ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ଆକ୍ରମଣ
ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି। ଜଣେ ଆତଙ୍କବାଦୀ ଗ୍ରେନେଡ୍ ଫିଙ୍ଗିବା ପରେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାରେ ୧୦…
ସିଆଚେନ ହସ୍ପିଟାଲକୁ ଉପହାରରେ ମିଳିଲା ଅକ୍ସିଜେନ ପ୍ଲାଣ୍ଟ
ଜମ୍ମୁ,୫।୧୦: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନ ଗ୍ଲାସିୟରରେ ଭାରତୀୟ ଯବାନ ଜୀବନକୁ ବାଜି ଲଗାଇ ମାତୃଭୂମୀର ରକ୍ଷା କରିଥାଆନ୍ତି। ପ୍ରାୟ ୨୨ହଜାର ଫୁଟ ଉପରେ ଥିବା ସିଆଚେନ ଗ୍ଲାସିୟରରେ ଅକ୍ସିଜେନର ପରିମାଣ କମ୍ ରହିଥାଏ। ଫଳରେ ବେଳେବେଳେ ଯବାନମାନେ ଶୋଇଥିବା…
ସ୍ବାଧୀନତାର ୭୨ ବର୍ଷ ପରେ ଜମ୍ମୁ-କଶ୍ମୀର ରାଜୌରିକୁ ବିଦ୍ୟୁତ୍ ଯୋଗାଣ
ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ରାଜୌରି ଅଞ୍ଚଳରେ ସ୍ବାଧୀନତାର ୭୨ ବର୍ଷ ପରେ ବିଦ୍ୟୁତ୍ ଯୋଗାଣ କରାଯାଇଛି। ସୌଭାଗ୍ୟ ବିଦ୍ୟୁତ୍ ଯୋଜନା ଅନ୍ତର୍ଗତ ଏଠାକାର ୨୦ ହଜାର ପରିବାରଙ୍କୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଛି। ଏହି ଯୋଜନା ଅନୁସାରେ…
ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି
ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି ପ୍ରଥା…
ଜେଓ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ: ସରକାରୀ କ୍ଷତିପୂରଣ ନେଇ ଚାଷୀ ଅମଙ୍ଗ; ୪୧ ଗିରଫ
ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶ ଜେଓ୍ବରରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ନେଇ ସ୍ଥାନୀୟ ଚାଷୀ ଏବଂ ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଜମି ଅଧିଗ୍ରହଣରେ ନିଜର ଜମି ହରାଉଥିବା ଚାଷୀ ୪ ଗୁଣା ଦାମ ନେବାନକୁ ଅଡ଼ି ବସିଛନ୍ତି। ଏହା ସହିତ ପ୍ରତି କ୍ଷତିଗ୍ରସ୍ତ…
ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ
ବାରଣାସୀ,୫।୧୦: ବିଭିନ୍ନ ଥିମ୍କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି। ସେହିପରି…
ଶୋଇଲେ ବି କମେ ମୋଟାପଣ
ନୂଆଦିଲ୍ଲୀ: ଶରୀରରୁ ମୋଟାପଣ କମାଇବ ପାଇଁ କିଏ କେତେ ପ୍ରକାର ଉପାୟ ଆପଣେଇଥାନ୍ତି। ବିଶେଷକରି ଓ୍ବାକ୍ଆଉଟ୍, ଦୌଡ଼ିବା ବା ପହଁରିବା ଆଦି କଲେ ଓଜନ ହ୍ରାସ ପାଏ। କିନ୍ତୁ କିଛି କାମ ନ କରି ମୋଟାପଣ ଘଟାଇବା ଅସମ୍ଭବ ମନେ ହେଉଥିଲେ…
ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି
ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୫୦ ସେଲିବ୍ରିଟିଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯିବା ପରେ ବିବାଦ ମୁଣ୍ଡ ଟେକିଛି।…
କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ
ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି। ଶେଷରେ ୮ଶହ ଗଛକୁ କାଟି ଦିଆଯାଇଛି। ଇତିମଧ୍ୟରେ ଏଠାକାର ୩ କିଲୋମିଟର ବ୍ୟାସାର୍ଦ୍ଧ ପରିମିତ…
ଯମରାଜଙ୍କୁ ନୋଟିସ୍ ପଠାଇବାକୁ ହାଇକୋର୍ଟରେ ଆବେଦନ
କୋଲକାତା,୫।୧୦: ପଶ୍ଚିମବଙ୍ଗ କୋଲକତା ହାଇକୋର୍ଟରେ ଯମରାଜାକୁ ନୋଟିସ୍ ପଠାଇବାକୁ ଏକ ଆବେଦନ କରାଯାଇଛି। ଦୁଇଜଣ ଦୋଷୀଙ୍କ ପରିବାର ପକ୍ଷରୁ ଏନେଇ ହାଇକୋର୍ଟରେ ଆବେଦନ କରାଯାଇଛି। ଦୋଷୀମାନେ ଦଣ୍ଡ ଭୋଗିବା ପୂର୍ବରୁ ଇହଧାମ ତ୍ୟାଗ କରିଥିବାରୁ ଦଣ୍ଡ ପୂରଣ ପାଇଁ ଯମରାଜ ସେମାନଙ୍କୁ…
ଯେଉଁଠାରେ କିନ୍ନର ହୁଅନ୍ତି ମା’
ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି ସ୍ଥାନୀୟ ଲୋକେ। ଏଠାରେ ବିଶେଷ କରି ନିଃସନ୍ତାନ ଦମ୍ପତିମାନେ ମାନସିକ କଲେ ସେମାନଙ୍କ ମାନସିକ…
ଚିଦାମ୍ବରମଙ୍କ ଜାମିନ ଆବେଦନ: ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତିହାର ଜେଲ୍ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଆର୍. ଭାନୁମଥି ଓ ହୃଷୀକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଜବାବ…
Archives


