ମଧ୍ୟସ୍ଥତାରେ ସମାଧାନ ସମ୍ଭବ ନ ହେଲେ:୨୫ରୁ ଅଯୋଧ୍ୟା ଶୁଣାଣି
ନୂଆଦିଲ୍ଲୀ,୧୨।୭(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଆପୋସ ସମାଧାନ ପାଇଁ ଗଠିତ ମଧ୍ୟସ୍ଥ କମିଟି ଆସନ୍ତା ୧୮ ତାରିଖରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବା ପରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବେ। ଯଦି ଉକ୍ତ ମାମଲାରେ ଅଧିକ…
କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ
ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟି ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେବା ଲାଗି…
ସୁପ୍ରିମକୋର୍ଟରେ କର୍ନାଟକ ଶୁଣାଣି:ଆଜି ରିପୋର୍ଟ ଦାଖଲ କରିବେ ବାଚସ୍ପତି
ନୂଆଦିଲ୍ଲୀ/ ବେଙ୍ଗାଲୁରୁ,୧୧ା୭(ପି.ଟି):କର୍ନାଟକରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗୋଟିଏପଟେ ଅସନ୍ତୁଷ୍ଟ ବିଧାୟକମାନେ ଇସ୍ତଫା ଦେବାରେ ଲାଗିଥିବାବେଳେ ଅନ୍ୟପଟେ ସୁପ୍ରିମକୋର୍ଟରେ ଏହାର ବିଚାର ଆରମ୍ଭ ହୋଇଛି। ଏହିକ୍ରମରେ ଗୁରୁବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ…
କର୍ନାଟକ ନାଟକରେ ନୂଆମୋଡ଼: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବାଚସ୍ପତିଙ୍କୁ ଭେଟିଲେ ବିଦ୍ରୋହୀ ବିଧାୟକ
ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୧ା୭(ପି.ଟି): କର୍ନାଟକରେ ଚାଲିଥିବା ରାଜନୈତିକ ନାଟକରେ ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ ଭେଟିଛନ୍ତି। ମୁମ୍ବାଇରୁ ଫେରିବା ପରେ ସେମାନେ ବାଚସ୍ପତିଙ୍କୁ ବ୍ୟକ୍ତିଗତ ଭାବେ…
ବିବାହ ସମୟରେ ପହଞ୍ଚିଲେ ପ୍ରେମିକା: ୨ଶହ ବରଯାତ୍ରୀ ସହ ବରଙ୍କୁ ଅଟକ ରଖିଲେ କନ୍ୟାପକ୍ଷ
ଭୋପାଳ,୧୧।୭: ଉତ୍ତରପ୍ରଦେଶରେ ଏକ ବିବାହ ଉତ୍ସବରେ ଅଘଟଣ ଘଟିଥିବା ପଦାକୁ ଆସିଛି। ବର ବିବାହ ହେବାକୁ ଯାଇଥିବା ବେଳେ କନ୍ୟାପକ୍ଷ ବରଯାତ୍ରୀଙ୍କୁ ଅଟକ ରଖିଥିବା ଘଟଣା ସାମ୍ନାକୁ ଆସିଛି। ହେଲେ ଏହି ଘଟଣା କୌଣସି ଯୌତୁକ ପାଇଁ ନୁହେଁ, ବରଂ ବରର…
ସଂସଦ ଭବନ ପରିସରରେ ଫୁଟବଲ ଖେଳିଳେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ୍ ଏମ୍ପି ପ୍ରସୁନ ବାନାର୍ଜୀ ଗୁରୁବାର ସଂସଦ ଭବନ ପରିସରରେ ଯେତେବେଳେ ଫୁଟବଲ ଖେଳିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ବାନାର୍ଜୀ ଅନ୍ତର୍ଜାତୀୟ ସ୍ତରର ଫୁଟବଲ ଖେଳାଳି ହୋଇଥିବା ବେଳେ ଏହି ଖେଳକୁ ପ୍ରମୋଟ କରିବା ପାଇଁ…
ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି
ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି କରିଛନ୍ତି। ନକଲି ଡିଗ୍ରୀ ମାମଲାରେ କୋର୍ଟ ଏହି ନୋଟିସ ଜାରି କରିଛନ୍ତି। ସୁପ୍ରିମକୋର୍ଟର ଓକିଲ…
କଦଳୀ ଚାଷ କରି ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି ମାନସିକ ଅସୁସ୍ଥ ବ୍ୟକ୍ତି
ନାଗପୁର,୧୧।୭: ମହାରାଷ୍ଟ୍ର ନାଗପୁରରେ ଥିବା ରିଜିଓନାଲ ମେଣ୍ଟାଲ ହସ୍ପିଟାଲରେ ଥିବା ମାନସିକ ଅସୁସ୍ଥ ରୋଗୀମାନେ କଦଳୀ ଚାଷ କରି ପ୍ରାୟ ୧ ଲକ୍ଷ ୩୪ ହଜାର ଟଙ୍କା ରୋଜଗାର କରିଥିବା ଜଣାପଡିଛି। ସ୍କିଲ ଡେଭଲପ୍ମେଣ୍ଟ କାର୍ଯ୍ୟକ୍ରମ ମାଧ୍ୟମରେ ଏମାନେ ହସ୍ପିଟାଲ ପରିସର…
ଭାରତୀୟ କ୍ରିକେଟ ଟିମ୍ର ପରାଜୟ ପରେ କଶ୍ମୀରଘାଟିରେ ଉତ୍ସବ ମନାଇଲେ ବିଚ୍ଛିନ୍ନତାବାଦୀ
ଶ୍ରୀନଗର,୧୧।୭: ଆଇସିସି ବିଶ୍ୱକପ୍ ସେମିଫାଇନାଲରେ ଭାରତୀୟ କ୍ରିକେଟ ଦଳର ପରାଜୟ ପରେ ଜମ୍ମୁ କଶ୍ମୀର ଅଞ୍ଚଳରେ ଉତ୍ସବ ପାଳନ କରାଯାଇଛି। କଶ୍ମୀର ଘାଟିରେ କେତେକ ବିଚ୍ଛିନ୍ନତାବାଦୀ ରାସ୍ତା ଉପରେ ବାଣ ଫୁଟାଇବା ସହ ଭାରତ ବିରୋଧୀ ସ୍ଲୋଗାନ ଦେଇଥିଲେ। ଶ୍ରୀନଗର ସହିତ…
କର୍ନାଟକ ପରେ ଗୋଆ କଂଗ୍ରେସରେ ସଙ୍କଟ: ଭାଜପାରେ ଯୋଗ ଦେଲେ ୧୦କଂଗ୍ରେସ ନେତା
ପଣଜୀ,୧୧।୭: କର୍ନାଟକରେ କଂଗ୍ରେସର ସ୍ଥିତିକୁ ନେଇ ରାଜନୈତୀକ ମହଲ ସରଗରମ ଥିବା ବେଳେ ଏବେ ସେଠାରେ ମେଣ୍ଟ ସରକାରକୁ ବଞ୍ଚାଇବାକୁ ପ୍ରୟାସ ଜାରି ରହିଛି। ଏପଟେ ଏହି ସମୟରେ ଗୋଆର ୧୫ କଂଗ୍ରେସ ନେତାଙ୍କ ମଧ୍ୟରୁ ୧୦ଜଣ ବିଧାୟକ ଭାଜପାରେ ଯୋଗ…
ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା: ନିର୍ମାଣ ହେବ ଲକ୍ଷେ ୨୫ ହଜାର କିମି ରାସ୍ତା; ଖର୍ଚ୍ଚ ହେବ ୮୦ ହଜାର କୋଟି
ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ତୃତୀୟ ପର୍ଯ୍ୟାୟରେ ଦେଶର ଗ୍ରାମୀଣ ଅଞ୍ଚଳରେ ଲକ୍ଷେ ୨୫ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଏକ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥିରେ ୮୦…
ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ
ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର ଏକ ସ୍କୁଲର ବୋଲି କୁହାଯାଉଛି। ଏଠାରେ ପିଲାମାନଙ୍କୁ ଶିକ୍ଷା ସହ ଗ୍ରାମୀଣ ଜୀବନ ବିଶେଷ…
Archives


