ଜାତୀୟ

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ନିୟନ୍ତ୍ରିତ କରିବା ପାଇଁ ଆୟୁର୍ବେଦରେ ଅନେକ ପରାମର୍ଶ…

୧୦୭ ଫୁଟର ରାବଣରେ ଅଗ୍ନି ସଂଯୋଗ କଲେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀର ଦ୍ୱାରକା ଶ୍ରୀରାମଲିଳା କମିଟି ମଞ୍ଚରେ ରାବଣ ଦେହରେ ଅଗ୍ନିସଂଯୋଗ କରିଛନ୍ତି । ୧୦୭ ଫୁଟର ରାବଣକୁ ମୋଦି ଦହନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ଏବଂ ପଶ୍ଚିମ…

ବିଜୟାଦଶମୀରେ ଭାରତକୁ ମିଳିଲା ପ୍ରଥମ ରାଫାଲ ବିମାନ, ‘ଓଁ’ ଲେଖି ପୂଜାର୍ଚ୍ଚନା କଲେ ରାଜନାଥ

ନୂଆଦିଲ୍ଲୀ,୮।୧୦: ବିଜୟାଦଶମୀ ଉପଲକ୍ଷେ ଭାରତକୁ ପ୍ରଥମ ଆର୍‌ବି-୦୦୧ ରାଫାଲ ବିମାନ ମିଳିଛି। ଚୁକ୍ତିନାମା ସ୍ବାକ୍ଷର ହେବାର ତିନି ବର୍ଷ ପରେ ବୁଧବାର ଭାରତକୁ ଫ୍ରାନ୍ସ ଯୁଦ୍ଧ ବିମାନ ହସ୍ତାନ୍ତର କରିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବିମାନରେ ଓଁ ଲେଖି ପୂଜାର୍ଚ୍ଚନା…

ରାବଣରେ ଅଗ୍ନି ସଂଯୋଗ କରିବେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଲାଲକିଲ୍ଲା ବାହାରେ ଦ୍ୱାରକା ଶ୍ରୀରାମଲିଳା କମିଟିର ମଞ୍ଚରେ ରାବଣ ଦେହରେ ଅଗ୍ନି ସଂଯୋଗ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସନ୍ଧ୍ୟା ପ୍ରାୟ…

‘ଛୋଟୁ ରିପୋର୍ଟର୍‌’ ସୋସିଆଲ୍‌ ମିଡିଆରେ ଭାଇରାଲ୍‌

ଚଣ୍ଡିଗଡ,୮।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି ଛୋଟୁ ରିପୋର୍ଟରଙ୍କ ଭିଡିଓ। ଯେଉଁ ବୟସରେ ପିଲା ସ୍କୁଲ ଯାଆନ୍ତି, ଖେଳରେ ମାତିଥାନ୍ତି ସେହି ବୟସରେ ହାତରେ ବୁମ୍‌ ଧରି ଗୋଲ୍ଡି ଗୋଏତ୍‌ ବିଭିନ୍ନ ରାଜନେତାଙ୍କ ବାଇଟ୍‌ ନେଉଛନ୍ତି। ଗୋଲ୍ଡିଙ୍କର ଏକ ୟୁଟ୍ୟୁବ୍‌…

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ୟୁନିଟ୍‌ ସମ୍ମାନୀତ

ନୂଆଦିଲ୍ଲୀ,୮।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୟୁନିଟ୍‌କୁ ମଙ୍ଗଳବାର ବାୟୁସେନା ଦିବସ ଅବସରରେ ସମ୍ମାନୀତ କରାଯାଇଛି। ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିଛି। କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି…

ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ଧରି ଆସିବ ଭାଜପା ସରକାର: କେଶବ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୮।୧୦: ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ପର୍ଯ୍ୟନ୍ତ ଭାଜପା ସରକାର ଆସିବ ବୋଲି ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି। ପୂର୍ବରୁ ଅଖିଳେଶ ଯାଦବ କହିଥିଲେ ଯେ, ୨୦୨୨ରେ ରାଜ୍ୟରେ ସମାଜବାଦୀ ପାର୍ଟି ସରକାର ଗଠନ କରିବ। ଏହାର ଜବାବରେ…

୮୦ବର୍ଷିୟା ଆମ୍ମା ହେଲେ ଅନ୍ତର୍ଜାତୀୟ ଷ୍ଟାର୍‌

ଯୋଦ୍ଧାଇୟା ବାଇ ବୈଗା। ବୟସ ୮୦। ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଉମରିଆ ଜିଲାର ଏକ ଛୋଟ ଗ୍ରାମ ଲୋଢାରେ ରୁହନ୍ତି ସେ। ପାଠ ଆଦୌ ପଢି ନ ଥିଲେ ମଧ୍ୟ ନିଜ ଅଦ୍ଭୁତ କଳା ଯୋଗୁ ସେ ଆଜି ଅନ୍ତର୍ଜାତୀୟ ଷ୍ଟାର୍‌…

ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସଚେତନତା ପାଇଁ ହାତରେ ସାନିଟାରୀ ନାପ୍‌କିନ୍‌ ଧରି ଗରବା ନୃତ୍ୟ କଲେ ଶିକ୍ଷାର୍ଥୀ

ସୁରଟ,୮।୧୦: ଗୁଜରାଟରେ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଡିଜାଇନିଂ ଟେକ୍ନୋଲୋଜିର ଶିକ୍ଷାର୍ଥୀ ଏବଂ ଅଧ୍ୟାପକ ଏକ ନିଆରା ଢ଼ଙ୍ଗରେ ଗରବା ନୃତ୍ୟ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେମାନେ ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସଚେତନତା ପାଇଁ ହାତରେ ସାନିଟାରୀ…

କଟେକଲ୍ୟାଣରେ ଡିଆର୍‌ଜି ଯବାନ-ମାଓବାଦୀ ମୁହାଁମୁହିଁ

ରାୟପୁର,୮।୧୦: ଛତିଶଗଡ଼ କଟେକଲ୍ୟାଣରେ ଡିଆର୍‌ଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଭାରତ ସୀମାରେ ପ୍ରବେଶ କଲା ପାକିସ୍ତାନ ଡ୍ରୋନ୍‌

ଫିରୋଜପୁର,୮।୧୦: ପଞ୍ଜାବ ଫିରୋଜପୁରରେ ଥିବା ହୁସୈନିଓ୍ବାଲ ସୀମାନେ ପାକିସ୍ତାନର ଏହ ଡ୍ରୋନ୍‌ ମଙ୍ଗଳବାର ପ୍ରବେଶ କରିଥିବା ଜଣାପଡିଛି। ସାରା ଦେଶ ଦଶହରା ଉତ୍ସବରେ ବୁଡି ରହିଥିବା ବେଳେ ସୁଗୋଯ ଦେଖି ପାକିସ୍ତାନ ଭାରତ ମଧ୍ୟରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା କୁହାଯାଉଛି।…

ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି । ଇତିହାସରେ କୋହୀନୂରକୁ ନେଇ ଅନେକ କାହାଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri