ଜାତୀୟ

୨୦ ଅନୁପ୍ରବେଶ ପଥରେ ବହୁସ୍ତରୀୟ ସୁରକ୍ଷା: ଆତଙ୍କବାଦୀଙ୍କ ଗଳାବାଟ ବନ୍ଦ

ଜମ୍ମୁ,୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ଭାରତ-ପାକିସ୍ତାନ ସୀମା ଦେଇ ଆଉ ଆସିପାରିବେନି ସଶସ୍ତ୍ର ଆତଙ୍କବାଦୀ। ସେମାନଙ୍କ ଗଳାବାଟକୁ ସମ୍ପୂର୍ଣ୍ଣ ଭାବେ ବନ୍ଦକରି ଦିଆଯାଇଛି। ସୁରକ୍ଷା ସଂସ୍ଥାଗୁଡ଼ିକ ଆତଙ୍କବାଦୀଙ୍କ ୨୦ଟି ଅନୁପ୍ରବେଶ ପଥକୁ ଚିହ୍ନଟ କରି ସେଠାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି।…

ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ

ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି, ଯାହାକି ୨୫ ବର୍ଷରେ ସର୍ବାଧିକ। ଚଳିତବର୍ଷ ବର୍ଷାଜନିତ କାରଣରୁ ଜୁନ ମାସରୁ ଏପର୍ଯ୍ୟନ୍ତ ଦେଶରେ…

ରାଜୀବ କୁମାରଙ୍କୁ ଆଗୁଆ ଜାମିନ

କୋଲକାତା, ୨ା୧୦(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ବରିଷ୍ଠ ପୋଲିସ ଅଧିକାରୀ ରାଜୀବ କୁମାରଙ୍କୁ ମଙ୍ଗଳବାର କୋଲକାତା ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍‌. ମୁନ୍‌ସିି ଓ ଜଷ୍ଟିସ ଏସ୍‌. ଦାସଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି…

ପଶ୍ଚିମବଙ୍ଗରେ ଲାଗୁହେବ ଏନ୍‌ଆର୍‌ସି

କୋଲକାତା, ୨ା୧୦(ପି.ଟି.): ପଶ୍ଚିମବଙ୍ଗରେ ଏନ୍‌ଆର୍‌ସି( ଜାତୀୟ ନାଗରିକ ପଞ୍ଜିକା) ଲାଗୁ କରାଯିବ। ଏହା ପୂର୍ବରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌ କରାଯାଇ ସମସ୍ତ ହିନ୍ଦୁ, ଶିଖ୍‌, ଜୈନ୍‌ ଓ ବାୈଦ୍ଧ ଧର୍ମାବଲମ୍ବୀଙ୍କୁ ଏନ୍‌ଆର୍‌ସିରେ ସାମିଲ କରାଯିବ ବୋଲି ମଙ୍ଗଳବାର ଏକ ସେମିନାର୍‌ରେ…

ଏସ୍‌ସି, ଏସ୍‌ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍‌ଆଇଆର୍‌; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍‌ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି। ଏହାସହ ଦେଶରେ ସମାନତା ଓ ଦଓ୍ବୋନି ଅଧିକାର ପାଇଁ ଦଳିତମାନଙ୍କ ଲଢ଼େଇ ଅଦ୍ୟାବଧି…

ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।…

ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ…

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ ଖାଇବା…

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ ଗରିବ…

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା…

ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ ଗାନ୍ଧୀ…

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା ପାଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri