ଜାତୀୟ

ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଲାଗିବ ଏକ ଲକ୍ଷ ଗଛ

ନୂଆଦିଲ୍ଲୀ,୨।୯: ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଏବେ ପାଖାପାଖି ୧ ଲକ୍ଷ ଗଛ ଲାଗିବ ବୋଲି ଜଣାପଡିଛି। ନ୍ୟାଶନାଲ ହାଇଓ୍ବେ ଅଥରିଟଇ ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ଦ୍ୱାରା ଏହା ଲଗାଯିବ ବୋଲି ସୂଚନା ମିଳିଛି। ତେବେ ଏନ୍‌ଏଚ୍‌ଏଆଇ ଏହି ରାସ୍ତା ନିର୍ମାଣ…

ବଦଳିଗଲାଣି ଅଭିନନ୍ଦନଙ୍କ ଲୁକ୍‌

ନୂଆଦିଲ୍ଲୀ,୨।୮: ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ବୀର ଚକ୍ର ସମ୍ମାନରେ ସମ୍ମାନିତ ହୋଇଥିବା ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଲୁକ୍‌ରେ ପରିବର୍ତ୍ତନ ଆସିଛି। ପୂର୍ବରୁ ସେ ବଡ ବଡ ନିଶ ରଖୁଥିବାବେଳେ ଏବେ ସେ ଏହାକୁ କାଟି ଛୋଟ କରିଦେଇଛନ୍ତି।…

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ ଷ୍ଟିଲ ଜଗ୍‌ ଓ ପେପର କପ୍‌ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ ପାଇଁ…

ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ କଲେ ଦର୍ଶନ

ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ୍‌ ଚା ରାଜା’। ଏଠାରେ ଚଳିତବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ୫…

ମୋଦି ଚା’ ବିକୁଥିବା ସ୍ଥାନ ହେବ ପର୍ଯ୍ୟଟନସ୍ଥଳୀ

ଅହମଦାବାଦ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାଦିନେ ଯେଉଁଠି ଚା’ ବିକୁଥିଲେ ସେହି ସ୍ଥାନଟି ଏବେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବାକୁ ଯାଉଛି। ଗୁଜରାଟର ବଡନଗର ରେଳ ଷ୍ଟେସନ ନିକଟରେ ଥିବା ଏକ ଛୋଟ ଚା’ ଦୋକାନଟିକୁ ନୂଆ ରୂପ ଦେବା ପାଇଁ ପ୍ରସ୍ତୁତି…

ମଧ୍ୟାହ୍ନ ଭୋଜନରେ ଲୁଣ,ରୁଟି ଦିଆଯିବା ଘଟଣା: ଭିଡିଓ ଉତ୍ତୋଳନ କରିଥିବା ଖବରଦାତାଙ୍କ ବିରୋଧରେ ମାମଲା ରୁଜୁ

ଲକ୍ଷ୍ନୌ,୨।୯: ଉତ୍ତର ପ୍ରଦେଶ ମିର୍ଜାପୁର ଜିଲାର ଏକ ସରକାରୀ ସ୍କୁଲରେ କିଛି ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନା ବାଟବଣା ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଥିଲା। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ଲୁଣ ଓ ରୁଟି ଦିଆଯାଉଥିବାର ଏକ ଭିଡିଓ…

ଭାଜପା- ଟିଏମ୍‌ସି କର୍ମକର୍ତ୍ତା ମୁହାଁମୁହିଁ

କୋଲକାତା,୨।୯: ପଶ୍ଚିମବଙ୍ଗ ବାରାକପୁରରେ ସୋମବାର ଭାରତୀୟ ଜନତା ପାର୍ଟି(ଭାଜପା) ଓ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଭାଜପାର ୨୫ କର୍ମକର୍ତ୍ତା ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରବିବାର ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଉପରେ ହୋଇଥିବା ଆକ୍ରମଣକୁ ବିରୋଧ…

ମୋଦିଙ୍କୁ ମିଳିବ ଆଉ ଏକ ସମ୍ମାନ

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ। ଏହା ତାଙ୍କୁ ମିଳିଥିବା ବିଭିନ୍ନ ଦେଶର ସମ୍ମାନ ପ୍ରମାଣିତ କରେ। ନିକଟରେ ସେ ୟୁଏଇ ଗସ୍ତ କରିଥିବା ବେଳେ ତାଙ୍କୁ ସେଠାକାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦି…

ଜେଲ୍‌ ଯିବେ ନାହିଁ ଚିଦାମ୍ବରମ

ନୂଆଦିଲ୍ଲୀ,୨।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ତାଙ୍କ ଓକିଲ କପିଲ ଶିବ୍ବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ କି ଚିଦାମ୍ବରଙ୍କୁ ଜେଲ୍‌ ପଠା ନ ଯାଇ ଗୃହବନ୍ଦୀ ଭାବେ ରଖାଯାଉ।…

ସୁଶୀଲ ମୋଦିଙ୍କ ଅଜବ ଯୁକ୍ତି: ଶ୍ରାବଣ-ଭାଦ୍ରବ ମାସରେ ଦେଖାଦିଏ ଆର୍ଥିକ ମାନ୍ଦାବସ୍ଥା

ପାଟଣା,୨।୯: : ବିହାରର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଦେଶରେ ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଅଜବ ମତ ଦେଇଛନ୍ତି। ସେ ଟୁଇଟରେ କହିଛନ୍ତି, ଶ୍ରାବଣ-ଭାଦ୍ରବ ମାସରେ ଦେଶରେ ମାନ୍ଦାବସ୍ଥା ଦେଖାଯାଇଥାଏ। ଏହି ଦୁଇମାସରେ ହିନ୍ଦୁ ଧର୍ମାବଲମ୍ବୀମାନେ କୌଣସି ନୂଆ କାମ ଆରମ୍ଭ…

ଚନ୍ଦ୍ରୟାନ-୨ରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର

ବେଙ୍ଗାଲୁରୁ,୨।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋର)ର ବୈଜ୍ଞାନିକ ସୋମବାର ଅର୍ଥାତ ସେପ୍ଟେମ୍ବର ୨ ଦିନ ପ୍ରାୟ ୧ଟା ୩୦ରେ ଚନ୍ଦ୍ରୟାନ-୨ର ଅର୍ବିଟରରୁ ବିକ୍ରମ ଲ୍ୟାଣ୍ଡରକୁ ଅଲଗା କରିଦେଇଛନ୍ତି। ଆସନ୍ତା ୨୦ ଘଣ୍ଟା ପର୍ଯ୍ୟନ୍ତ ଏହା ନିଜ କକ୍ଷପଥ ପଛେପଛେ ୨ କିଲୋମିଟର…

ସିଦ୍ଧିବିନାୟକଙ୍କୁ ପୂଜାର୍ଚ୍ଚନା କଲେ ଅମିତ ଶାହ

ମୁମ୍ବାଇ,୨।୯: ମାୟାନଗରୀ ମୁମ୍ବାଇରେ ଧୂମଧାମରେ ପାଳନ କରାଯାଉଛି ଗଣେଶ ଚତୁର୍ଥୀ। ଏହି ଅବସରରେ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ସିଦ୍ଧିବିନାୟକଙ୍କ ଦର୍ଶନ କରି ଆଳତି କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri