ଜାତୀୟ

ଡାଇବେଟିସ୍‌ରୁ ଦୂରେଇ ରହିବାକୁ ଚାହୁଁଛନ୍ତି, ଖାଆନ୍ତୁ ଏହି ପତ୍ରର ଚଟଣି…

ଧନିଆ ପତ୍ର ଚଟଣି ଶରୀର ପାଇଁ ବହୁ ଉପକାରୀ। ନିୟମିତ ଏହାକୁ ଖାଇଲେ ଶରୀରରେ ଇନସୁଲିନ କ୍ଷରଣ ସ୍ବାଭାବିକ ହେବା ସହ ସୁଗାର ଲେବଲ୍‌ କମ ହୋଇଥାଏ। ଫଳରେ ଡାଇବେଟିସ୍‌ ସମସ୍ୟା ଦୂର ହୋଇଥାଏ। ଏହା ରକ୍ତସଞ୍ଚାଳନକୁ ନିୟନ୍ତ୍ରିତ କରିବା ସହ…

ପାଣି ଓଭର ଫ୍ଲୋ ହେବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ଜରିମାନା

ଲକ୍ଷ୍ନୌ: କୌଣସି କାର୍ଯ୍ୟାଳୟରେ କିଛି ଭୁଲ ହେଲେ ବରିଷ୍ଠ କର୍ମଚାରୀ ବର୍ତ୍ତି ଯାଉଥିବା ବେଳେ ତଳିଆ କର୍ମଚାରୀ ଫସିଯାଆନ୍ତି। ବେଳେବେଳେ ଏଥିପାଇଁ ସେମାନଙ୍କୁ ଅସୁବିଧା ମଧ୍ୟ ଭୋଗିବାକୁ ପଡ଼ିଥାଏ। ହେଲେ ଉତ୍ତରପ୍ରଦେଶର ଗାଜିଆବାଦରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ…

ସରକାର ଅନୁମତି ନ ଦେଲେ ବି ପାକିସ୍ତାନ ଯିବି: ସିଦ୍ଧୁ

ନୂଆଦିଲ୍ଲୀ,୭।୧୧: କରତାରପୁର କରିଡର ଉଦଘାଟନ ହେବାକୁ ଆଉ ମାତ୍ର ଦୁଇଦିନ ବାକି ଥିବାବେଳେ ପାକିସ୍ତାନ ଯିବା ପାଇଁ ଜିଦ୍‌ ଧରି ବସିଛନ୍ତି ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁ। କର୍ତ୍ତାରପୁର ଯିବା ପାଇଁ ଅନୁମତି ଦାବି…

ରେଲଓ୍ବେ ଟ୍ରାକ୍‌ ଉପରେ ସଚେତନତା ସୃଷ୍ଟି କରୁଛନ୍ତି ଯମରାଜା

ମୁମ୍ବାଇ,୭।୧୧: ଯମରାଜା କଥା କହିଲେ ଲୋକେ ଶିହିରି ଉଠିବା ସହ ଯେତେ ସମ୍ଭବ ତାଙ୍କଠାରୁ ଦୂରେଇ ରହିବାକୁ ଚାହାନ୍ତି। ତାଙ୍କୁ ସ୍ବଚକ୍ଷୁରେ କେହି ଦେଖି ନ ଥିବା ବେଳେ ପୌରାଣିକ ମତରେ ତାଙ୍କର ମାନ୍ୟତା ରହିଛି। ଫିଲ୍ମରେ ଦେଖିଥିବେ ଯେକୌଣସି ଦୁର୍ଘଟଣା…

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି ମାଗିଛନ୍ତି।…

ଯେଉଁଠି ଭଗବାନ ଶିବଙ୍କ ଗୋଡ଼ ଆଙ୍ଗୁଠି ପୂଜା କରାଯାଏ

ରାଜସ୍ଥାନରେ ଏପରି ଏକ ମନ୍ଦିର ରହିଛି, ଯାହା ବିଷୟରେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯେକୌଣସି ଶିବ ମନ୍ଦିରରେ ଶିବଙ୍କ ଲିଙ୍ଗ କିମ୍ବା ମୂର୍ତ୍ତି ପୂଜା ପାଉଥିଲାବେଳେ ରାଜସ୍ଥାନ ମାଉଣ୍ଟଆବୁର ଅଚଳଗଡରେ ଥିବା ‘ଅଚଳେଶ୍ୱର ମହାଦେବ’ଙ୍କ ମନ୍ଦିରରେ ଶିବଙ୍କ ଗୋଡ ଆଙ୍କୁଠି…

ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଅଯୋଧ୍ୟାର ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଅନ୍ୟପଟେ ପଞ୍ଚ…

ଏମପିଙ୍କ ମନ୍ତବ୍ୟ ପରେ ଗାଈ ନେଇ ସୁନା ଋଣ ପାଇଁ ପହଞ୍ଚିଲେ ଏହି ବ୍ୟକ୍ତି

କୋଲକାତା,୭।୧୧:ପଶ୍ଚିମବଙ୍ଗର ହୁଗୁଳି ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭାଜପା ଏମ୍‌ପି ଦିଲୀପ ଘୋଷଙ୍କ ଏକ ମନ୍ତବ୍ୟ ପରେ ହୁଗୁଳିର ଜଣେ ବ୍ୟକ୍ତି ନିଜର ଦୁଇଟି ଗାଈ ଧରି ମନାପୁରମ୍‌ ଫାଇନାନ୍ସ ଲିମିଟେଡର ଏକ ଶାଖା କାର୍ଯ୍ୟଳୟରେ ସୁନା ଋଣ…

ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ଏବେ ଆତଙ୍କବାଦୀଙ୍କ ଟାର୍ଗେଟରେ ଅଛନ୍ତି। ତାଙ୍କ ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି ବୋଲି ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି। ଜମ୍ମୁ କଶ୍ମୀରର ମୁଜାଫରାବାଦରେ ଆତଙ୍କବାଦୀମାନେ ଏହି ପ୍ରସଙ୍ଗରେ ଅକ୍ଟୋବର ୨୯ରେ…

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ରାୟ ଆସିପାରେ ବୋଲି ଚର୍ଚ୍ଚା ହେଉଛି। କେତେକ ଏହା ୮ ନଭେମ୍ବରରେ ହୋଇପାରେ…

ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି

ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୧୯ରେ ଯୋଗଦେଇ ସେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ ଉଦ୍ୟୋଗ…

ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?