ବିଚାରପତିଙ୍କ ରାୟ ବି ଭୁଲ୍ ହୋଇପାରେ
ନୂଆଦିଲ୍ଲୀ,୪-୧୦(ପି.ଟି.):ଆଦୌ ଭୁଲ୍ ରାୟ ଦେଇ ନ ଥିବା କୌଣସି ବିଚାରପତି ଦାବି କରିପାରିବେ ନାହିଁ। ରାୟ ପ୍ରଦାନରେ ସେମାନଙ୍କର ବି ଭୁଲ୍ ହୋଇପାରେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଦୁର୍ବ୍ୟବହାର, କୌଣସି ପ୍ରକାର ଆନୁଗତ୍ୟ, ବାହ୍ୟ ପ୍ରଭାବର ସ୍ପଷ୍ଟ ଅଭିଯୋଗ ନ ଥିଲେ…
ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ
ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍-ଇ-ମହମ୍ମଦ (ଜେଇଏମ୍)ର ନଜର। ଜୈଶ୍ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ କରିପାରନ୍ତି ବୋଲି ସୁରକ୍ଷା ସଂସ୍ଥାଗୁଡ଼ିକ ଜାଣିବାକୁ ପାଇଛନ୍ତି। ଏନେଇ ଗୋଇନ୍ଦା ରିପୋର୍ଟ ମିଳିବା ପରେ…
ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାରେ ବାଘେଲା
ନୂଆଦିଲ୍ଲୀ,୩।୧୦: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା ଏକ ବିବାଦୀୟ ଟିପ୍ପଣୀ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ବିନାୟକ ଦାମୋଦର ସାଭରକର ମାହାତ୍ମା ଗାନ୍ଧୀଙ୍କ ହତ୍ୟା ଷଡଯନ୍ତ୍ରର ଏକ ଅଂଶ ଥିଲେ ଯାହାକୁ କେହି ଅମାନ୍ୟ କରିପାରିବେ ନାହିଁ। କାରଣ ନାଥୁରାମ…
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍ ଆଶଙ୍କା କମ୍…
ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍-୨ ଡାଇବେଟିସ୍…
କଂଗ୍ରେସକୁ ଝଟ୍କା: ଦଳ ଛାଡି ପାରନ୍ତି ସଞ୍ଜୟ ନିରୁପମ
ମୁମ୍ବାଇ,୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଟିକେଟକୁ ନେଇ କଂଗ୍ରେସ ଦଳ ମଧ୍ୟରେ ଆରମ୍ଭ ହୋଇଯାଇଛି ଟଣା ଓଟରା। ଏମିତିକି କଂଗ୍ରେସ ନେତା ସଞ୍ଜୟ ନିରୁପମ ଦଳ ଛାଡିବାକୁ ସଙ୍କେତ ଦେଇଛନ୍ତି। ଗୁରୁବାର ସେ ଏକ ଟୁଇଟ୍ କରି କହିଛନ୍ତି ଏବେ…
ଦିଲ୍ଲୀରେ ଖୋଲିବ ସ୍ପୋର୍ଟସ୍ ବିଶ୍ୱବିଦ୍ୟାଳୟ: କେଜରିଓ୍ବାଲ
ନୂଆଦିଲ୍ଲୀ,୩।୧୦: ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଘୋଷଣା କରି ଚାଲଇଛନ୍ତି। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ମନିଷ ଶିସୋଦିଆଙ୍କ ଉପସ୍ଥିତିରେ କେଜରିଓ୍ବାଲ କହିଛନ୍ତି ଦିଲ୍ଲୀରେ ଏକ ସ୍ପୋର୍ଟସ୍ ବିଶ୍ୱବିଦ୍ୟାଳୟ…
୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର
ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର ଶାହ କହିଛନ୍ତି ଏଣିକି ୪ ଶହ ରେଲଓ୍ବେ ଷ୍ଟେଶନରେ ମାଟି ଚା’ର ପାତ୍ର ବ୍ୟବହାର…
୧୭ ଅକ୍ଟୋବର ପର୍ଯ୍ୟନ୍ତ ଜେଲ୍ରେ ରହିବେ ଚିଦାମ୍ବରମ
ନୂଆଦିଲ୍ଲୀ,୩।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଆଇଏନ୍ ଏକ୍ସ ମିଡିଆ ଭ୍ରଷ୍ଟଚାର ମାମଲାରେ ଗୁରୁବାର ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହେଲେ କୋର୍ଟ ତାଙ୍କୁ ଜାମିନ ଦେଇ ନ ଥିବା ବେଳେ ତାଙ୍କୁ ପୁଣିଥରେ ବିଚାର ବିଭାଗୀୟ ଜେଲ୍କୁ ପଠାଇ…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍ପି
ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ଯାଦବଙ୍କ ନିର୍ବାଚନ ମଣ୍ଡଳୀରେ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜନ ହେବାର…
ନିର୍ବାଚନରେ ଠାକ୍ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ
ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ ନିର୍ବାଚନକୁ ଓହ୍ଲାଇଛନ୍ତି। ପ୍ରଥମ ଥର ଠାକରେ ପରିବାରରୁ ଆଦିତ୍ୟ ପ୍ରତ୍ୟେକ୍ଷଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।…
ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର
ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା କଥା…
୨୦୨୨ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚଳାଚଳ କରିବ ଟ୍ରେନ୍: ରେଳମନ୍ତ୍ରୀ
ନୂଆଦିଲ୍ଲୀ,୩।୧୦: ଆସନ୍ତା ୨୦୨୦ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ କରିବ। ସେହିପରି କାମରୂପଠାରୁ କଚ୍ଛ ପର୍ଯ୍ୟନ୍ତ ମଧ୍ୟ ଟ୍ରେନ୍ ଯାତ୍ରା ଆରମ୍ଭ ହେବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଗୁରୁବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରର କେତେକ…
Archives


