ସାଇକେଲ ଚଢି ଅଫିସ ଗଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ନୂଆଦିଲ୍ଲୀ,୩।୬: ଚାନ୍ଦିନୀ ଚୌକ ଏମ୍ପି ଡା. ହର୍ଷବର୍ଦ୍ଧନ ସୋମବାର ପ୍ରଥମ ଦିନରେ ନିର୍ମାଣ ଭବନ ଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓ୍ବାର୍ଲଡ ବାଇସାଇକେଲ ଡେ’ ଅବସରରେ ସେ ସାଇକେଲ ଚଲାଇ ନିଜ...
ବିଜେପି କାର୍ଯ୍ୟାଳୟ ତାଲା ଭାଙ୍ଗି ନିଜ ଦଳର ନାଁ ଲେଖିଲେ ମମତା
କୋଲକାତା,୩।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀ ରାମ’ ରାଜନୀତି ତେଜିବାରେ ଲାଗିଛି। ଦୁଇ ଦଳ ମଧ୍ୟରେ ପରସ୍ପର କାର୍ଯ୍ୟାଳୟ ଉପରେ ଦଖଲକୁ ନେଇ ଏବେ ବୟାନବାଜି ଆରମ୍ଭ ହୋଇଛି। ଉତ୍ତର ୨୪ ପ୍ରାଙ୍ଗନା ଜିଲାରେ ଥିବା ଭାଜପା କାର୍ଯ୍ୟାଳୟକୁ ଭାଙ୍ଗିବା...
ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ
ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ ଭାଷାକୁ ଅନିବାର୍ଯ୍ୟ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଦକ୍ଷିଣ ରାଜ୍ୟ ଗୁଡ଼ିକ ଏହାର...
ସିଆଚେନ୍ ପହଞ୍ଚିଲେ ରାଜନାଥ
ନୂଆଦିଲ୍ଲୀ,୩।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରାଜନାଥ ସିଂ ସୋମବାର ସିଆଚେନ୍ ଗ୍ଲାସିୟର ପହଞ୍ଚିଛନ୍ତି। ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଓ ଯବାନମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିବେ। ତାଙ୍କ ସହ ସେନା ମୁଖ୍ୟ...
ଜଳ ସଙ୍କଟ ଉତ୍କଟ: ଦେଶର ୯୧ ଜଳାଶୟରେ ରହିଛି ୨୦ ପ୍ରତିଶତ ଜଳ
ନୂଆଦିଲ୍ଲୀ,୩।୬: ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଦେଶର ୯୧ ଟି ଜଳାଶୟରେ ମାତ୍ର ୨୦ ପ୍ରତିଶତ ଜଳ ରହିଥିବା କେନ୍ଦ୍ରୀୟ ଜଳ ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ୨୦୧୯ ମେ ୩୦ ସୁଦ୍ଧା ଏହି ଜଳାଶୟ...
ପ୍ରଚାର ନ କରି କାମ କରିବାକୁ ଭାଜପାକୁ ପରାମର୍ଶ ଦେଲା ଶିବସେନା
ମୁମ୍ବାଇ, ୩।୬: ପ୍ରଚାର ଏବଂ ପ୍ରତିଶ୍ରୁତିରେ ସମୟ ନ ବିତାଇ କାମ କରିବାକୁ ଭାଜପାକୁ ଶିବସେନା ପରାମର୍ଶ ଦେଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା ପ୍ରକାଶ ପାଇଛି। ଏଥିରେ ଭାଜପା ସରକାର ଦେଶର ଜିଡିପି ଏବଂ ବେକାରି ସମସ୍ୟା...
ପାଣି ମାଗିବାକୁ ଆସିଥିବା ମହିଳାଙ୍କୁ ମଝି ରାସ୍ତାରେ ଗୋଇଠା ମାରିଲେ ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ
ଅହମ୍ମଦାବାଦ୍,୩।୬: ଗୁଜରାଟରେ ପାଣି ମାଗିବାକୁ ଆସିଥିବା ଜଣେ ମହିଳାଙ୍କୁ ଭାଜପା ବିଧାୟକ ମଝି ରାସ୍ତାରେ ଗୋଇଠା ମାରିଛନ୍ତି। ଏହି ଘଟଣାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହା ଗୁଜରାଟର ନରୋଡ଼ାରେ ଘଟିଛି। ମହିଳା ବିଧାୟକ ବଳରାମ...
ଶୋପିଆନ୍ରେ ଏନ୍କାଉଣ୍ଟର: ୨ ଆତଙ୍କବାଦୀ ନିହତ
ଶ୍ରୀନଗର,୩।୬: ଦକ୍ଷିଣ କଶ୍ମୀରର ଶୋପିଆନ୍ରେ ଅପରେଶନ୍ ଅଲଆଉଟ୍ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ସୋମବାର ବଡ଼ ସଫଳତା ମିଳିଛି। ଏଠାରେ ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ମୌଲା-ଚିତ୍ରାଗ୍ରାମ୍ରେ କିଛି ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିବା ସହିତ...
ଦୁର୍ଘଟଣା ରୋକିବା ପାଇଁ ରାତି ସାରା ପାଟ୍ରୋଲିଂ କରୁଛନ୍ତି ମହିଳା
ମୁମ୍ବାଇ,୩।୬: ଦେଶରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି। ବିଳମ୍ବିତ ରାତିରେ ଟ୍ରାଫିକ୍ ଚାଲିଯିବା ପରେ ବଢୁଛି ଦୁର୍ଘଟଣା। ଏମିତିକି ପୋଲିସ ପାଟ୍ରୋଲିଂ ନ ଥିବାରୁ ମଧ୍ୟ ଅଧିକାଂଶ ସ୍ଥାନରେ ନିଶାଗ୍ରସ୍ତ ଯୁବକ ଦୁର୍ଘଟଣା ଘଟାଉଥିବା ଦେଖାଯାଉଛି। ଏହାକୁ...
ସିଆଚେନ୍: ଯୁଦ୍ଧରେ ନୁହେଁ ନିମ୍ନ ତାପମାତ୍ରା ଏବଂ ଭୂସ୍ଖଳନରେ ଅଧିକ ଯବାନଙ୍କ ମୃତ୍ୟୁ ଘଟେ !
ନୂଆଦିଲ୍ଲୀ,୩।୬: ସିଆଚେନ୍ରେ ୧୨ ହଜାରରୁ ୨୦ ହଜାର ଫୁଟ ଉଚ୍ଚତାରେ ଭାରତୀୟ ସେନା ଦେଶର ସୀମା ସୁରକ୍ଷା କାର୍ଯ୍ୟ କରିଥାନ୍ତି। ଏଠାକାର ତାପମାତ୍ରା ଅଧିକାଂଶ ସମୟରେ ମାଇନସ୍ ୫୦ ଡିଗ୍ରୀ ତଳେ ରହିଥାଏ। ଏଠାରେ ଯୁଦ୍ଧ ଅପେକ୍ଷା ନିମ୍ନ ତାପମାତ୍ରା...
କରୁଣାନିଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଷ୍ଟାଲିନ୍
ଚେନ୍ନାଇ,୩।୬: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍କେ ଅଧ୍ୟକ୍ଷ ସ୍ବର୍ଗତଃ ଏମ୍ କରୁଣାନିଧିଙ୍କୁ ତାଙ୍କ ୯୫ ତମ ଜନ୍ମ ଦିବସ ଉପଲକ୍ଷେ ଦଳର ବହୁ ନେତା ଓ ତାଙ୍କ ପୁଅ ତଥା ଡିଏମ୍କେ ମୁଖ୍ୟ ଏମ୍କେ ଷ୍ଟାଲିନ୍ ସୋମବାର ଶ୍ରଦ୍ଧାଞ୍ଜଳି...
ଦିଦିଙ୍କ ପାଖକୁ ‘ଗେଟ୍ ଓ୍ବେଲ୍ ସୁନ୍’ କାର୍ଡ ପଠାଇବ ଭାଜପା
କୋଲକତା,୩।୬: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ହରଡ଼ଘଣାରେ ପକାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ କରାଯାଉଛି। ଗତ ସପ୍ତାହରେ ଜୟ ଶ୍ରୀରାମ କାର୍ଡକୁ ନେଇ ଚର୍ଚ୍ଚା ହେଉଥିବାବେଳେ ଏବେ ମମତା ଦିଦି ମାନସିକସ୍ତରରେ ଅସୁସ୍ଥ ଥିବା ଦର୍ଶାଇ ଭାଜପା ‘ଗେଟ୍ ଓ୍ବେଲ୍...
Archives


