଜାତୀୟ

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ସିଦ୍ଧୁ ଖୋଲାଖୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କୁ ସମାଲୋଚନା କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ...

ପରାଜୟର କାରଣ ଜାଣିବା ଲାଗି ବୁଥ୍‌ସ୍ତରୀୟ ରିପୋର୍ଟ ଲୋଡିଲେ ରାହୁଲ

ନୂଆଦିଲ୍ଲୀ, ୬।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ପରାଜୟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବେଶ୍‌ ମର୍ମାହତ ହୋଇଛନ୍ତି। ପରାଜୟର ପ୍ରକୃତ କାରଣ ଜାଣିବା ଲାଗି ସେ ବୁଥ୍‌ସ୍ତରୀୟ ରିପୋର୍ଟ ରାଜ୍ୟ ପ୍ରଭାରୀଙ୍କଠାରୁ ଲୋଡିଛନ୍ତି। ଏହା...

ରାମମନ୍ଦିର ନିର୍ମାଣ ନେଇ ସୁବ୍ରମଣିୟମ୍‌ ସ୍ବାମୀ ଓ ସଞ୍ଜୟ ରାଓ୍ବତ ମୋଦିଙ୍କୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ସମୟରେ ରାମ ମନ୍ଦିର ବିବାଦଠାରୁ ଭାଜପା ଦୂରେଇ ରହିଥିଲା। ତେବେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ପରେ ପୁଣିଥରେ ଦେଶରେ ରାମମନ୍ଦିର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମର୍ମରେ ଭାଜପା ସଦସ୍ୟ ସୁବ୍ରମଣିୟମ୍‌...

ମୋଦିଙ୍କୁ ଭେଟିଲେ କମଳନାଥ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ଗୁରୁବାର ସାକ୍ଷାତ୍‌ କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଲୋକ ସଭା ନର୍ବାଚନ ସମୟରେ ଦୁଇ ନେତା ପରସ୍ପର ଉପରକୁ କାଦୁଅ ଫିଙ୍ଗାଫିଙ୍ଗି ହୋଇଥିଲେ।...

ବ୍ଲୁଷ୍ଟାର ଅପରେଶନ୍‌କୁ ପୂରିଲା ୩୫ ବର୍ଷ: ୩ ଦିନରେ ୪ଶହ ୯୨ ଲୋକଙ୍କ ଘଟିଥିଲା ମୃତ୍ୟୁ; ୮୩ ଯବାନ ହୋଇଥିଲେ ଶହୀଦ୍‌

ଅମୃତସର,୬।୬: ପଞ୍ଜାବ ଅମୃତସରରେ ଥିବା ସ୍ବର୍ଣ୍ଣମନ୍ଦିରରେ ୩୫ ବର୍ଷ ତଳେ ବ୍ଲୁଷ୍ଟାର ଅପରେଶନ ହୋଇଥିଲା। ୧୯୮୪ ଜୁନ୍‌ ୩ରୁ ୬ ମଧ୍ୟରେ ଏହି ୩ ଦିନିଆ ଅପରେଶନ୍‌ରେ ୪ଶହ ୯୨ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ସେନାର ୪...

ସେଲଫି ନେବାକୁ ଆସିଥିବା ଯୁବକଙ୍କୁ ଠେଲିଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ, ୬।୬: ସେଲଫି ନେବାକୁ ଆସିଥିବା ଜଣେ ଯୁବକଙ୍କୁ ଠେଲିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର। କରନଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜଣେ ଯୁବକ ଖଟ୍ଟରଙ୍କ ପାଖକୁ ସେଲଫି ନେବାକୁ ଆସିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକଙ୍କୁ...

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି କରିଛି। ଏହା ଶିବସେନାର ନିଜର ଅଧିକାର ବୋଲି ଗୁରୁବାର ରାଜ୍ୟସଭା ଏମ୍‌ପି ସଞ୍ଜୟ...

ମୋଦି ରାଜ୍‌-୨ରେ ଶସ୍ତା ଇଏମ୍‌ଆଇ ଉପହାର: ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆର୍‌ବିଆଇ କଲା ଘୋଷଣା

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ-୨ରେ ସାଧାରଣ ଲୋକଙ୍କୁ ଶସ୍ତା ଇଏମ୍‌ଆଇ ଉପହାର ପ୍ରଦାନ କରାଯାଇଛି। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆ) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ଆର୍‌ବିଆଇର ଏକ ସମୀକ୍ଷା ବୈଠକରେ ବେସ୍‌ ପଏଣ୍ଟ୍‌ ୦.୨୫ ପ୍ରତିଶତ ହ୍ରାସ...

ସ୍ବଚ୍ଛ ଭାରତ ମିଶନ: ଖୋଲାରେ ଶୌଚ ହେଉଥିବା ଅଞ୍ଚଳର ଭୂତଳ ଜଳ ଅଧିକ ପ୍ରଦୂଷିତ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ସରକାରଙ୍କ ସ୍ବଚ୍ଛ ଭାରତ ମିଶନ ଦ୍ୱାରା ଭୂତଳ ଜଳ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେବେ ଖୋଲାରେ ଶୌଚ ହେଉଥିବା ଅଞ୍ଚଳରେ ଭୂତଳ ଜଳ ଅଧିକ ପ୍ରଦୂଷିତ ହେଉଥିବା ୟୁନିସେଫ୍‌ର ଏକ ରିପୋର୍ଟରେ ପ୍ରକାଶ...

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର, ଉଦୟପୁର, ବିକାନେର. କୋଟା, ଝାଳାଓ୍ବାଡ୍‌ ଆଦି ଠାରେ ଥିବା ମେଡିକାଲ କଲେଜର ଶିକ୍ଷାର୍ଥୀ...

କେରଳରେ ପୁଣି ୨ ନିପା ରୋଗୀ ଚିହ୍ନଟ

ଥିରୁଭାନନ୍ତପୁରମ, ୬।୬: କେରଳକୁ ପୁଣି ଫେରିଛି ନିପା ଭାଇରସ। ନିପା ଆକ୍ରାନ୍ତ ସନ୍ଦେହରେ ପୁଣି ଦୁଇଜଣ ରୋଗୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କର ରିପୋଟ ପଜେଟିଭ ଆସିଛି। ଏନେଇ ବିଧିବଦ୍ଧ ଭାବେ ସୂଚନା ଦେଇଛନ୍ତି କେରଳ...

ଏନ୍‌ଆଇଏ କୋର୍ଟରେ ହାଜର ପୂର୍ବରୁ ପ୍ରଜ୍ଞା ଠାକୁର ହସ୍ପିଟାଲରେ ଭର୍ତ୍ତି

ଭୋପାଳ,୬।୬: ଏନ୍‌ଆଇଏ କୋର୍ଟରେ ହାଜର ହେବା ପୂର୍ବରୁ ମଧ୍ୟପ୍ରଦେଶ ଭୋପାଳ ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁନ୍‌ ୩ରେ ତାଙ୍କୁ ଗୁରୁବାର କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ ଜାରି ହୋଇଥିଲା। ପ୍ରଜ୍ଞାଙ୍କ ରକ୍ତଚାପ ବଢ଼ିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri