୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ ‘ବୁଲ୍ବୁଲ୍’: ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍ଫଲ୍ କରିବା ସମ୍ଭାବନା
ନୂଆଦିଲ୍ଲୀ,୯।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଆସନ୍ତା ୬ ଘଣ୍ଟା ପରେ ପଶ୍ଚିମବଙ୍ଗ ପାର ହୋଇ ବାଂଲାଦେଶ ମୁହାଁ ହେବ। ଏହା ବାଂଲାଦେଶର ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍ଫଲ୍ କରିବା ସମ୍ଭାବନା ରହିଛି ବୋଲି…
ଭାଇଚାରାର ବିଜୟ: ସହମତିରେ ରାୟ ପ୍ରକାଶ; ମସଜିଦ୍ ନିର୍ମାଣରେ ସହାୟତା କରିବେ କେନ୍ଦ୍ର ଓ ରାଜ୍ୟ ସରକାର
ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଥିରେ ଭାଇଚାରାର ବିଜୟ ହୋଇଛି। ଏହି ରାୟ ପୁଣିଥରେ ଭାରତର ଜାତୀୟ ସଂହତିକୁ ପ୍ରତିପାଦିତ କରିଛି। ରାମ ଜନ୍ମଭୂମି ନ୍ୟାସ ଏବଂ ସୁନ୍ନୀ ଓ୍ବାକଫ୍ ବୋର୍ଡ ମଧ୍ୟରେ ସହମତି ଦ୍ୱାରା ଐତିହାସିକ ରାୟ…
ଐତିହାସିକ ରାୟ ପ୍ରକାଶ: ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସ୍ଜିଦ୍ ମାମଲାର ଐତିହାସିକ ରାୟ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ପ୍ରକାଶ ପାଇଛି। ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିଛନ୍ତି। ବିବାଦୀୟ ଜମି ରାମଲଲାଙ୍କର ବୋଲି…
ଯୁବକଙ୍କ କାନରୁ ବାହାରିଲେ ୧୦ ଅସରପା
ନୂଆଦିଲ୍ଲୀ: ଚାଇନାରେ ଜଣେ ଲୋକଙ୍କ କାନରୁ ବାହାରିଛି ୧୦ ଅସରପା। ଯୁବକଙ୍କ କାନରେ ପ୍ରବଳ କଷ୍ଟ ଅନୁଭବ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇ ଦେଖାଇଥିଲେ। ସେ ଭୟଭୀତ ହୋଇପଡ଼ିଥିବାବେଳେ ଡାକ୍ତର ମଧ୍ୟ ଦେଖିବା ପରେ ଚକିତ ହୋଇଯାଇଥିଲେ। ଯୁବକଙ୍କ କାନରେ…
ଅସହାୟଙ୍କୁ ଆଇନ ସେବା ସୁନିଶ୍ଚିତ ଲକ୍ଷ୍ୟ
ଭାରତରେ ସବୁ ନାଗରିକଙ୍କୁ ଯେପରି ଭାବେ ନିରପେକ୍ଷ ଆଇନ ସେବା ମିଳିପାରିବ ତାକୁ ସୁନିଶ୍ଚିତ କରିବା ସହ ଏହା ସମ୍ପର୍କରେ ବ୍ୟାପକ ଜନ ସଚେତନତା ସୃଷ୍ଟିକରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୯କୁ ‘ ଜାତୀୟ ଆଇନ ସେବା ଦିବସ’ ଭାବେ ପାଳନ…
ମହାରାଷ୍ଟ୍ର ସଙ୍କଟ: ବିଧାୟକଙ୍କୁ ନେଇ ଭୟରେ ବଡ଼ ବଡ଼ ଦଳ
ମୁମ୍ବାଇ,୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଥିବା କଳହ ମଧ୍ୟରେ ଏବେ ଭୟରେ ଅଛି କଂଗ୍ରେସ, ଏନ୍ସିପି ଓ ଶିବସେନା। କାରଣ ଏବେ ଏମାନଙ୍କ ବିଧାୟକମାନେ ଯଦି ଦଳ ଛାଡି ଦିଅନ୍ତି ତେବେ ରାଜନୀତି ଭିନ୍ନ ମୋଡ ନେବ ବୋଲି…
ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା
ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ ପୁଣି ଥରେ ରାଜନୀତି ହୋଇଛି ସରଗରମ। ଇସ୍ତଫା ଦେବା ପରେ ଗୋଟିଏ ପଟେ ଫଡନବିଶ…
ରାଜସ୍ଥାନରେ ଇଣ୍ଟରନେଟ୍ ସେବା ୨୪ ଘଣ୍ଟା ପାଇଁ ବନ୍ଦ
ଜୟପୁର,୯।୧୧: ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ରାଜସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ୨୪ ଘଣ୍ଟା ପାଇଁ ଏଠାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯିବା…
୧୫ ସ୍ଥାନରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍ଏସ୍): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର ତଦନ୍ତ ଲାଗି ସ୍ବତନ୍ତ୍ର ଭାବେ ଗଠିତ ତଦନ୍ତକାରୀ ଟିମ୍ ବହୁ ସରକାରୀ ଅଧିକାରୀଙ୍କ ବାସଭବନରେ…
ପାଓ୍ବାରଙ୍କୁ ଭେଟିଲେ କଂଗ୍ରେସ ନେତା
ମୁମ୍ବାଇ,୯ା୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ରାତିରେ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ମିଳିଥିବା ସୂଚନାନୁସାରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଦେ, ଅଶୋକ ଚଭନ, ପୃଥ୍ବୀରାଜ ଚଭନ ଓ…
ପାକିସ୍ତାନର ବିବାଦୀୟ ପ୍ରଦର୍ଶନ: କର୍ତାରପୁରରେ ବୋମା ପକାଇଥିଲା ଭାରତ
ନୂଆଦିଲ୍ଲୀ,୯ା୧୧: କର୍ତାରପୁର କରିଡର ଉଦ୍ଘାଟନର ଦିନକ ପୂର୍ବରୁ ପାକିସ୍ତାନୀ କର୍ତ୍ତୃପକ୍ଷ ସେଠାରେ ବିବାଦୀୟ ପ୍ରଦର୍ଶନ କରିଛନ୍ତି। ସେଠାକୁ ଭ୍ରମଣରେ ଯାଇଥିବା କେତେଜଣ ଭାରତୀୟଙ୍କ ସୂଚନା ଅନୁଯାୟୀ ପାକ୍ କର୍ତ୍ତୃପକ୍ଷ କର୍ତାରପୁର ଦରବାର ସାହିବ୍ ଗୁରୁଦ୍ୱାର ନିକଟରେ ଏକ ସ୍ତମ୍ଭ ସ୍ଥାପନ କରି…
୨୦୧୯ ଲୋକ ସଭା ନିର୍ବାଚନ: ୮୨୦ କୋଟି ବ୍ୟୟ କରିଥିଲା କଂଗ୍ରେସ
ନୂଆଦିଲ୍ଲୀ,୯ା୧୧: ଗତ ଲୋକ ସଭା ନିର୍ବାଚନରେ ଭାଜପାର ଅର୍ଥବଳ ଆଗରେ ଆମେ ସୀମିତ ସମ୍ବଳରେ ଲଢ଼ିପାରିଲୁ ନାହିଁ ବୋଲି କଂଗ୍ରେସ ଯେଉଁ ଅଭିଯୋଗ କରିଆସୁଥିଲା ତାହା ଏବେ ଭୁଲ୍ ପ୍ରମାଣିତ ହୋଇଛି। ସାଧାରଣ ନିର୍ବାଚନ ସମେତ ଆନ୍ଧ୍ରପ୍ରଦେଶ, ଅରୁଣାଚଳପ୍ରଦେଶ, ଓଡିଶା, ତେଲଙ୍ଗାନା…

