ଜାତୀୟ

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ତେଜ…

ହରିୟାଣା କଂଗ୍ରେସରେ ସିଦ୍ଧୁଙ୍କ ବିରୋଧରେ ବିଦ୍ରୋହ

ଚଣ୍ଡିଗଡ଼,୩।୧୦: ପଞ୍ଜାବର ପୂର୍ବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସ୍ବର ଉତ୍ତୋଳନ ତେଜିବାରେ ଲାଗିଛି। ହରିୟାଣା କଂଗ୍ରେସର ବହୁ ତୁଙ୍ଗ ନେତା ସିଦ୍ଧୁ ନିର୍ବାଚନ ପ୍ରଚାର କରନ୍ତୁ ବୋଲି ଚାହୁଁ ନାହାନ୍ତି। କାରଣ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ…

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। ଭାଜପା ନାଥୁରାମ ଗଡ୍‌ସେଙ୍କର ଅବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କର…

ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଗଲେ ମୋଦି ସରକାର

ମୁମ୍ବାଇ,୩।୧୦: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି। ତେବେ କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଯାଇଛନ୍ତି ବୋଲି ଅଭିଯୋଗ ହେଉଛି। ଏନେଇ ଅନ୍ତର୍ଜାତୀୟ ସହଯୋଗ ସଂଗଠନର ରାଷ୍ଟ୍ରୀୟ…

ଆଇଏସ୍‌ଆଇ ଇସାରାରେ ଜୈଶ୍‌-ଲଶ୍କର ଓ ଅଲ୍‌-ଉମର ଭାରତରେ ଆକ୍ରମଣ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର: ଆଇବି ରିପୋର୍ଟ

ନୂଆଦିଲ୍ଲୀ,୩।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଦେଶର ପ୍ରମୁଖ ସହର ଉପରେ ଆକ୍ରମଣ ପାଇଁ ଆଇଏସ୍‌ଆଇ ଇସାରାରେ ଜୈଶ୍‌-ଇ-ମହମ୍ମଦ୍‌, ଲଶ୍କର-ଇ-ତୋଏବା ଓ ଅଲ୍‌-ଉମର-ମୁଜାହିଦ୍ଦିନ୍‌ ଆଦି ସଂଗଠନ ପକ୍ଷରୁ ଆତ୍ମଘାତୀ ଷଡ଼ଯନ୍ତ୍ର ରଚାଯାଇଛି।…

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି ଏକ ସ୍ବତନ୍ତ୍ର ବାର୍ତ୍ତା। ଏକ ଭିଡିଓ ଶେୟାର କରି ଫ୍ୟାନ୍ସଙ୍କୁ ଗାନ୍ଧୀ ଜୟନ୍ତୀର ଶୁଭକାମନା…

ପାଟନା ପାଇଁ ହ୍ରିତିକ୍‌ଙ୍କ ସମବେଦନା

ନୂଆଦିଲ୍ଲୀ: କ୍ରମାଗତ ବର୍ଷା ଓ ବନ୍ୟା ଯୋଗୁ ବିହାରର ୧୬ ଜିଲାରେ ବନ୍ୟା ସ୍ଥିତି ଉପୁଜିିଛି। ତେବେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ରାଜଧାନୀ ପାଟନା। ଏଭଳି ସ୍ଥିତିରେ ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନ୍‌ ଚିନ୍ତା ପ୍ରକଟ କରି ନିଜ ଅଫିସିଆଲ…

ରେଳମନ୍ତ୍ରୀଙ୍କ ଘରୁ ଚୋରି

ମୁମ୍ବାଇ,୩।୧୦: କେନ୍ଦ୍ର ରେଳ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ଘରୁ ଚୋରି ହୋଇଯାଇଛି। ତାଙ୍କ ମୁମ୍ବାଇସ୍ଥିତ ବାସଭବନରୁ ଚୋରି ହୋଇଥିବା ସେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଘରର ଚାରଙ୍କୁ ଦିଲ୍ଲୀରୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁମ୍ବାଇର ନେୟେନ୍ସି ରୋଡରେ…

କବାଡ଼ିି ଦେଇଛି ୧୭୦ଙ୍କୁ ସରକାରୀ ଚାକିରି

ବାଗପତ୍‌: କେବଳ ପାଠ ନୁହେଁ ଖେଳ ବି ଜୀବିକା ପାଇଁ ବାଟ କଢ଼ାଇ ନିଏ, ଏଭଳି ବାର୍ତ୍ତା ଦେଇଛି ଉତ୍ତରପ୍ରଦେଶର ଦୁଇଟି ଗାଁ। ଯେତେବେଳେ କବାଡ଼ି ଖେଳ କଥା ପଡେ ସେତେବେଳେ ଫଖରପୁର ଓ ବସି ଗାଁର ନାଁ ଆଗକୁ ଆସିଯାଏ।…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଲୋକଙ୍କ ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ହୀରାନଗର ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହା ସହିତ ସୀମା…

ପୂଜାରେ ଫ୍ୟାଶନ

ଶାରଦୀୟ ଦୁର୍ଗାପୂଜା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ମା’ଙ୍କୁ ସ୍ବାଗତ କରିବାକୁ ଚାରିଆଡେ ଚାଲିଛି ସଜବାଜ। ପୂଜାମଣ୍ଡପଗୁଡିକ ନିଜକୁ ପ୍ରସ୍ତୁତ କରିନେଇଥିବା ବେଳେ ଘରେ ଘରେ ମଧ୍ୟ ଦେଖିବାକୁ ମିଳିଛି ପାର୍ବଣର ମାହୋଲ। ପୂଜା ବଜାର ହୋଇଉଠିଛି ଚଳଚଞ୍ଚଳ। ପୂଜା…

ଫୋର୍ବସ ଅଣ୍ଡର୍‌-୩୦ରେ ଉମଙ୍ଗ

ଇନ୍ଦୋର: ଆଧୁନିକତା ମଧ୍ୟରେ ଗାନ୍ଧୀଙ୍କ ଚିନ୍ତାଧାରାକୁ ପୁଣି ଲେଉଟାଇ ଆଣିବାରେ ମଙ୍ଗ ଧରିଥିବା ଉମଙ୍ଗ ଶ୍ରୀଧରଙ୍କ ଉଦ୍ୟମ ବେଶ୍‌ ପ୍ରଶଂସନୀୟ। ଉମଙ୍ଗ ଓ ତାଙ୍କ ଷ୍ଟାର୍ଟଅପ୍‌ ଡିଜିଟାଲ୍‌ ପ୍ରିଣ୍ଟ୍‌ର ଖଦି ବସ୍ତ୍ରକୁ କୁଟୀରଶିଳ୍ପରୁ ବିଶ୍ୱ ବଜାରରେ ପହଞ୍ଚାଇ ଦେଇଛନ୍ତି। କେବଳ ଏତିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri