ଏନ୍ଡିଏ ୨: ଆରମ୍ଭରୁ ଫାଟ
ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨ ସିଟ୍ରୁ ଭାଜପାକୁ ୩୦୩ଟିରେ ସଫଳତା ମିଳିଥିବାବେଳେ ଏନ୍ଡିଏ ୩୫୩ ଆସନ ଦଖଲ କରିଛି।...
କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍ସନ
ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଦେଶର ଚାଷୀ, କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ପେନ୍ସନ ଯୋଗାଇଦେବା ପ୍ରସ୍ତାବକୁ...
୧୭ରୁ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୧ା୬ପି.ଟି.): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ତଥା ବଜେଟ ଅଧିବେଶନ ଜୁନ୍ ୧୭ରୁ ଆରମ୍ଭ ହୋଇ ଜୁଲାଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ...
କ୍ୟାବିନେଟ ବୈଠକ: ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ କରାଗଲା ବଡ ଧରଣର ପରିବର୍ତ୍ତନ
ନୂଆଦିଲ୍ଲୀ,୩୧।୫ : ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଛି। ଏଥିରେ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଯୋଗ ଦେଇଛନ୍ତି।...
ବିଭାଗ ବଣ୍ଟନ ପରେ ବସିଲା ମୋଦିଙ୍କ କ୍ୟାବିନେଟର ପ୍ରଥମ ବୈଠକ
ନୂଆଦିଲ୍ଲୀ,୩୧।୫: ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ ପରେ ଶୁକ୍ରବାର ପ୍ରଥମ କ୍ୟାବିନେଟ ବୈଠକ ବସିଛି। ଏଥିରେ ଯୋଗଦେବା ଲାଗି ଅମିତ ଶାହ, ଧର୍ମେନ୍ଦ୍ର ପ୍ରଧାନ, ମୁକତାର ଅବ୍ବାସ ନକଭି, ଗିରିରାଜ ସିଂ, ନିର୍ମଳା ସିଥାରମଣ, ରାଜନାଥ ସିଂ, ସ୍ମୃତି...
ଡ୍ରାଇଭର ପାଇଁ ରୋଜା ରଖିଲେ ବନ ଅଧିକାରୀ
ମୁମ୍ବାଇ,୩୧।୫: ବହୁ ସ୍ଥାନରେ ଧର୍ମ ନାଁରେ ଦଙ୍ଗା, ମାରପିଟ୍ ଓ ରାଜନୀତି ହେଉଥିବା ଦେଖିବାକୁ ମିଳିଥାଏ। ହେଲେ ମହାରାଷ୍ଟ୍ରରେ ହିନ୍ଦୁ-ମୁସଲମାନ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ବୁଲଢ଼ାଣାର ବନ ଅଧିକାରୀ ସଞ୍ଜୟ ଏନ୍ ମାଲୀ ହିନ୍ଦୁ ହୋଇ...
ଭାରତୀୟ ରାଜନୀତିରେ ଅଟଳ-ଆଡଭାନୀଙ୍କ ପରେ ମୋଦି-ଶାହଙ୍କ ଯୋଡିକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୩୧।୫: ବିଶିଷ୍ଟ ବ୍ୟକ୍ତିତ୍ୱର ଅଧିକାରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀ ଓ ତାଙ୍କ ସହଯୋଗୀ ଲାଲକୃଷ୍ଣ ଆଡଭାନୀଙ୍କ ଯୋଡି ପରେ ଏବେ ଆଉ ଏକ ଯୋଡି ଆସିଛନ୍ତି ଚର୍ଚ୍ଚାକୁ। ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିବା ନରେନ୍ଦ୍ର ଦାମୋଦର...
ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ପାଟନା,୩୧।୫: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ନେତା ଓ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତେଜ ପ୍ରତାପ ସାମାନ୍ୟ ଆହତ ହୋଇଥିବା ବେଳେ କାରରେ ଥିବା ଅନ୍ୟ ୩ଜଣ ମଧ୍ୟ ଆହତ ହୋଇଥିବା...
ତ୍ରାଲରେ ଆତଙ୍କବାଦୀ ଆକ୍ରମଣ: ସିଆର୍ପିଏଫ୍ କ୍ୟାମ୍ପ ଉପରେ ଗ୍ରେନେଡ ମାଡ଼
ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀର ତ୍ରାଲରେ ଶୁକ୍ରବାର ଦ୍ୱିପହରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଠାରେ ଥିବା ସିଆର୍ପିଏଫ୍ର ୧୮୦ ବାଟାଲିୟନ କ୍ୟାମ୍ପ ଉପରେ ଆତଙ୍କବାଦୀ ଗ୍ରେନେଡ ମାଡ଼ କରିଛନ୍ତି। ତେବେ ଆଖପାଖ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାରୁ ସୁରକ୍ଷାକର୍ମୀ ଲଗାତାର ଗୁଳିଚାଳନା କରୁଛନ୍ତି।...
ଜମ୍ମୁ-କଶ୍ମୀର ଏନ୍କାଉଣ୍ଟର ୨ ପୋଲିସ ଆହତ
କିସ୍ତଓ୍ବାର,୩୧।୫: ଜମ୍ମୁ-କଶ୍ମୀର ମାରଓ୍ବା ଅଞ୍ଚଳରେ ଥିବା କିସ୍ତଓ୍ବାର ଅଞ୍ଚଳରେ ଶୁକ୍ରବାର ହୋଇଥିବା ଏନ୍କାଉଣ୍ଟରରେ ୨ ପୋଲିସ ଆହତ ହୋଇଥିବା ସୂଚନା ମିଳିଛି। ଶୁକ୍ରବାର ସକାଳେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଏହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏନକାଉଣ୍ଟର କରାଯାଇଥିଲା। ଉଭୟଙ୍କ...
ଗ୍ରୀଷ୍ମୀ ପ୍ରବାହ ପାଇଁ ରାଜଧାନୀରେ ୟେଲୋ ଆଲର୍ଟ ଜାରି
ନୂଆଦିଲ୍ଲୀ,୩୧।୫: ଗ୍ରୀଷ୍ମପ୍ରବାହ ପାଇଁ ସିଝୁଛି ସାରା ଦେଶ। ବିଭିନ୍ନ ସହରରେ ଭୀଷଣ ଗରମ ସହ ଗୁଳଗୁଳି ଅନୁଭୂତ ହେଉଛି। ବହୁ ସ୍ଥାନରେ ତାପମାତ୍ରା ୪୮ ଡିଗ୍ରୀ ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୪୫ ଡିଗ୍ରୀକୁ ଛୁଇଁଛି। ଏଠାରେ ଭୀଷଣ...
ଏକାଧିକ ଥର ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୧।୫:ସ୍ବାଧୀନ ଭାରତରେ ନରେନ୍ଦ୍ର ମୋଦିଙ୍କୁ ମିଶାଇ ୧୫ ଜଣ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ପଣ୍ଡିତ ଜବାହରଲାଲ ନେହେରୁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିବା ବେଳେ ଗୁଲଜାରିଲାଲ୍ ନନ୍ଦାଙ୍କୁ ଦୁଇଥରରେ କାମଚଳା ପ୍ରଧାନମନ୍ତ୍ରୀ କରାଯାଇଥିଲା। ଗୁରୁବାର ନରେନ୍ଦ୍ର ମୋଦି ୨ୟ ଥର ପାଇଁ...
Archives


