ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍ ଗୌରଙ୍କ ପରଲୋକ
ଭୋପାଳ,୨୧।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବାବୁଲାଲ୍ ଗୌରଙ୍କର ବୁଧବାର ପରଲୋକ ହୋଇଛି। ଭୋପାଳସ୍ଥିତ ନର୍ମଦା ହସ୍ପିଟାଲରେ ସେ ୮୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର କିଡ୍ନୀ କାମ କରୁ ନ ଥିବାରୁ…
ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୨୧।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୬ ଦିନ ପରେ ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ମଧ୍ୟ ଶହୀଦ୍ ହୋଇଥିବା କୁହାଯାଉଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ…
ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ
ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। କେଉଁମାନେ ସଂରକ୍ଷଣକୁ…
ମୋଦି-ବୋରିସ୍ ଆଲୋଚନା
ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍ ଜନ୍ସନଙ୍କ ସହ ଟେଲିଫୋନ୍ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି…
ପିଓକେବାସୀଙ୍କୁ ପାକିସ୍ତାନର ପ୍ରତାରଣା
ନୂଆଦିଲ୍ଲୀ,୨୧ା୮(ଆଇଏଏନ୍ଏସ୍): ପାକ୍-ଅଧିକୃତ କଶ୍ମୀର (ପିଓକେ) ଓ ଗିଲ୍ଗିଟ୍ ବାଲ୍ତିସ୍ତାନ (ଜିବି)ର ଅଧିବାସୀଙ୍କୁ ପାକିସ୍ତାନ। ପ୍ରାୟ ୬ ଦଶନ୍ଧି ଧରି ପ୍ରତାରଣା କରିଆସିଛି। ୫୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଅଞ୍ଚଳବାସୀଙ୍କୁ ଏକ ଗୋପନୀୟ ଚୁକ୍ତିନାମା ସମ୍ପର୍କରେ ଅବଗତ କରାଯାଇନାହିଁ, ଯାହା…
‘କୁଲି ନମ୍ବର-୧’ରେ ରଜତ ରାଓ୍ବଲ
ମୁମ୍ବାଇ: ‘ବଡିଗାର୍ଡ’ରେ ହାସ୍ୟ ଅଭିନୟ କରି ଦର୍ଶକଙ୍କ ମନରେ ଗଭୀର ଛାପ ପକାଇଥିବା ଅଭିନେତା ରଜତ ରାଓ୍ବଲ ପୁଣିଥରେ ବରୁଣ ଧାଓ୍ବନଙ୍କ ଅଭିନୀତ ‘କୁଲି ନମ୍ବର-୧’ରେ ଯୋଗ ଦେଇଛନ୍ତି। ଏ ସମ୍ପର୍କରେ ବରୁଣ ଇନ୍ଷ୍ଟାଗ୍ରାମ୍ରେ ଏକ ମେସେଜ୍ ଟୁଇଟ କରି ଲେଖିଛନ୍ତି,…
ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ
ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…
ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ପିଟିଶନ ବିରୋଧରେ କ୍ୟାଭିଟ୍ ଦାଏର
ନୂଆଦିଲ୍ଲୀ,୨୧ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ୬ ଜଣ ଅବସରପ୍ରାପ୍ତ ପ୍ରଶାସନିକ ଓ ସେନା ଅଧିକାରୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବା ବେଳେ ଏହା ବିରୋଧରେ କଶ୍ମୀରୀ ପଣ୍ଡିତମାନଙ୍କର ଏକ…
ହତ୍ୟା ଉଦ୍ୟମ ମାମଲା: ଛୋଟା ରାଜନ୍ଙ୍କୁ ୮ ବର୍ଷ ଜେଲ୍
ମୁମ୍ବାଇ,୨୧ା୮(ପି.ଟି.): ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍ ଓ ଅନ୍ୟ ୫ ଜଣଙ୍କୁ ୮ ବର୍ଷ ଜେଲ୍ଦଣ୍ଡ ମିଳିଛି। ୨୦୧୨ରେ ଏହି ଗ୍ୟାଙ୍ଗଷ୍ଟର ଏକ ହୋଟେଲ୍ର ମାଲିକଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ମାମଲା ଦାଏର ହୋଇଥିଲା। ସ୍ବତନ୍ତ୍ର…
ଚିଦାମ୍ବରମଙ୍କ ଘରେ ସିବିଆଇ, ଇଡି ଟିମ୍
ନୂଆଦିଲ୍ଲୀ,୨୧ା୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କୁ ବଡ଼ ଝଟକା ଲାଗିଛି। ତାଙ୍କର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଗିରଫରୁ ବର୍ତ୍ତିବା ପାଇଁ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…
ଯୋଗୀଙ୍କୁ ଝଟ୍କା: ୫ ମନ୍ତ୍ରୀ ଦେଲେ ଇସ୍ତଫା
ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜନୈତିକ ହଟ୍ଟଚମଟ୍ଟ ସୃଷ୍ଟି ହୋଇଛି। ମଙ୍ଗଳବାର ୫ଜଣ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଥମେ ପ୍ରଦେଶର ଅର୍ଥ ମନ୍ତ୍ରୀ ରାଜେଶ ଅଗ୍ରଓ୍ବାଲ ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି। ନିଜର…
ଏଠାରେ ବର୍ଷରେ ୫ଦିନ ସ୍ତ୍ରୀ-ସ୍ବାମୀ ହସିବା ମନା
ବାରାଣସୀର ମଣିକର୍ନିକା ଘାଟ ଅଞ୍ଚଳରେ ଥିବା ପିଡି ଗାଁରେ କାହିଁ କେଉଁ କାଳରୁ ଚାଲିଆସିଛି ଏକ ପରମ୍ପରା। ଦମ୍ପତିଙ୍କ ପାଇଁ ଏହି ପରମ୍ପରା ବେଶ କଡାକଡି ଭାବେ ପାଳନ କରାଯାଇଥାଏ। କେହି ଏହାକୁ ପାଳନ ନ କଲେ ଏହାକୁ ଅବମାନନାର ଚରମ…
Archives


