ଭାରତରେ ଚାଇନା ବାଣ: ସତର୍କ ସୂଚନା ଜାରି
ନୂଆଦିଲ୍ଲୀ,୩୦।୯: ଆଗକୁ ଆଲୋକର ପର୍ବ ଦୀପାବଳି ଆସୁଥିବାରୁ ଘାତକ ଚାଇନା ବାଣ ଭାରତ ପ୍ରବେଶ କରିଛି। ଏନେଇ ଡିଆରଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତୀୟଙ୍କୁ କ୍ଷତି ପହଞ୍ଚାଇବା ଏବଂ ପରିବେଶ ପ୍ରଦୂଷଣ କରିବା ନିମନ୍ତେ ପାକିସ୍ତାନର ବନ୍ଧୁ ଚାଇନା…
ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ
ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ ବୋଲି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ କହିଛନ୍ତି। ମନମୋହନ ଶିଖ୍ ସମ୍ପ୍ରଦାୟର…
ଅନ୍ଲାଇନ୍ରେ ପିଆଜ କିଲୋ ୧୫୦, ଆଳୁ ୧୦୦
ଲକ୍ଷ୍ନୌ,୩୦।୯: ସମଗ୍ର ଦେଶରେ ଏବେ ପିଆଜ ଦର ବୃଦ୍ଧି ପାଇଛି। ଏହାର ବର୍ଦ୍ଧିତ ଦର ସାଧାରଣ ଲୋକଙ୍କ ପକେଟ୍କୁ ସିଧା ମାଡ଼ କରୁଛି। କେଉଁଠି ପିଆଜ କିଲୋ ପ୍ରତି ୬୦ଟଙ୍କା ହୋଇଥିବା ବେଳେ ଆଉ କେଉଁଠି ୮୦ ଟଙ୍କା ହୋଇଛି। ହେଲେ…
କେଜ୍ରିଓ୍ବାଲଙ୍କ ବିବାଦୀୟ ମନ୍ତବ୍ୟ: ଟ୍ରେନ୍ରେ ୫୦୦ ଟଙ୍କାର ଟିକେଟ କାଟି ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ପାଇଁ ଦିଲ୍ଲୀ ଆସୁଛନ୍ତି ବିହାରୀ
ନୂଆଦିଲ୍ଲୀ,୩୦।୯:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିଓ୍ବାଲ ବିହାରବାସୀଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସଞ୍ଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ୩୬୨ ଶଯ୍ୟା ବିଶିଷ୍ଟ ନୂଆ ଟ୍ରମା ସେଣ୍ଟରର ଆଧାରଶିଳା ରଖି ଦିଲ୍ଲୀରେ ମିଳୁଥିବା ଚିକିତ୍ସା ସୁବିଧାକୁ ପ୍ରଶଂସା କରିଛନ୍ତି।…
ମନ୍ତ୍ରୀଙ୍କ ଜୋତା ଫିତା ବାନ୍ଧିଲେ ପିଏସ୍ଓ
ଶିମ୍ଲା,୩୦।୯: ହିମାଚଳ ପ୍ରଦେଶର ଶିମ୍ଲାଠାରେ ଆୟୋଜିତ ଗୁରୁ ପର୍ବ ଅବସରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ମନ୍ତ୍ରୀଙ୍କ ଜୋତାର ଫିତା ବାନ୍ଧିଛନ୍ତି ତାଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ(ପିଏସ୍ଓ)। ଗୁରୁ ନାନକ ଦେବ ଜୀଙ୍କ ପ୍ରକାତ୍ସୋବରେ ହିମାଚଳ ପ୍ରଦେଶ ପ୍ରଦେଶର ମୁଖ୍ୟମନ୍ତ୍ରୀ…
ହନିଟ୍ରାପ୍ ଜାଲରେ ମଧ୍ୟପ୍ରଦେଶର ପୂର୍ବତନ ଏମ୍ପି
ଭୋପାଳ,୩୦।୯: ଦେଶର ସବୁଠୁ ବଡ଼ ହାଇପ୍ରୋଫାଇଲ ହନିଟ୍ରାପ୍ ମାମଲାର ଏସ୍ଆଇଟି ତଦନ୍ତ ଚାଲୁଛି। ଇତି ମଧ୍ୟରେ ମଧ୍ୟପ୍ରଦେଶର ଜଣେ ପୂର୍ବତନ ଏମ୍ପିଙ୍କ ଅଶ୍ଲୀଳ ସିଡୀକୁ ନେଇ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହା ଏବେ ମଧ୍ୟପ୍ରଦେଶ ରାଜନୀତିକୁ ଆହୁରି ସରଗରମ…
ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍ ମିଶନ୍’
ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍ ମିଶନ୍’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିବା ଲାଗି ଅଧିକ ଉଦ୍ୟମ କରିଥାନ୍ତି। ରାତି ୨ଟାରୁ ଭୋର୍ ୫ଟା ମଧ୍ୟରେ…
ବିହାରରେ ଜଳପ୍ରଳୟ, ଉପମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପାଣି
ପାଟନା, ୩୦।୯: ବିହାରରେ ଜଳପ୍ରଳୟ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଛି। କେବଳ ସାଧାରଣ ଲୋକେ ନୁହଁନ୍ତି, ବନ୍ୟା ଯୋଗୁ ନେତାଙ୍କ ନିଦ ମଧ୍ୟ ଉଡିଗଲାଣି।…
ନିରାଶ ହେଲେ ଚିଦାମ୍ବରମ୍: ଜାମିନ୍ ଆବେଦନ ଖାରଜ
ନୂଆଦିଲ୍ଲୀ,୩୦।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ନିରାଶ ହେବାକୁ ପଡ଼ିଛି। ତାଙ୍କର ଜାମିନ୍ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଆଇଏନ୍ଏକ୍ସ ମିଡ଼ିଆ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇ ସେ ଏବେ ତିହାର ଜେଲ୍ ରହିଛନ୍ତି। ଆଇଏନ୍ଏକ୍ସ ମିଡ଼ିଆ…
ପଞ୍ଜାବରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ହାଇଆଲର୍ଟ ଜାରି
ଚଣ୍ଡିଗଡ,୩୦।୯:ପଞ୍ଜାବର ୪ଟି ସହରରେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରିଛନ୍ତି। ଗୁଇନ୍ଦା ସୁତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅମୃତସର, ପଠାନକୋର୍ଟ, ବାଟଲା ଏବଂ ଗୁରୁଦାସପୁରରେ ଆତ୍ମଘାତୀ ଆକ୍ରମଣ ଯୋଜନା ଥିବାରୁ ପଞ୍ଜାବ ପୋଲିସ ପକ୍ଷରୁ ଉକ୍ତ ସହର ଗୁଡିକରେ ହାଇଆଲର୍ଟ ଜାରି କରାଯାଇଛି।…
୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର ଶହୀଦଙ୍କ ପ୍ରତି ପ୍ରକୃତ ଶଦ୍ଧାଞ୍ଜଳି
ଅହମ୍ମଦାବାଦ,୩୦।୯:କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସୋମାବାର ପୁଣି ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ନେଇ ମତ ରଖିଛନ୍ତି। ଅହମ୍ମଦାବାଦରେ ଆୟୋଜିତ ଆରଏଏଫର ୨୭ତମ ସ୍ଥାପନା ଦିବସରେ ଭାଗ ନେଇ ଶାହ କହିଛନ୍ତି, ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର…
ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା
ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏସମ୍ପର୍କରେ ରାଜ୍ୟ ସ୍ତରୀୟ ବ୍ୟାଙ୍କରର୍ସ କମିଟି(ଏସ୍ଏଲ୍ବିସି) ବିଧିବଦ୍ଧ ପଦକ୍ଷେପ ନେବ।…
Archives


