ଧର୍ମେନ୍ଦ୍ରଙ୍କ ମୁଣ୍ଡରେ ପୁଣି ସୁନା କଳସ: ପିଏମ୍ଓରୁ ଆସିଲା ଫୋନ୍ କଲ୍
ନୂଆଦିଲ୍ଲୀ,୩୦।୫: ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଣ୍ଡରେ ପୁଣି ସୁନା କଳସ ଢ଼ଳା ହୋଇଛି। ସେ ପୁଣିଥରେ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ)ରୁ ତାଙ୍କ ପାଖକୁ ଶପଥ ଗ୍ରହଣ କରିବା ପାଇଁ ଫୋନ୍ କଲା ଆସିଛି। ଏନେଇ ଧର୍ମେନ୍ଦ୍ରଙ୍କ ସମର୍ଥକଙ୍କ...
ମୋଦିଙ୍କ ପାଇଁ ୬ ଶହ ଫୁଟର ଗ୍ରୀଟିଙ୍ଗସ୍ କାର୍ଡ ତିଆରି କଲେ ଛାତ୍ରୀଛାତ୍ର
ଫିରୋଜାବାଦ,୩୦।୫: ନରେନ୍ଦ୍ର ମୋଦି ପୁଣି ଥରେ ଦେଶର ପ୍ରଧାନମନ୍ତ୍ରୀ ହେଉଥିବାରୁ ମଧ୍ୟପ୍ରଦେଶ ଫିରେଜାବାଦର କେତେକ ଛାତ୍ରୀଛାତ୍ର ୬ ଶହ ଫୁଟର ଏକ ବିଶାଳକାୟ ଗ୍ରୀଟିଙ୍ଗସ୍ କାର୍ଡ ତିଆରି କରିଛନ୍ତି। ସ୍ଥାନୀୟ ଇଣ୍ଡିଆନ୍ କ୍ୟାରିଅର କମ୍ପ୍ୟୁଟର ଏଜୁକେସନ୍ର ଛାତ୍ରୀଛାତ୍ର ଏଭଳି ନିଆରା...
ଚାଷୀଙ୍କୁ ବାକିରେ ମିଳିବ ପେଟ୍ରୋଲ, ଡିଜେଲ୍: ଫସଲ ଅମଳ ପରେ ହେବ ଟଙ୍କା ପୈଠ
ଚଣ୍ଡିଗଡ଼,୩୦।୫: ପଞ୍ଜାବ ସରକାର ଚାଷୀଙ୍କ ପାଇଁ ଆଣିଛନ୍ତି ନୂଆ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ବାକିରେ ଆବଶ୍ୟକ ପେଟ୍ରୋଲ ଓ ଡିଜେଲ ଯୋଗାଇ ଦିଆଯିବ। ଫସଲ ଅମଳ ହେବା ପରେ ଚାଷୀ ଏଥିପାଇଁ ଆବଶ୍ୟକ ଟଙ୍କା ପୈଠ କରିବେ। ଏଥିପାଇଁ...
ଜାଣନ୍ତୁ କେଉଁଠୁ ଆରମ୍ଭ ହୋଇଥିଲା ଶପଥ ଗ୍ରହଣ ପରମ୍ପରା
ନୂଆଦିଲ୍ଲୀ, ୩୦।୫: ଦେଶର ପ୍ରଧାନମନ୍ତ୍ରୀ ଭାବେ ପୁଣି ଥରେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି। ତାଙ୍କ ସହ ଅନ୍ୟ ମନ୍ତ୍ରୀମାନଙ୍କୁ ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ...
ଶପଥ ଗ୍ରହଣ ପୂର୍ବରୁ ବାଜପେୟୀଙ୍କୁ ମନେ ପକାଇଲେ ମୋଦି
ନୂଆଦିଲ୍ଲୀ,୩୦।୫: ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାକୁ ଥିବା ବେଳେ ସକାଳୁ ମୋଦି ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ...
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜଗନ ମୋହନ
ହାଇଦ୍ରାବାଦ,୩୦।୫: ଓ୍ବାଏସ୍ଆର୍ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଜୟଓ୍ବାଡାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଏହି ଉତ୍ସବରେ...
ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍ ପଲିସ୍ କଲେ ଲଣ୍ଡ୍ରି ମାଲିକ
ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍ ପଲିସ୍ କରିଛନ୍ତି। ଖବର ପ୍ରଚାରିତ ହେବା ପରେ ଶହ ଶହ ସଂଖ୍ୟାରେ ଲୋକ...
ବିବାହ, ହନିମୁନ୍ ପାଇଁ ୭ବର୍ଷର ଶିଶୁଙ୍କୁ ଅପହରଣ କଲେ ଯୁବକ
କାନପୁର, ୩୦।୫: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପାଖରେ ଟଙ୍କ ନ ଥିବାରୁ ନିଜ ବିବାହ ଏବଂ ହନିମୁନ ପାଇଁ ଦେଢବର୍ଷର ଶିଶୁଙ୍କୁ ଅପହରଣ କରି ନେଇ ଦେଢ ଲକ୍ଷ ଟଙ୍କାରେ ବିକିଦେଇଛନ୍ତି। ସୂଚନାଯୋଗ୍ୟ,...
ନିର୍ବାଚନରେ ହାରିବା ପରେ ଟ୍ୟୁବଓ୍ବେଲ ଭାଙ୍ଗୁଛନ୍ତି ଟିଏମ୍ସି କର୍ମୀ: ଭାଜପା
କୋଲକାତା,୩୦।୫: ପଶ୍ଚିମବଙ୍ଗରେ ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି)ର ପରାଜୟ ପରେ ବହୁ ନେତା ଟିଏମ୍ସି ଛାଡି ଭାଜପାରେ ଯୋଗ ଦେବା ପରେ ଏହା ଦଳ ପାଇଁ ଶକ୍ତ ଧକ୍କା ବୋଲି ଆଲୋଚନା ହେଉଛି। ହେଲେ ଏତିକି ବେଳେ ଭାଜପା ଟିଏସ୍ସି ଉପରେ ଆଉ...
‘ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ’
ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ...
ସେଲ୍ଫି ନେବା ବାହାନାରେ ୧୦ ରାଜନେତାଙ୍କ ପକେଟ୍ମାର
ଜଳନ୍ଧର,୩୦।୫: ପଞ୍ଜାବ ଫତେହଗଡ଼ ସାହିବ୍ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଏକ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିବା ୧୦ ରାଜନେତାଙ୍କ ସହିତ ସେଲ୍ଫି ନେବା ବାହାନାରେ ସେମାନଙ୍କର ପକେଟ୍ମାର୍ କରିଯାଇଥିବା ଅଭିଯୋଗ ହୋଇଛି। ଏହି ଲୋକ ସଭା ଆସନରୁ ନିର୍ବାଚିତ...
ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା
ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍ଓ୍ବାଇଫ୍ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ନାହିଁ। ଏହା ଦ୍ୱାରା ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳିପାରୁ ନ ଥିବା ବ୍ରିଟିଶ୍...
Archives


