କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ
ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ ବୟାନ ଦେବାରୁ ବିରତ ରହିବାକୁ ସେ କଂଗ୍ରେସ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟପ୍ରଦେଶରେ ଗତ…
ଜେଲ୍ ଯିବା ପୂର୍ବରୁ ଚିଦାମ୍ବରମ୍ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା
ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍ ଜେଲ୍ ଯିବା ପୂର୍ବରୁ ଚିଦାମ୍ବରମ୍ କେବଳ…
ଝିଅ ବୁଲେଟ ଚଢିବାରୁ ପିତାଙ୍କୁ ଗୁଳିମାଡ
ନୋଏଡା, ୬।୯: ଉତ୍ତର ପ୍ରଦେଶର ନୋଏଡା ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବୁଲେଟ୍ ଚଢିବାରୁ କିଛି ଦୁର୍ବୃତ୍ତ ତାଙ୍କ ପିତାଙ୍କୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କ ନାଁରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଗ୍ରେଟର ନୋଏଡାର…
୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ
ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ କମିଟି ନିକଟରେ ବାୟୁସେନା ପାଇଁ ୫୫୦୦ କୋଟି ଟଙ୍କାର ଏହି…
ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି
ନୂଆଦିଲ୍ଲୀ,୬-୯(ଆଇଏଏନ୍ଏସ୍):ଦିଲ୍ଲୀର କନ୍ନଟପ୍ଲେସ୍ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ ପାଇଁ ‘ଆର୍ଟିକିଲ ୩୭୦’ ଥାଳି ବ୍ୟବସ୍ଥା କରିଛି। ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ଜାରି ପରିଚୟପତ୍ର…
ଚାଇନାର ପୂର୍ବତନ ଯବାନଙ୍କୁ ଭାରତ ଆସିବାକୁ ଭିଜା ମିଳିଲା
ଭୋପାଳ,୬-୯(ପି.ଟି.): ଚାଇନାର ଜଣେ ପୂର୍ବତନ ଯବାନ ଓ୍ବାଙ୍ଗ୍ ଚାଙ୍ଗ୍ କି(୮୦)ଙ୍କୁ ଭାରତ ଫେରିବା ଲାଗି ଭିଜା ମିଳିଛି। ୧୯୭୪ରେ ସେ ମଧ୍ୟପ୍ରଦେଶରେ ବିବାହ କରି ୨୦୧୭ରେ ଚାଇନା ଫେରିଯାଇଥିଲେ। ଭାରତ ଫେରି ନିଜର ସ୍ତ୍ରୀ, ପିଲାଙ୍କୁ ଦେଖିବା ଲାଗି ତାଙ୍କୁ ଭିଜା…
ଏନ୍ଆର୍ସି ସଂଯୋଜକଙ୍କ ନାଁରେ ମାମଲା
ଗୁଆହାଟୀ,୬-୯(ପି.ଟି.):ଆସାମରେ ଏନ୍ଆର୍ସି(ଜାତୀୟ ନାଗରିକ ପଞ୍ଜିକା) କାର୍ଯ୍ୟରେ ନିୟୋଜିତ ସଂଯୋଜକ ପ୍ରତୀକ ହାଜେଲାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ କରାଯାଇଛି। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତିରେ ସେ ଜାଲିଆତି କରିଥିବା ନେଇ ଅଭିଯୋଗ ହେବା ପରେ ‘ଅଲ୍ ଅସମ ଗୋରିୟା-ମୋରିୟା ଯୁବ ସଙ୍ଗଠନ’ ପକ୍ଷରୁ…
୭ରେ ଚନ୍ଦ୍ରକୁ ଛୁଇଁବ ଚନ୍ଦ୍ରୟାନ-୨: ୧୧ ବର୍ଷ ତଳର କାମ ସମ୍ପୂର୍ଣ୍ଣ କରିବ
ନୂଆଦିଲ୍ଲୀ,୬-୯(ପି.ଟି.): ୨୦୦୮-୦୯ରେ ଚନ୍ଦ୍ରକୁ ପଠାଯାଇଥିବା ଚନ୍ଦ୍ରୟାନ-୧ର ଅଧୁରା କାର୍ଯ୍ୟକୁ ୧୧ ବର୍ଷ ପରେ ପୂରା କରିବା ଲାଗି ଚନ୍ଦ୍ରୟାନ-୨ର ଅଭିଯାନ ଜାରି ରହିଛି। ଚନ୍ଦ୍ରରେ ଲୋକଙ୍କ ଉପସ୍ଥିତି ଲାଗି ଚନ୍ଦ୍ରୟାନ-୨ ବିଶେଷ ସହାୟତା କରିବ ବୋଲି ମହାକାଶଚାରୀମାନେ ପ୍ରକାଶ କରିଛନ୍ତି। ଇସ୍ରୋ…
ପବିତ୍ର ମୋହନ ଦାସଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର
ନୂଆଦିଲ୍ଲୀ, ୬-୯(ପି.ଟି.):ଗୁରୁଦିବସରେ ଭାରତର ୪୬ ଶିକ୍ଷକଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଜାତୀୟ ଶିକ୍ଷକ ପୁରସ୍କାର-୨୦୧୯ରେ ସମ୍ମାନିତ କରିଛନ୍ତି। କୋରାପୁଟର ବୋରିଗୁମାସ୍ଥିତ ପ୍ରୋଜେକ୍ଟ ୟୁପି ସ୍କୁଲ ଶିକ୍ଷକ ପବିତ୍ର ମୋହନ ଦାସ ଏହି ଅବସରରେ ସମ୍ମାନିତ ହୋଇଛନ୍ତି। ବିଜ୍ଞାନ ଭବନରେ ଅନୁଷ୍ଠିତ…
ପିଓକେରେ ଆତଙ୍କବାଦୀଙ୍କ ଭ୍ରାମ୍ୟମାଣ ଶିବିର
ନୂଆଦିଲ୍ଲୀ,୬-୯:କଶ୍ମୀର ସମ୍ପର୍କିତ କେନ୍ଦ୍ରର ନିଷ୍ପତ୍ତିକୁ ମାସେ ପୂରିଥିବାବେଳେ ଏହି ପ୍ରସଙ୍ଗକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପ୍ରଶମିତ ହୋଇନାହିଁ। ଅନ୍ତର୍ଜାତୀୟ ସମୁଦାୟ ନିକଟରେ କଶ୍ମୀର ପ୍ରସଙ୍ଗ ଉଠାଇ ବିଫଳ ହେବା ପରେ ପାକିସ୍ତାନ ଏବେ ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍ଓସି)କୁ ଅଧିକ…
ଆଇଏନ୍ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ
ନୂଆଦିଲ୍ଲୀ,୬-୯(ଆଇଏଏନ୍ଏସ୍):ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା ପରେ ତାଙ୍କୁ ତିହାର ଜେଲକୁ ନିଆଯାଇଛି। ସେ ସେଠାରେ ୧୯ ତାରିଖ ପର୍ଯ୍ୟନ୍ତ ରହିବେ।…
ମାନ୍ଦାବସ୍ଥା ନେଇ ମୁଡିଜ୍ ରିପୋର୍ଟ:ଟ୍ରକ୍ ଅପରେଟର ଋଣ ଶୁଝିପାରିବେନି
ନୂଆଦିଲ୍ଲୀ,୬-୯:ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବକୁ ଏବେ ଟ୍ରକ୍ ଅପରେଟର ସେକ୍ଟର ମର୍ମେ ମର୍ମେ ଅନୁଭବ କରୁଛନ୍ତି। ବ୍ୟବସାୟ କମିବା କାରଣରୁ ସେମାନେ ନିଜର ଋଣ ପରିଶୋଧ କରିପାରୁ ନାହାନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ସେମାନେ ନୂଆ ଟ୍ରକ୍ କିଣିବାଠାରୁ…
Archives


