ଜାତୀୟ

ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ

ଗାଙ୍ଗଟକ୍‌,୨୮ା୫(ପି.ଟି.): ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଏସ୍‌କେଏମ୍‌ (ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍‌ ସିଂ ତମାଙ୍ଗ ଓରଫ ପି.ଏସ୍‌. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍‌କେଏମ୍‌ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା

ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେବେ। ଭାରତ ସରକାରଙ୍କ...

ନବନିର୍ବାଚିତ ବିଏସପି ଏମ୍‌ପିଙ୍କୁ ସୁରକ୍ଷା ଦେବାକୁ ମନାକଲେ ସୁପ୍ରିମକୋର୍ଟ

ଲକ୍ଷ୍ନୌ,୨୭।୫: ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ବିଏସପିର ନବନିର୍ବାଚିତ ଏମ୍‌ପି ଅତୁଲ ରାୟଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ଲାଗିଛି। ଗିରଫଦାରୀରୁ ବର୍ତ୍ତିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର ଶୁଣାଣି କରିଛନ୍ତି। ଅତୁଲ ଗିରଫଦାରୀ ଉପରେ ସୁରକ୍ଷା ଦେବାକୁ...

ଇସ୍ତଫା ଦିଅନ୍ତୁ ତେଜସ୍ବୀ: ବଂଶବାଦକୁ ଦାୟୀ କଲେ ଆରଜେଡି ନେତା

ପାଟନା,୨୭।୫: ଲୋକ ସଭା ନିର୍ବାଚନରେ ଆରଜେଡିର ଶୋଚନୀୟ ପରାଜୟ ପରେ ଦଳ ବିରୋଧୀ ସ୍ବର ଉତ୍ତୋଳନ ହେବାରେ ଲାଗିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ନିର୍ବାଚନରେ ଲଜ୍ଜାଜନକ ପରାଜୟର...

ସିବିଆଇରେ ହାଜର ହେଲେନି ରାଜୀବ କୁମାର

କୋଲକାତା,୨୭।୫: କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ସୋମବାର ସିବିଆଇରେ ହାଜର ହୋଇ ନ ଥିବା ଜଣାପଡ଼ିଛି। ସକାଳ ୧୦ଟାରେ ତାଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଏହା ପୂର୍ବରୁ କ୍ରାଇମ ଇନଭେଷ୍ଟିଭେସନ୍‌ ଡିପାର୍ଟମେଣ୍ଟ(ସିଆଇଡି)ଏକ ଚିଠି ଯାଞ୍ଚ...

ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା

ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ ତା’ର ଶୁଣାଣି ହୋଇଛି। କୋର୍ଟ ଏହି ମାମଲାରଳ ଶୁଣାଣି କରି ଏୟାର ଏସିଆ...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ହସ୍ତକ୍ଷେପ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜର୍ମାନୀର ୬୧ ବର୍ଷ...

ନିର୍ବାଚନ ଫଳାଫଳ ଆସିବା ପରେ ଖାଇବା ଛାଡିଦେଇଥିଲେ ଲାଲୁ, ଡାକ୍ତର କହିଲେ ଏମିତି

ପାଟନା, ୨୭।୫: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଗତ ୩-୪ ଦିନ ହେବ ଜେଲରେ ମଧ୍ୟାହ୍ନ ଭୋଜନ ଖାଇବା ଛାଡିଦେଇଥିଲେ। ଫଳରେ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ମିଳିଛି। ସୂଚନାଯୋଗ୍ୟ, ଆସନ୍ତା ୩୦ ତାରିଖରେ ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ...

କେମେଷ୍ଟ୍ରୀ ସାମ୍ନାରେ ହାରିଗଲା ପାଟିଗଣିତ: ମୋଦି

ବାରାଣସୀ,୨୭।୫: ଭାଜପାର ବିପୁଳ ବିଜୟ ପରେ ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ଦଳର ଏହି ବିଜୟ ପାଇଁ ଭାଜପାକର୍ମୀଙ୍କ ଲୋକ ସମ୍ପର୍କ, ଲୋକ ଶିକ୍ଷା, ଲୋକ ସଂଗ୍ରହ ତଥା ଲୋକ ସମର୍ପଣ ଦାୟୀ...

ମଝି ରାସ୍ତାରେ ଟ୍ୟାଙ୍କରରେ ଲାଗିଲା ନିଆଁ

ମୁମ୍ବାଇ,୨୭।୫: ମହାରାଷ୍ଟ୍ର ଗୁୁରୁଗାଓଁରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ସୋମବାର ନିଆଁଲାଗିଯାଇଛି। ସ୍ଥାନୀୟ ଏକ ବ୍ରିଜ୍‌ ଉପରେ ଯାଉଥିବାବେଳେ ମଝି ରାସ୍ତାରେ ହଠାତ୍‌ ଟ୍ୟାଙ୍କର ଜଳି ଉଠିଥିଲା। ଫଳରେ ରାସ୍ତାରେ ଯାଉଥିବା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଖବର ପାଇ...

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ଶାନ୍ତାକ୍ରୁଜର ସୂର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ହୃଦଘାତ ଯୋଗୁଁ ସେ ପ୍ରାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri