ଜାତୀୟ

ମୋଦିଙ୍କ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଅନୁଗାମୀ

ନୂଆଦିଲ୍ଲୀ, ୧୪ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଛି। ଏମିତିକି ସୋସିଆଲ ମିଡିଆରେ ମଧ୍ୟ ମୋଦି ଅନୁଗାମୀଙ୍କ ସଂଖ୍ୟା ଢ଼େର୍‌ ଅଧିକ। ଟୁଇଟରରେ ମୋଦିଙ୍କ ଜବରଦସ୍ତ ଦଖଲ ପରେ ଏବେ ଇନ୍‌ଷ୍ଟାଗ୍ରାମରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ୩୦ ଲକ୍ଷ ଟପିଛି।…

ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…

ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ୍‌ ସି ପ୍ରଚୁର ପରିମାଣରେ…

ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା

ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର କାର୍ଯ୍ୟସ୍ଥଳକୁ…

ଭାଜପା-ଶିବସେନା: ଅଲ୍‌ ଇଜ୍‌ ନଟ୍‌ ଓ୍ବେଲ

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ଏମାନେ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢିବେ। ହେଲେ ଏମାନଙ୍କ ମେଣ୍ଟ ସବୁବେଳେ ରହୁଛି ଚର୍ଚ୍ଚାରେ। ଏବେ ନିର୍ବାଚନକୁ ଆଉ ମାତ୍ର ଅଳ୍ପ ଦିନ…

ବିବାଦ ପରେ ୟୁ ଟର୍ଣ୍ଣ ନେଲେ ରବିଶଙ୍କର

ନୂଆଦିଲ୍ଲୀ,୧୩।୧୦: କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଦେଶର ଆର୍ଥିକ ସ୍ଥିତିକୁ ନେଇ ଯେଉଁ ବୟାନ ଦେଇଥିଲେ ତାକୁ ନେଇ ବିବାଦ ମୁଣ୍ଡ ଟେକିଥିଲା। ବହୁ ବଡ ବଡ ନେତା ତାଙ୍କୁ ଘେରିବା ପରେ ରବିବାର ସେ ଏକ ପ୍ରେସ୍‌ ରିଲିଜ୍‌ ମାଧ୍ୟରେ…

ରୋଗରୁ ଦୂରେଇ ରହିବା ପାଇଁ ପିମ୍ପୁଡି ଖାଆନ୍ତି ଏହି ଜନଜାତି…

ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ କ୍ଷେତ୍ରରେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏସମ୍ପର୍କରେ ଆମେରିକାର ଉତ୍ତର କାରୋଲିନା ବିଶ୍ୱବିଦ୍ୟାଳୟରେ ହୋଇଥିବା…

ଗୁରଦାସପୁରରେ ୨ ସନ୍ଦିଗ୍ଧ ପାକିସ୍ତାନୀ ବନ୍ଧୁକଧାରୀ: ଘର-ଘର ସର୍ଚ୍ଚ ଅପରେଶନ୍‌ ଜାରି

ଚଣ୍ଡିଗଡ଼,୧୩।୧୦: ପଞ୍ଜାବର ଗୁରଦାସପୁରରେ ୨ ସନ୍ଦିଗ୍ଧ ପାକିସ୍ତାନୀ ବନ୍ଧୁକଧାରୀ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଆଧାରରେ ଅଢ଼େଇ ହଜାରରୁ ଅଧିକ ସୁରକ୍ଷାକର୍ମୀ ଘର-ଘର ବୁଲି ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ…

ଇତିହାସ ପାଲଟିବ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି

ମୁମ୍ବାଇ,୧୩।୧୦: ଦିନେ ଲୋକପ୍ରିୟ ଥିବା ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ଆଉ ଗୋଟିଏ ବର୍ଷ ପରେ ଇତିହାସ ପାଲଟିବ। ଆସନ୍ତା ୨୦୨୦ ଜୁନ୍‌ଠାରୁ ମାୟାନଗରୀ ମୁମ୍ବାଇରେ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ସେବା ବନ୍ଦ କରିଦିଆଯିବ। ଇଣ୍ଡୋ-ଇଟାଲିଆନ୍‌ ମଡେଲର ଏହି କାର ଉତ୍ପାଦନ ୨୦୦୦ରୁ…

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ ଲୋକେ…

ମୋଦିଙ୍କ ମା’ଙ୍କୁ ଭେଟିଲେ ରାଷ୍ଟ୍ରପତି

ଗାନ୍ଧିନଗର,୧୩।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଗସ୍ତରେ ଗୁଜରାଟ ଯାତ୍ରା କରିଛନ୍ତି। ଏହି ଅବସରରେ ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କୁ ସାକ୍ଷାତ୍‌ କରିଥିବା ସୂଚନା ମିଳିଛି। ଗାନ୍ଧିନଗରରେ ଥିବା ତାଙ୍କ ଘରେ ରାଷ୍ଟ୍ରପତି…

ଭାରତରେ ରହି ପାକିସ୍ତାନର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇ ପାରିବ: ରାଜନାଥ

କର୍ନାଲ,୧୩।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ହରିୟାଣା କର୍ନାଲରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ଯୁଦ୍ଧ ବିମାନ ରାଫାଲ କଥା ଉଠାଇଛନ୍ତି। ସେ କହିଛନ୍ତି ଯଦି ଭାରତ ନିକଟରେ ରାଫାଲ ଅଛି ତେବେ ପାକିସ୍ତାନର ବାଲାକୋଟ ଯାଇ ଆଉ ଏୟାର…

ମୋଦି ସରକାରଙ୍କୁ ଝଟ୍‌କା: ଧାର୍ଯ୍ୟ ବିକାଶ ହାର କମାଇଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିଶ୍ୱବ୍ୟାଙ୍କ ଏକ ଝଟ୍‌କା ଦେଇଛି। ମୋଦି ସରକାରଙ୍କ ପକ୍ଷରୁ ୨୦୨୧ ପାଇଁ ଧାର୍ଯ୍ୟ କରାଯାଇଥିବା ବିକାଶ ହାରକୁ ବିଶ୍ୱବ୍ୟାଙ୍କ କମାଇ ଦେଇଛି। ଧାର୍ଯ୍ୟ ବିକାଶ ହାର ୬.୯ ପ୍ରତିଶତ ଆକଳନ କରାଯାଇଥିବାବେଳେ ବିଶ୍ୱବ୍ୟାଙ୍କ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri