ଜାତୀୟ

୩ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ୩ ଦିନିଆ ଫ୍ରାନ୍ସ ଗସ୍ତରେ ସୋମବାର ନୂଆଦିଲ୍ଲୀ ଛାଡିଛନ୍ତି। ସେଠାରେ ରାଫେଲକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଆନୁଆଲ ଡିଫେନ୍ସ ଡାଏଲଗ ଆଣ୍ଡ ଦ ଇଣ୍ଡକସନ୍‌ ସେରିମନିରେ ସେ ଯୋଗଦେବେ। ଏବେ ଫ୍ରାନ୍ସ ଓ ଭାରତ…

ସମୁଦ୍ରରେ ବୁଡିଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କଲେ ଚୋରା ଚାଲାଣକାରୀ ଦଳ

ମାଡ୍ରିଡ,୭।୧୦: ସ୍ପେନର ଦକ୍ଷିଣ ସମୁଦ୍ରରେ ଶୁକ୍ରବାର ଏକ ଫିଲ୍ମର ଦୃଶ୍ୟ ଭଳି ଘଟଣା ନଜର ଆସିଥିଲା। ସମୁଦ୍ର ମଧ୍ୟରେ ଗୋଟିଏ ବୋଟ୍‌ରେ ଏକ ଚୋରାଚାଲାଣକାରୀ ଦଳଙ୍କୁ ପିଛା କରୁଥିବା ସୁରକ୍ଷାକର୍ମୀଙ୍କ ବୋଟ୍‌ଟି ବୁଡିଯିବା ଦେଖିବାକୁ ମିଳିଥିଲା। ତେବେ ଉଭୟଙ୍କ ଭିତରେ କିଛି…

ବିଦେଶରେ ବି ସାଥିରେ ରହିବେ ଏସ୍‌ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ

ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍‌ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ପେଶାଲ ପ୍ରୋଟେକସନ୍‌ ଗ୍ରୁପ୍‌(ଏସ୍‌ପିଜି) ସୁରକ୍ଷା ପାଉଥିବା ବ୍ୟକ୍ତି ବିଦେଶ ଗସ୍ତ କଲେ…

ଗୁରେଜ ସେକ୍ଟରରେ ୬ ବର୍ଷ ପରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ଆତଙ୍କବାଦୀ ମୃତ

ଦ୍ରାସ,୭।୧୦: ଜମ୍ମୁ-କଶ୍ମୀରରେ ଏବେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାର ସବୁ ପ୍ରୟାସ ଆରମ୍ଭ କରି ସାରିଛି ବୋଲି କୁହାଯାଉଛି। ହେଲ ସୁରକ୍ଷାକର୍ମୀଙ୍କ କଡା ନଜରରୁ ଏମାନେ ବର୍ତ୍ତି ପାରୁ ନାହାଁନ୍ତି। ପାକିସ୍ତାନ ଏବେ ଅନୁପ୍ରବେଶ କରିବାକୁ…

ଭିକାରୀଙ୍କ ମୃତ୍ୟୁ ପରେ କୁଡିଆ ଘରୁ ମିଳିଲା ଲକ୍ଷାଧିକ ଟଙ୍କା

ମୁମ୍ବାଇ,୭।୧୦: ମୁମ୍ବାଇର ଗୋଓ୍ବଣ୍ଡି ରେଲଓ୍ବେ ଷ୍ଟେଶନରେ ଲୋକାଲ ଟ୍ରେନର ଧକ୍କାରେ ଜଣେ ଭିକାରୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ରେଲଓ୍ବେ ପୋଲିସ(ଜିଆରପି) ଓ ସମ୍ପର୍କୀୟ କୁଡିଆ ଘରକୁ ଯାଇ ଦେଖିବା ବେଳେ ସେମାନଙ୍କର ହୋସ୍‌ ଉଡିଯାଇଥିଲା। ସୂଚନାଯୋଗ୍ୟ, ବିରଭିଚନ୍ଦ ଆଜାଦ…

ଭାରତ-ଚାଇନା ସୀମା ଜଗିବ ଏମ୍‌-୭୭୭ ତୋପ

ନୂଆଦିଲ୍ଲୀ,୭।୧୦: ଭାରତ ଆମେରିକାଠାରୁ ୧୪୫ଟି ଏମ୍‌-୭୭୭ ତୋପ କିଣିବ। ଏହି ତୋପକୁ ଭାରତ-ଚାଇନା ସୀମା ଜଗିବା କାର୍ଯ୍ୟରେ ମୁତୟନ କରାଯିବ। ୨୦୧୯ ଶେଷ ସୁଦ୍ଧା ଏହି ତୋପ ଭାରତକୁ ମିଳିଯିବ ବୋଲି କୁହାଯାଉଛି। ଏହାଦ୍ୱାରା ଭାରତୀୟ ସେନାର ଶକ୍ତିରେ ବୃଦ୍ଧି ଘଟିବ।…

ଏଠାରେ ଲୋକେ ଭୟରେ କରନ୍ତିନି ଦୁର୍ଗା ପୂଜା…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଦେଖାଯାଇଥାଏ। ଝାଡ଼ଖଣ୍ଡର ୪ଟି ଜିଲାରେ ଶାରଦୀୟ ଦୁର୍ଗା ପୂଜା ପାଳିତ ହୋଇ ନ ଥାଏ। ଏଠାରେ ବାସ କରୁଥିବା ଅସୁର ଜନଜାତି ଦେବୀଙ୍କ ପୂଜା କଲେ ପରିବାର ଧ୍ୱଂସ ହେବ ବୋଲି କରିଥାନ୍ତି…

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଧରିବ ଶିବସେନା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୭।୧୦: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଶିବସେନା ଧରିବ। ଜଣେ ଶିବସୈନିକ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ଏନେଇ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଅକ୍ଟୋବର ୨୪ରେ ଘୋଷଣା କରାଯିବ। ଏହାପରେ ସେ ପୁଣିଥରେ…

ବିଧାନସଭା ନିର୍ବାଚନ ପୂର୍ବରୁ ହାର ମାନି ବିଦେଶ ଗସ୍ତରେ ଯାଇଛନ୍ତି ରାହୁଲ: ଭାଜପା

ନୂଆଦିଲ୍ଲୀ,୭।୧୦: ମହାରାଷ୍ଟ୍ର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଛି। ରାହୁଲ ଗାନ୍ଧୀ ବିଦେଶ ଗସ୍ତରେ ଯାଇଥିବାରୁ ଭାଜପା ତାଙ୍କୁ କଡ଼ା ସମାଲୋଚନା କରିଛି। ଭାଜପା ମୁଖପାତ୍ର…

ଭାଜପା ନେତାଙ୍କ ଘରେ ଗୁଳି କରି ୫ ଜଣଙ୍କୁ ହତ୍ୟା

ମୁମ୍ବାଇ,୭।୧୦: ମହାରାଷ୍ଟ୍ରର ଜଲଗାଁଓରେ ଜଣେ ଭାଜପା ନେତାଙ୍କ ଘରେ ପଶି ଗୁଳି କରିବା ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ମାମଲାରେ ସମ୍ପୃକ୍ତ ଥିବା ୩ ଅଭିଯୁକ୍ତ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ପୋଲିସର ସୂଚନା ଅନୁଯାୟୀ, ଉକ୍ତ…

ହରିଶ ରାଓ୍ବତ ଅସୁସ୍ଥ

ଡେରାଡୁନ,୭।୧୦: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାଓ୍ବତ ଅସୁସ୍ଥ ହୋଇପଡିଛନ୍ତି। ସୋମବାର ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଡେରାଡୁନର ମାକ୍ସ ହସ୍ପିଟାଲରେ ତାଙ୍କର ଏମ୍‌ଆର୍‌ଆଇ ହୋଇଥିବା ସୂଚନା…

ଲଗାଣ ବର୍ଷା ଯୋଗୁ ଧୋଇଗଲା ୪୦ବର୍ଷର ପୁରୁଣା ପୋଲ

ଗାନ୍ଧୀନଗର, ୭।୧୦: ଗୁଜରାଟ ଜୁନାଗଡରେ ଲଗାଣ ବର୍ଷା ଯୋଗୁ ରବିବାର ୬୦ଫୁଟ ଲମ୍ବାର ପୋଲ ଧୋଇ ହୋଇଯାଇଛି। ପୋଲ ଭାଙ୍ଗିବା ଯୋଗୁ ବହୁ କାର ଖାଲ ତଳେ ପଡ଼ିଯାଇଥିବାରୁ କେତେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ହେଲେ ଏପର୍ଯ୍ୟନ୍ତ କେହି ମୃତାହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri