ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ
ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ…
୯ରେ କର୍ତାରପୁର କରିଡର ଉଦ୍ଘାଟନ
ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍ତାରପୁର କରିଡର ଉଦ୍ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର କର୍ତାରପୁରର ଦର୍ବାର ସାହିବ ସହ ପଞ୍ଜାବ ଗୁର୍ଦାସପୁରର ଡେରା ବାବା ନାନକ ପୀଠକୁ ସଂଯୋଗ…
୨୮ ମାଓବାଦୀଙ୍କ ଆମତ୍ସମର୍ପଣ
ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ ବୋଲି ଘୋଷଣା କରାଯାଇଥିଲା। ରାୟପୁରଠାରୁ ୩୪୦ କିମି ଦୂର କଟେକଲ୍ୟାଣ ଅଞ୍ଚଳରେ ଥିବା ଚିକପାଲ…
ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ
ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ଓ ୯୦ ଆସନ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …
ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ଦୂର ହେବା ସହ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଭୁଶୁଡିଲା କୋଠା:୨ ମୃତ, ଅନେକ ଆହତ
ଅହମ୍ମଦାବାଦ୍,୨୦।୧୦: ଗୁଜରାଟର ଭଦୋଦରାରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେ ବି କୋଠା ତଳେ ଅନେକ…
ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍: କଂଗ୍ରେସ
ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି। ଏଥିରେ ପାକିସ୍ତାନର ୬…
ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ
ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି ବୋଲି ସେନାଧ୍ୟକ୍ଷ…
ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’
ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ ଏବଂ ୩ ପୁଅ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନଠାରେ ଭେଟି ୩୦ ମିନିଟ ଧରି ଆଲୋଚନା…
କେଉଁଦିନ ପାଳନ କରାଯାଏ ଛୋଟ ଦୀପାବଳି
ଦୀପାବଳି ପାଳନର ମହତ୍ୱ ଯେପରି ରହିଛି ଠିକ୍ ସେହିପରି ଏହା ପୂର୍ବଦିନର ପର୍ବ ଗୁଡିକର ମହତ୍ୱ ମଧ୍ୟ ରହିଛି। ଯେମିତି ଧନତେରାସ୍ ସେମିତି ଛୋଟ ଦୀପାବଳି। ଏହାକୁ ନରକ ଚତୁର୍ଦ୍ଦଶି ଭାବରେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ଅର୍ଥାତ୍ କାର୍ତ୍ତିକ…
ଭାରତୀୟ ସେନାର ଆକ୍ରମଣରେ ୫ ପାକିସ୍ତାନ ସେନା ନିହତ: ବିଚଳିତ ହୋଇପଡିଲା ପାକିସ୍ତାନ
ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ରବିବାର ଭାରତ ଆକ୍ରମଣ କରିଛି। ଭାରତୀୟ ସେନାର ଆକ୍ରମଣରେ ୫ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ଅନେକ ଯବାନ ଆହତ ହୋଇଛନ୍ତି। ୪ରୁ ଅଧିକ ଆତଙ୍କବାଦୀ କ୍ୟାମ୍ପ ନଷ୍ଟ…
ଏପରି ଅଞ୍ଚଳ ଯେଉଁଠିକୁ ବରଯାତ୍ରୀ ଆସିବାକୁ କରନ୍ତି ଭୟ…
ବିବାହ ନେଇ ଯୁବତୀ ଯୁବକଙ୍କ ମନରେ ଥାଏ ଅସୁମାରୀ ସ୍ବପ୍ନ। ତେବେ ବିହାର ଭୋଜପୁରରେ ଯୁବତୀ ଯୁବକମାନେ ବିବାହ ବୟସ ହେଲେ ମଧ୍ୟ ବିବାହ କରିପାରୁ ନାହାଁନ୍ତି। ସେମାନଙ୍କର ବିବାହରେ ବାଧକ ସାଜିଛନ୍ତି ଏହି ଅଞ୍ଚଳରେ ଥିବା ମାଙ୍କଡ଼। ଏଠାରେ ମାଙ୍କଡ଼ଙ୍କ…
Archives


