ଗେହଲଟଙ୍କ ମୁଣ୍ଡରେ ସବୁ ଦୋଷ
ନୂଆଦିଲ୍ଲୀ/ଜୟପୁର,୨୯ା୫: ୫ ମାସ ତଳେ ଯେଉଁ ୩ ହିନ୍ଦୀଭାଷୀ ରାଜ୍ୟରେ ଭାଜପାଠାରୁ କଂଗ୍ରେସ କ୍ଷମତା ଛଡ଼ାଇନେଇଥିଲା ତନ୍ମଧ୍ୟୁ ରାଜସ୍ଥାନ ଅନ୍ୟତମ। ୨୦୦ ଆସନ ବିଶିଷ୍ଟ ରାଜସ୍ଥାନ ବିଧାନସଭାର ୧୦୦ ଆସନ ଦଖଲ କରି ୬ ବିଏସ୍ପି ଓ ୧୨ ସ୍ବାଧୀନ...
କମଲନାଥଙ୍କୁ ଦଳବଦଳ ଭୟ
ଭୋପାଳ,୨୯ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ କେବଳ କେନ୍ଦ୍ରୀୟ ନେତୃତ୍ୱ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିନାହିଁ, ବରଂ ଏହାର ପ୍ରଭାବ ରାଜ୍ୟ ସ୍ତରରେ ମଧ୍ୟ ଦେଖିବାକୁ ମିଳିଛି। ୫ ମାସ ତଳେ ଭାଜପାଠାରୁ କ୍ଷମତା ଛଡ଼ାଇନେଇ ମଧ୍ୟପ୍ରଦେଶରେ ସରକାର...
ଫିଲ୍ମ ଅନ୍ଦାଜରେ କମ୍ପାନୀରେ ହଙ୍ଗାମା କଲେ ଯୁବତୀ
ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜହାଁଗିରପୁରୀରେ ରହୁଥିବା ଜଣେ ଯୁବତୀଙ୍କୁ ନିଜ ଅଫିସରେ ହଙ୍ଗାମା କରିଥିବା ଦେଖିବାକୁ ମିଳିଛି। ସେକ୍ଟର-୧୮ ସ୍ଥିତ ଥିବା ଏକ କନଷ୍ଟ୍ରକସନ୍ କମ୍ପାନୀ ଜିଆର ଇମ୍ଫ୍ରାରେ ଯୁବତୀ ଜଣଙ୍କ କାର୍ଯ୍ୟରତ ଥିଲେ। ଡ୍ରାଫ୍ଟସ୍ମ୍ୟାନ ପଦରେ ୬ ମାସ ପାଇଁ...
ଷ୍ଟ୍ରେଚର ନ ମିଳିବାରୁ ପୁଅକୁ କାନ୍ଧରେ ବୋହିଲେ ବାପା
କାନପୁର,୨୮।୫: କାନପୁରର ଏକ ହସ୍ପିଟାଲରେ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। ଦେଶରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ କାନପୁରରେ ଏହାର ବିପରିତ ଘଟଣା ନଜର ଆସିଛି। ରାଓ୍ବତପୁରର ଜଣେ ବ୍ୟକ୍ତି ପୁଅର ସ୍ବାସ୍ଥ୍ୟ ଖରାପ...
ଗ୍ୟାସ୍ ଫାଟି ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର
ପାଟନା, ୨୮।୫: ରୋଷେଇ ଗ୍ୟାସ୍ ଫାଟି ବିହାରର ଜଣେ ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଦୁହିଁଙ୍କୁ ପାଟନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ,ଜେଡିୟୁ ବିଧାୟକ ମେଭାଲାଲ ଚୌଧୁରୀ ତାରାପୁରର କମରଗାମା ଗ୍ରାମରେ ଥିବା ପୈତୃକ...
ଟିଏମ୍ସି ଛାଡି ଭାଜପାରେ ଯୋଗଦେଲେ ୩ ବିଧାୟକ ୫୦ କାଉନସିଲର୍
ନୂଆଦିଲ୍ଲୀ,୨୮।୫: : ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପୁଣି ଥରେ ଲାଗିଛି ଝଟକା। ମଙ୍ଗଳବାର ତ୍ରୁଣମୂଳ କଂଗ୍ରେସର ୩ ବିଧାୟକ ଓ ୫୦ କାଉନସିଲର ଦଳ ଛାଡି ଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ସମସ୍ତେ ଭାଜପାରେ ସାମିଲ ହେବା ପାଇଁ...
ପ୍ରେମିକାଙ୍କ ପାଇଁ ପ୍ରଶ୍ନପତ୍ର ଲିକ୍ କରି ଧରାପଡିଲେ ବିଏସପି ନେତା
ଆଲିଗଡ, ୨୮।୫: ପ୍ରେମିକାଙ୍କ ପାଇଁ ପ୍ରଶ୍ନପତ୍ର ଲିକ୍ କରି ପୋଲିସ ହାତରେ ଧରାପଡିଛନ୍ତି ବିଏସପି ନେତା ଫିରୋଜ ଆଲମ। ଉତ୍ତର ପ୍ରଦେଶର ଆଲିଗଡ ମୁସଲିମ ୟୁନିଭରସିଟି କର୍ମଚାରୀଙ୍କୁ ହାତ କରି ପ୍ରଶ୍ନପତ୍ର ଲିକ୍ କରିବାକୁ ଚାହୁଁଥିଲେ ବୋଲି ପୋଲିସ ଆଗରେ...
ମୁଖ୍ୟମନ୍ତ୍ରୀଙ୍କ ଝିଅ ନିର୍ବାଚନରେ ହାରିଯିବାରୁ ହୃଦ୍ଘାତରେ ପ୍ରାଣ ହରାଇଲେ ଦଳର କାର୍ଯ୍ୟକର୍ତ୍ତା
ହାଇଦ୍ରାବାଦ୍, ୨୮।୫: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଝିଅ ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ତାଙ୍କର ଜଣେ ସମର୍ଥକ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ନିଜାମବାଦ ଲୋକ ସଭା ଆସନରୁ ନିର୍ବାଚନ ଲଢୁଥିବା କବିତା ଭାଜପାର ଡି ଅରବିନ୍ଦଙ୍କଠାରୁ...
ରାହୁଲଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଲେ ଲାଲୁ
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ହାରିବା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ନେଇ ମଙ୍ଗଳବାର ଅଡି ବସିଥିଲେ। ଏହି ସମୟରେ କଂଗ୍ରେସ ମହାସଚିବଙ୍କ ସମେତ ବହୁ ନେତା ଏପରି କରିବା ଠିକ୍ ହେବନାହିଁ...
ଉର୍ମିଳାଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଅଡ଼ୁଆରେ ୫୭ ବର୍ଷୀୟ ବୃଦ୍ଧ
ମୁମ୍ବାଇ,୨୮।୫: ମହଙ୍ଗା ପଡ଼ିଲା ବଲିଉଡ୍ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କୁ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା। ବୃଦ୍ଧ ଜଣଙ୍କ ଉର୍ମିଳାଙ୍କ ସୋସିଆଲ ଆକାଉଣ୍ଟରେ ଅଶ୍ଳୀଳ ପୋଷ୍ଟ ଓ କମେଣ୍ଟ କରୁଥିବା ଜଣାପଡ଼ିଛି। ଏନେଇ ପୁଣେର ବିଶ୍ରାମ...
କଂଗ୍ରେସରେ ଇସ୍ତଫା ନାଟକ: ସଙ୍କଟରେ ୩ ରାଜ୍ୟ ସରକାର
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପାଇଁ ଅଡି ବସିଥିଲେ। ଏହାକୁ ନେଇ ରାଜସ୍ଥାନ, ମଧ୍ୟପ୍ରଦେଶ ତଥା ଛତିଶଗଡ଼ ଆଦି ୩ ରାଜ୍ୟ ସରକାରଙ୍କ ଲାଗି ସଙ୍କଟ ସୃଷ୍ଟି...
ନେହେରୁ-ରାଜୀବଙ୍କ ଭଳି ମୋଦି ଜଣେ ଆକର୍ଷଣୀୟ ନେତା: ରଜନୀକାନ୍ତ
ଚେନ୍ନାଇ,୨୮।୫: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ସେ ମୋଦିଙ୍କୁ ଜବାହରଲାଲ ନେହେରୁ ଓ ରାଜୀବ ଗାନ୍ଧୀଙ୍କ ପରି ଜଣେ ଆକର୍ଷଣୀୟ ନେତା ବୋଲି ମଧ୍ୟ...
Archives


