ଜାତୀୟ

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର ଶିଶୁଙ୍କ ପ୍ରାଣ ଯାଇଛି। ସୂଚନାଯୋଗ୍ୟ, ସାଗର ଜିଲାର ଭାନଗଢ ଗ୍ରାମରେ ଉମେଶ ସିଂଙ୍କ ୭…

ପାକିସ୍ତାନର ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା: ଶଶି ଥରୁର

ନୂଆଦିଲ୍ଲୀ,୧୦।୯: କଶ୍ମୀର ପ୍ରସଙ୍ଗରେ ଅନ୍ୟ ଦେଶର ମଧ୍ୟସ୍ଥତା ଆବଶ୍ୟକ ଆବଶ୍ୟକ ନାହିଁ। ଆମକୁ ପାକିସ୍ତାନ ସହିତ କଥାବାର୍ତ୍ତା କରିବାରେ କୌଣସି ଆପତ୍ତି ନାହିଁ। ଯଦି ପାକିସ୍ତାନ ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା ରଖିବ ତେବେ କଥାବାର୍ତ୍ତା ସମ୍ଭବ ନୁହେଁ…

ମହାତ୍ମା ଗାନ୍ଧୀଙ୍କ ଅସ୍ଥି ଚୋରି: ମାମଲା ରୁଜୁ

ଭୋପାଳ,୪।୧୦: ଗତ ଅକ୍ଟୋବର ୨ରେ ସାରା ଦେଶରେ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ଜୟନ୍ତୀ ଧୂମଧାମରେ ପାଳନ କରାଯାଇଥିବା ବେଳେ ମଧ୍ୟପ୍ରଦେଶର ରିଓ୍ବା ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବାପୁ ଭବନରେ ରଖାଯାଇଥିବା ମହାତ୍ମା ଗାନ୍ଧୀଙ୍କ…

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରୁଛୁ। ତାଙ୍କୁ କୋଟି କୋଟି…

ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ

ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ ଅଛନ୍ତି। ଏପର୍ଯ୍ୟନ୍ତ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ଡଙ୍ଗାରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ…

୧୭ ଯାଏ ବଢ଼ିଲା ଚିଦାମ୍ବରମଙ୍କ ହାଜତ ମିଆଦ

ନୂଆଦିଲ୍ଲୀ,୪-୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଅକ୍ଟୋବର ୧୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତାଙ୍କ ହାଜତ ମିଆଦ ବଢ଼ାଇବା ଲାଗି ସିବିଆଇ ସ୍ବତନ୍ତ୍ର ବିଚାରପତି…

୧୨୦ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାହେବ ନିଜାମଙ୍କ ସମ୍ପତ୍ତି

ହାଇଦ୍ରାବାଦ,୪-୧୦:ଦେଶୀୟ ରାଜ୍ୟ ହାଇଦ୍ରାବାଦର ଶେଷ ନିଜାମ ମିର୍‌ ଓସ୍‌ମାନ ଅଲି ଖାନଙ୍କର ନାଟ୍‌ଓ୍ବେଷ୍ଟ ବ୍ୟାଙ୍କରେ ୧୯୪୮ରୁ ଜମା ଥିବା ୩୫ ନିୟୁତ ପାଉଣ୍ଡ (୩୦୬ କୋଟି ଟଙ୍କା) ତାଙ୍କର ୧୨୦ରୁ ଊର୍ଦ୍ଧ୍ୱ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାଯିବ। ନିଜାମଙ୍କ ପରିବାର ସୂତ୍ରରୁ ଏହା…

ଫ୍ରାନ୍ସରେ ରାଫାଲ ଉଡ଼ାଇବେ ରାଜନାଥ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ତାରିଖରେ ଫ୍ରାନ୍ସ ଯାଇ ପ୍ରଥମ ରାଫାଲ ଯୁଦ୍ଧବିମାନକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିବେ। ଏହି ଅବସରରେ ସେ ରାଫାଲ ବିମାନ ଉଡ଼ାଇବେ ବୋଲି ଗୁରୁବାର ପ୍ରତିରକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।…

କୋହଳ ହେବନି ଏସ୍‌ସି,ଏସ୍‌ଟି ଆଇନ

ନୂଆଦିଲ୍ଲୀ,୪-୧୦(ପି.ଟି.):ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ, ୧୯୮୯ରେ ଥିବା ବ୍ୟବସ୍ଥାକୁ କୋହଳ କରାଯିବନି ବୋଲି ଗୁରୁବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଯେଉଁ ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ନ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିବ, ସେ କ୍ଷେତ୍ରରେ ଆଗୁଆ ଜାମିନ ପ୍ରଦାନ କରାଯାଇପାରିବ…

କେନ୍ଦ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ଖୁବ୍‌ଶୀଘ୍ର:ଫେରିପାରନ୍ତି ସୁରେଶ ପ୍ରଭୁ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ପ୍ରଥମ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ହେବାକୁ ଯାଉଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ସମ୍ପ୍ରସାରଣ ହେବ ବୋଲି ଏକ ସୂତ୍ରରୁ ଜଣାପଡିଥିବାବେଳେ ସୁରେଶ ପ୍ରଭୁଙ୍କୁ ପୁଣି ଥରେ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବା ସମ୍ଭାବନା ରହିଛି। ତାଙ୍କୁ…

କର୍‌ତାରପୁର କରିଡର:ପାକିସ୍ତାନ ଯିବେନି ମନମୋହନ

ନୂଆଦିଲ୍ଲୀ,୪-୧୦(ପି.ଟି.):କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଯୋଗଦେବେ। ତେବେ ସେ ପାକିସ୍ତାନ ଯିବେନି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ସ୍ପଷ୍ଟ କରିଛନ୍ତି। ପ୍ରଥମ ସର୍ବଦଳୀୟ ପ୍ରତିନିଧିଙ୍କ ସହ କର୍‌ତାରପୁର ସାହିବ ଗୁରୁଦ୍ୱାରାରେ ଯୋଗଦେବା ପାଇଁ ମନମୋହନ…

୩୭୦ ଉଚ୍ଛେଦ ପରଠୁ ଯୋଗାଯୋଗ ମାଧ୍ୟମ ବନ୍ଦ:ରାସ୍ତାରେ ଖବରଦାତା

ଶ୍ରୀନଗର,୪-୧୦(ପି.ଟି.):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବାକୁ ୨ ମାସ ପୂରିଲାଣି। ତଥାପି ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇନାହିଁ। ମୋବାଇଲ ଓ ଇଣ୍ଟରନେଟ ଉପରେ କଟକଣା ଜାରି ରହିଥିବାରୁ ଗଣମାଧ୍ୟମ ବହୁଳ ଭାବେ ପ୍ରଭାବିତ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri