ଦଳିତ ଯୁବକଙ୍କୁ ବିବାହ କରିଥିବାରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଲେ ବିଧାୟକଙ୍କ ଝିଅ
ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶ ବରେଲିର ଜଣେ ବିଧାୟକଙ୍କ ଝିଅ ଦଳିତ ଯୁବକଙ୍କୁ ବିବାହ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଉଭୟ ସୁରକ୍ଷା ପାଇଁ ନିବେଦନ କରୁଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…
ଭାରତ ନିର୍ମାଣ କରିବ ହଜାରେ ବରାକ୍-୮ କ୍ଷେପଣାସ୍ତ୍ର କିଟ୍ : ବାୟୁସେନାର ଶକ୍ତି ହେବ ବୃଦ୍ଧି
ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମେକ୍ ଇନ୍ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଭାରତ ହଜାରେ ବରାକ୍-୮ କ୍ଷେପଣାସ୍ତ୍ର ନିର୍ମାଣ କରିବ। ଏନେଇ ଭାରତର ହାଇଦ୍ରାବାଦ୍ସ୍ଥିତ କଲ୍ୟାଣୀ ଗ୍ରୁପ୍ ସହିତ ଇସ୍ରାଏଲ୍ର ରାଫାଲ ଆଡଭାନ୍ସଡ୍ ଡିଫେନ୍ସ ସିଷ୍ଟମ୍ ସହିତ କ୍ଷେପଣାସ୍ତ୍ର କିଟ୍…
କୃତ୍ରିମ ହାର୍ଟ ଲଗାଇବାର ବର୍ଷକ ପରେ କାମ କଲା ପ୍ରାକୃତିକ ହାର୍ଟ
ନୂଆଦିଲ୍ଲୀ,୧୧।୭: କୃତ୍ରିମ ହାର୍ଟ ଲାଗିବାର ବର୍ଷକ ପରେ ପୁଣିଥରେ ରୋଗୀଣା ହାର୍ଟ କାମ କରିବା ଘଟଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣା ଘଟିଛି ରାଜଧାନୀ ଦିଲ୍ଲୀରେ। ସୂଚନା ଅନୁଯାୟୀ, ହାର୍ଟରେ ସମସ୍ୟା ନେଇ ଇରାକର ଜଣେ ୫୨ ବର୍ଷୀୟ…
ମହିଳା ତହସିଲଦାରଙ୍କ ଘରେ ଚଢ଼ାଉ
ହାଇଦ୍ରାବାଦ,୧୧।୭: ତେଲେଙ୍ଗାନା ରେଡ୍ଡି ଜିଲାର ଜଣେ ମହିଳା ତହସିଲଦାରଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଆଣ୍ଟି କରପଶନ୍ ବ୍ୟୁରୋ(ଏସିବି) ପକ୍ଷରୁ ଚଢ଼ାଉ କରାଯାଇଛି। ମହିଳା ତହସିଲଦାର ଲାବନ୍ୟାଙ୍କ ଘରେ ଏସିବିର ଟିମ୍ ଚଢ଼ାଉ କରି ୯୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି।…
୪୨ ଗୋତି ଶ୍ରମିକ ମୁକ୍ତ
ଚେନ୍ନାଇ,୧୧।୭: ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି ଯେ, ଦେଶରେ ଗୋତି ଶ୍ରମିକ ନାହାନ୍ତି। ତଥାପି ଏବେ ମଧ୍ୟ ଦେଶର କେତେକ ଅଞ୍ଚଳରେ ଗୋତି ଶ୍ରମିକ ରହିଛନ୍ତି। ସମ୍ପ୍ରତି ତାମିଲନାଡୁ କାଞ୍ଚିପୁରମ୍ ଏବଂ ବିଲ୍ଲୋର ଜିଲାରୁ ୪୨ ଜଣ ଗୋତି ଶ୍ରମିକଙ୍କୁ ମୁକ୍ତ…
ଅଯୋଧ୍ୟା ମାମଲା: ଜୁଲାଇ ୧୮ରେ ଦାଖଲ ହେବ ମଧ୍ୟସ୍ଥତା ରିପୋର୍ଟ; ୨୫ରୁ ଶୁଣାଣି
ନୂଆଦିଲ୍ଲୀ,୧୧।୭: ଅଯୋଧ୍ୟା ମାମଲାରେ ଜୁଲାଇ ୧୮ରେ ମଧ୍ୟସ୍ଥତା ରିପୋର୍ଟ ଦାଖଲ ପାଇଁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଜୁଲାଇ ୨୫ଠାରୁ ଏହି ମାମଲା ଉପରେ ଶୁଣାଣି ହେବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆବେଦନକାରୀ ସୂଚିତ କରିଥିଲେ ଯେ, ଏହି ମାମଲାରେ…
ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ
ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍ ଦ୍ୱାରା ଆରମ୍ଭ କରାଯାଇଥିଲା। କୁହାଯାଏ ଜୁଲାଇ ୧୧ ୧୯୮୭ରେ ବିଶ୍ୱର ଜନସଂଖ୍ୟା ୫ଶହ କୋଟି…
ହଜାରେ ଡିଟୋନେଟର ଓ ବିସ୍ଫୋରକ ଜବତ କଲା ସିଆଇଡି
କୋଲକତା,୧୧।୭: ପଶ୍ଚିମବଙ୍ଗ ବୀରଭୂମ ଅଞ୍ଚଳରୁ ଅପରାଧୀକ ଯାଞ୍ଚ୍ ବିଭାଗ(ସିଆଇଡି) ହଜାରେ ଡିଟୋନେଟର ଜବତ କରିଛି। ଏଗୁଡ଼ିକ ୮ଟି ବ୍ୟାଗ୍ରେ ପ୍ୟାକ୍ ହୋଇ ରହିଥିଲା। ସ୍ଥାନୀୟ ରାମପୁରହାଟସ୍ଥିତ ଏକ ଷ୍ଟୋର୍ରୁମ୍ ଉପରେ ଗୁରୁବାର ଚଢ଼ାଉ କରି ସିଆଇଡିକୁ ଏହି ସଫଳତା ମିଳିଛି। ଏଠାରୁ…
ସୁପ୍ରିମ୍କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଏବଂ ଆନନ୍ଦ ଗ୍ରୋଭରଙ୍କ ଘରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୧୧।୭: ସୁପ୍ରିମ୍କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଓ ଆନନ୍ଦ ଗ୍ରୋଭରଙ୍କ ଘରେ ଏବଂ କାର୍ଯ୍ୟାଳୟରେ ଗୁରୁବାର ସିବିଆଇ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ସେମାନଙ୍କ ପାଖକୁ ବିଦେଶରୁ ଆସୁଥିବା ପାଣ୍ଠିକୁ ନେଇ ଏହି ଚଢ଼ାଉ କରାଯାଉଥିବା କୁହାଯାଉଛି। ଦିଲ୍ଲୀ ଏବଂ ମୁମ୍ବାଇରେ…
ମ୍ୟାନହୋଲ୍ରେ ଖସି ପଡିଲେ ୩ ବର୍ଷର ଶିଶୁ; ମିଳୁନି ସନ୍ଧାନ
ମୁମ୍ବାଇ,୧୧।୭: ଗୁରଗାଓଁର ଆମ୍ବେଦକର ନଗରରେ ବୁଧବାର ରାତିରେ ଜଣେ ୩ ବର୍ଷର ଶିଶୁ ରାସ୍ତାକଡ଼ରେ ଥିବା ମ୍ୟାନହୋଲ୍ରେ ଖସି ପଡିଥିବା ପୋଲିସ ସୂଚନା ଦେଇଛି। ବୁଧବାର ରାତି ପ୍ରାୟ ୧୦ଟା ୨୪ରେ ଘର ବାହାରକୁ ଚାଲିଯିବା ବେଳେ ସେଠାରେ ଥିବା ମ୍ୟାନହୋଲ୍ରେ…
ମହାକାଶ ଅଭିଯାନ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟ, ଶୁକ୍ର ଓ ମଙ୍ଗଳ ଉପରେ ଭାରତର ନଜର
ନୂଆଦିଲ୍ଲୀ,୧୧।୭: ଭାରତ ପକ୍ଷରୁ ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ର ଉତ୍କ୍ଷେପଣ ପାଇଁ ଯୋଜନା ଜାରି ରହିଛି। ଜୁଲାଇ ୧୪-୧୫ରେ ଏହାର ଉତ୍କ୍ଷେପଣ କରାଯିବ। ତେବେ ଏହାପରେ ଭାରତ ସୂର୍ଯ୍ୟ, ଶୁକ୍ର ଏବଂ ମଙ୍ଗଳ ମିଶନ ଆରମ୍ଭ କରିବ। ଆସନ୍ତା ୫ରୁ ୭…
ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ
ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ ଯାଇଥିଲେ। ପରାଜୟ ପାଇଁ ସେ ସ୍ଥାନୀୟ ନେତାଙ୍କୁ ଦୋଷ ଦେଇଛନ୍ତି। ସେମାନେ ଲୋକଙ୍କଠାରୁ ଦୂରେଇ…
Archives


