ବାୟୁସେନା ହେଲିକପ୍ଟର ଖସାଇବା ଘଟଣା: କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ ୨ ଅଧିକାରୀ
ନୂଆଦିଲ୍ଲୀ, ୧୫ା୧୦: ଗତ ଫେବୃୟାରୀ ୧୭ରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟରକୁ ଅଜାଣତରେ ମିଶାଇଲ ମାଡ଼ କରି ଖସାଇବା ଘଟଣାରେ ୨ ଅଧିକାରୀ କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ। ଏନେଇ ବାୟୁସେନା ମୁଖ୍ୟ ରାକେଶ କୁମାର ସିଂ ଭାଦୌରିଆ ପ୍ରକାଶ କରିଛନ୍ତି।…
ଡିସେମ୍ବର ୧୦ ଯାଏ ୧୪୪
ନୂଆଦିଲ୍ଲୀ,୧୫ା୧୦: ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ମାମଲାର ଶୁଣାଣି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ହିଂସାକାଣ୍ଡ ସୃଷ୍ଟି ହେବା ଆଶଙ୍କାରେ ଅଯୋଧ୍ୟାରେ ୧୪୪ ଧାରା ଜାରି କରାଯାଇଛି। କୌଣସି ସ୍ଥାନରେ ୪ କିମ୍ବା ତାହାଠାରୁ ଅଧିକ ଲୋକ ଏକାଠି ହେବାକୁ…
ସୋସିଆଲ ମିଡିଆରେ ଆଧାର ସଂଯୋଗ: ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୫ା୧୦: ସୋସିଆଲ ମିଡିଆ ସହ ଆଧାର ସଂଯୋଗକୁ ବାଧ୍ୟତାମୂଳକ କରିବା ଲାଗି ହୋଇଥିବା ଏକ ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସବୁ ମାମଲା ସର୍ବୋଚ୍ଚ ଅଦାଲତକୁ ଆସିବା ଆବଶ୍ୟକ ନାହଁ। ଏହି ମାମଲା ଏବେ ମାଡ୍ରାସ…
ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ
ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍-ଉଲ୍ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍. ମୋଦି କହିଛନ୍ତି। ଓଡ଼ିଶା ସମେତ ଦେଶର ୭ ରାଜ୍ୟରେ ଏହି ବାଂଲାଦେଶୀ ଆତଙ୍କବାଦୀ ସଂଗଠନ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ଶୀତ ଦିନେ ଖାଆନ୍ତୁ ଏହି ସାଲାଡ୍…
ମୂଳାର ଅନେକ ଔଷଧୀୟ ଗୁଣ ରହିଛି। ଶୀତଦିନେ ମୂଳା ସାଲାଡ୍ ଖାଇଲେ ବହୁ ସିଜିନାଲ୍ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଫ୍ୟାଟ ନ ଥିବାରୁ ଏହା ମେଦବହୁଳତାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ମୂଳାରେ ଭିଟାମିନ ବି, ସି,…
ଯେଉଁ ବ୍ୟାଙ୍କରେ କେବେ ତାଲା ପଡେ ନାହିଁ
ଦେଶର ପ୍ରାୟ ସବୁ ବ୍ୟାଙ୍କରେ ସିକ୍ୟୁରିଟି ବ୍ୟବସ୍ଥାକୁ କଡାକଡି କରାଯାଇଥାଏ। କାରଣ ଏଠି ପ୍ରତିଦିନ କାରବାର ହୋଇଥାଏ ମୋଟା ଅଙ୍କର ଅର୍ଥ। ହେଲେ ମହାରାଷ୍ଟ୍ରର ମହମ୍ମଦନଗର ଜିଲାରେ ଏମିତି ଏକ ବ୍ୟାଙ୍କ ଅଛି ଯେଉଁଠି କେବେ ବି ତାଲା ପଡେ ନାହିଁ।…
କଂଗ୍ରେସ ଉପରେ ବର୍ଷିଲେ ମୋଦି
ହରିୟାଣା,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ହରିୟାଣାରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଭାଜପା ସରକାରଙ୍କ ଶାସନ କାଳରେ ହୋଇଥିବା ସଫଳତାର କାହାଣୀ କହିଛନ୍ତି। ଏହାସହ ବିରୋଧୀ କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ନେଇ…
କଶ୍ମୀରରେ ଆତଙ୍କବାଦୀଙ୍କୁ ଏକାଠି କରିବା ପାଇଁ ମାଧ୍ୟମ ପାଲଟିଛି ମୋବାଇଲ: ସତ୍ୟପାଲ
ଶ୍ରୀନଗର,୧୪।୧୦:କଶ୍ମୀରିଙ୍କ ପାଇଁ ଟେଲିଫୋନ ନୁହେଁ ବରଂ ଜୀବନ ହେଉଛି ଅଧିକ ଗୁରୁତ୍ୱପୂର୍ଣ୍ଣ। ପୂର୍ବରୁ ବି ସେମାନେ ବିନା ଟେଲିଫୋନରେ ଜୀବନ ବିତାଉଥିଲେ। ହେଲେ ଆତଙ୍କବାଦୀମାନେ ଘାଟିରେ ଅଶାନ୍ତି ସୃଷ୍ଟି କରିବା ଓ ଆତଙ୍କବାଦୀ ସଂଗଠନକୁ ଏକତ୍ରିତ କରିବା ପାଇଁ ମୋବାଇଲର ବ୍ୟବହାର…
ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ
ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜିତେନ୍ଦ୍ର ଏକ ମନ୍ଦିର…
୧୮୮୫ଠାରୁ ରାମଚବୁତରାରେ ହେଉଥିଲା ପୂଜା: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୪।୧୦: ଅଯୋଧ୍ୟା ମାମଲାର ୩୮ତମ ଦିନର ଶୁୁଣାଣି ସୋମବାର କରାଯାଇଛି। ଏଥିରେ ମୁସଲମାନ୍ ପକ୍ଷଙ୍କ ଆଇନଜୀବୀ ରାଜୀବ ଧାଓ୍ବନଙ୍କୁ ଖଣ୍ଡପୀଠ ପକ୍ଷରୁ ପ୍ରଶ୍ନ କରାଯାଇଥିଲା ଯେ, ରାମଚବୁତରାଠାରେ ୧୮୮୫ଠାରୁ ପୂଜା କରାଯାଉଛି। ଏହାର ପ୍ରାମାଣିକ ତଥ୍ୟ ମଧ୍ୟ ମିଳିଛି। ଏହାର ଉତ୍ତରରେ…
ଦାୟିତ୍ୱ ନେଲେ ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍ ଅଫିସର
ଥିରୁଭାନନ୍ତପୁରମ,୧୪।୧୦: ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍ ଅଫିସର ପ୍ରାଞ୍ଜଳ ପାଟିଲ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମହାରାଷ୍ଟ୍ର ଉଲ୍ଲାସନଗର ନିବାସି ପ୍ରାଞ୍ଜଳ କେରଳ କ୍ୟାଡରରେ ନିଯୁକ୍ତ ହେବାରେ ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍ ଅଫିସର। ଏବେ ସେ ଥିରୁଭାନନ୍ତପୁରମର ସବ୍…
ଅର୍ଥମନ୍ତ୍ରୀ ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକରଙ୍କ ପରାମର୍ଶ: ନରସିଂହ ରାଓ-ମନମୋହନଙ୍କ ଆର୍ଥିକ ନୀତିକୁ ଗ୍ରହଣ କରନ୍ତୁ ମୋଦି
ନୂଆଦିଲ୍ଲୀ,୧୪।୧୦: ଦେଶର ଆଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକର ଏକ ଇଂଲିଶ୍ ଖବର କାଗଜରେ ପ୍ରକାଶିତ ଲେଖାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ପୂର୍ବତନ…
Archives


