ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ
ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ ରଓ୍ବୋ ଜିଲା ଘୁମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ଅଶୋକ ପ୍ରଜାପତି...
ନବ ନିର୍ବାଚିତ ଏମ୍ପିଙ୍କୁ ଶୀଘ୍ର ମିଳିବ ସରକାରୀ ଘର: ପରାଜିତ ଏମ୍ପି ମାସକ ମଧ୍ୟରେ ଛାଡିବେ ଆବାସ
ନୂଆଦିଲ୍ଲୀ,୨୫।୫: ଦେଶର୧୭ତମ ଲୋକ ସଭା ନିର୍ବାଚନରେ ବିଜୟ ହାସଲ କରିଥିବା ଏମ୍ପିମାନଙ୍କୁ ଖୁବ୍ ଶୀଘ୍ର ସରକାରୀ ଘର ଯୋଗାଇ ଦିଆଯିବ। ଏଥିଲାଗି ପରାଜିତ ଏମ୍ପିମାନଙ୍କୁ ଏକମାସ ମଧ୍ୟରେ ସେମାନଙ୍କର ସରକାରୀ ଆବାସ ଖାଲି କରିବାକୁ କୁହାଯାଇଛି। ଷ୍ଟେଟ ଅଫ୍ ଡିପାର୍ଟମେଣ୍ଟ...
ନାଳରେ କାର ପଡ଼ି ଗୋଟିଏ ପରିବାରର ୫ଜଣ ମୃତ୍ୟୁ
ମିରଟ,୨୫।୫: ଉତ୍ତରପ୍ରଦେଶର ମିରଟ ସହରର ଜଟପୁରା ଗଁ।ରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଗଁ। ନିକଟରେ କାରଟି ଭାରସାମ୍ୟ ହରାଇ ଏକ ନାଳରେ ପଶିଯାଇଥିଲା। ଏହି ଦୁର୍ଘଟଣାରେ ୨ଶିଶୁ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। କାରରେ...
ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍ ଅଲ୍ଆଉଟ୍
ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍ ଅଲ୍ଆଉଟ୍ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...
ବିଧବା ବୋହୂଙ୍କ ବିବାହ କରାଇଲେ ଶାଶୁ: ଝିଅ ପରି କଲେ ବିଦା
ରାୟପୁର, ୨୫।୫: ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ତାଙ୍କୁ ଝିଅପରି ବିଦା କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଘଟଣା। ଏହା ସାଧାରଣରେ ଏକ ଉଦାହରଣ ସୃଷ୍ଟି କରିଛି। ସ୍ଥାନୀୟ ହୀରାପୁର ଗାଁରେ ବାସ...
ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ
ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...
ପେଟରୁ ବାହାରିଲା ଚାମୁଚ, ସ୍କୃ-ଡ୍ରାଇଭର, ଟୁଥ୍ ବ୍ରସ୍ ଓ ଛୁରୀ
ଶିମଲା,୨୫।୫: ହିମାଚଳପ୍ରଦେଶ ହୈରତ୍ଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ପେଟରୁ ୮ ଷ୍ଟିଲ୍ ଚାମୁଚ, ୨ ସ୍କୃ-ଡ୍ରାଇଭର, ୨ ଟୁଥ୍ ବ୍ରସ୍ ଏବଂ ଗୋଟିଏ ଛୁରୀ ଅପରେଶନ୍ କରି ବାହାର କରାଯାଇଛି। ସ୍ଥାନୀୟ ମଣ୍ଡି ସ୍ଥିତ ଲାଲ୍ ବାହାଦୂର ଶାସ୍ତ୍ରୀ ମେଡିକାଲ୍ରେ...
ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କଲେ ଏହି ବଲିଉଡ୍ ଅଭିନେତ୍ରୀ
ମୁମ୍ବାଇ,୨୫।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଦେଶ ବିଦେଶରୁ ଶୁଭେଚ୍ଛା ବାର୍ତ୍ତା ଛୁଟିଛି। ଏଥିରେ ବଲିଉଡ୍ କଳାକାର ମଧ୍ୟ ସାମିଲ ଅଛନ୍ତି। ତେବେ ବଲିଉଡ୍ ଅଭିନେତ୍ରୀ ପୂର୍ଣ୍ଣା ଜଗନ୍ନାଥନ୍ ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କରିଛନ୍ତି।...
୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର
ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ...
ପ୍ରତିନିଧିତ୍ୱ କରିବେ ୭୮ ମହିଳା
ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର ବିଭିନ୍ନ ଭାଗରୁ ଭିନ୍ନ ଭିନ୍ନ ରାଜନୈତିକ ଦଳର ୭୮ ମହିଳାଙ୍କୁ ମତଦାତା ନିର୍ବାଚିତ...
ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍
ନୂଆଦିଲ୍ଲୀ,୨୫ା୫: ପୁଲ୍ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍ ଶିବିରରେ ଭାରତୀୟ ବାୟୁସେନା (ଆଇଏଏଫ୍) ପକ୍ଷରୁ କରାଯାଇଥିବା ଏୟାର୍ଷ୍ଟ୍ରାଇକ୍ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି କରାଯାଇଥିଲା। ଏହାର ସତ୍ୟାସତ୍ୟ ଅଦ୍ୟାବଧି ସାମ୍ନାକୁ ଆସି ନ ଥିବାବେଳେ କେତେକ ଜାତୀୟ...
ବିବାଦ ସତ୍ତ୍ୱେ ବିଜୟୀ
ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍ ଖାନ୍ ସେମାନଙ୍କ ଆସନରୁ ବିଜୟୀ ହୋଇଛନ୍ତି। ବିବାଦୀୟ ମନ୍ତବ୍ୟ ଏବଂ ନିର୍ବାଚନ ଆଚରଣ ବିଧି...
Archives


