୨୬ ଯାତ୍ରୀଙ୍କୁ ବିମାନରୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ କହିଲା ଏୟାର ଫ୍ରାନ୍ସ୍
ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରୁ ଫ୍ରାନ୍ସ୍ ଯାଉଥିବା ଏୟାର ଫ୍ରାନ୍ସ୍ର ବିମାନ ଏଫ୍-୨୨୫ରୁ ୨୬ଜଣ ଯାତ୍ରୀଙ୍କୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ ବୁଧବାର ସକାଳେ ଅନୁରୋଧ କରାଯାଇଛି। ଯାତ୍ରୀଙ୍କ ଲଗେଜ୍ ଅଧିକ ଥିବାରୁ ଏପରି କରାଯାଇଥିବା କୁହାଯାଉଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି କରାଯାଇଥିବା…
ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା
ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ସୂଚନାଯୋଗ୍ୟ, ଅମରୋହା ଜିଲାର ଆଦମପୁର ଅଞ୍ଚଳରେ…
କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ଜୀବନ ପ୍ରତି ବିପଦ: ମୁମ୍ବାଇ ପୋଲିସ କମିଶନରଙ୍କୁ ଲେଖିଲେ ଚିଠି
ମୁମ୍ବାଇ,୧୦।୭: କର୍ନାଟକର ୧୦ ବିଦ୍ରୋହୀ ବିଧାୟକ ମୁମ୍ବାଇର ରୋନିସଂସ୍ ହୋଟେଲରେ ରହିଛନ୍ତି। ତେବେ ଜୀବନ ପ୍ରତି ବିପଦ ଥିବା ନେଇ ସେମାନେ ମୁମ୍ବାଇ ପୋଲିସ କମିଶନରଙ୍କୁ ଚିଠି ଲେଖିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବିଦ୍ରୋହୀ ବିଧାୟକଙ୍କ ଚିଠି ପୋଲିସ କମିଶନରଙ୍କୁ ମିଳିଥିଲା।…
ବିଧାୟକଙ୍କ ବୁଝାଇବା ପାଇଁ ମୁମ୍ବାଇରେ ପହଞ୍ଚିଲେ କଂଗ୍ରେସର ସଙ୍କଟମୋଚକ ଶିବକୁମାର
ବେଙ୍ଗାଲୁରୁ, ୧୦।୭: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ଥମିବାର ନାଁ ନେଉନି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ ହେଁ ଗୋଟିଏ ପରେ ଗୋଟିଏ ଝଟକା ସେମାନଙ୍କୁ ପୂରା ଦୋହଲାଇ ଦେଇଛି। ଫଳରେ ମୁମ୍ବାଇର…
ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍ ଜେଟ୍ କର୍ମଚାରୀଙ୍କ ମୃତ୍ୟୁ
କୋଲକତା,୧୦।୭: ପଶ୍ଚିମବଙ୍ଗ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏକ ଅଭାବନୀୟ ଘଟଣା ଘଟିଛି। ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍ ଜେଟ୍ ଟେକ୍ନିସିଆନ୍ ରୋହିତ ପାଣ୍ଡେଙ୍କର ମୃତ୍ୟୁ ଘଟିଛି। ରାତି ପ୍ରାୟ ଗୋଟାଏ ସମୟରେ ରୋହିତ୍…
୬୮ ବର୍ଷରେ ପାଦଦେଲେ ରାଜନାଥ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ଶାହ ଜଣାଇଲେ ଅଭିନନ୍ଦନ
ନୂଆଦିଲ୍ଲୀ,୧୦।୭: ଭାଜପା ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ୬୮ ବର୍ଷରେ ପାଦଦେଇଛନ୍ତି। ସେ ୧୯୫୧ ଜୁଲାଇ ୧୦ରେ ଉତ୍ତରପ୍ରଦେଶ ଚାନ୍ଦୌଲିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,…
ମଦ ନିଶାରେ ହାତରେ ୪ ବନ୍ଧୁକ ଧରି ନାଚିଲେ ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ
ଡେରାଡୁନ୍,୧୦।୭: ଉତ୍ତରାଖଣ୍ଡର ଭାଜପା ବିଧାୟକ କୁଓ୍ବଁର ପ୍ରଣବ ସିଂ ଚମ୍ପିୟନ ସବୁବେଳେ ବିବାଦ ଘେରରେ ରହି ଆସିଛନ୍ତି। ଏବେ ପୁଣି ଥରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମଦ ନିଶାରେ ଚୁର୍ ହୋଇ ପ୍ରଣବ ହାତରେ ୪ଟି ବନ୍ଧୁକ ଧରି…
ରାହୁଲଙ୍କୁ ପୁଣି ସମନ୍
ଅହମଦାବାଦ,୧୦ା୭ (ପି.ଟି.): ଗୁଜରାଟର ଏକ କୋର୍ଟ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ପୁଣି ସମନ୍ କରିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହଙ୍କୁ ‘ହତ୍ୟା ଅଭିଯୁକ୍ତ’ ବୋଲି କହିବା ପରେ ସ୍ଥାନୀୟ ଜଣେ ଭାଜପା ନେତା ରାହୁଲଙ୍କ ବିରୋଧରେ ମାନହାନି…
ପୁରୀକୁ ସାଂସ୍କୃତିକ ରାଜଧାନୀ କର: ଅନୁଭବ
ନୂଆଦିଲ୍ଲୀ,୧୦ା୭: ପୁରୀକୁ ଦେଶର ସାଂସ୍କୃତିକ ରାଜଧାନୀ କରିବା ପାଇଁ ଭାଜପା ଏହାର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା। ଏହାକୁ ବାସ୍ତବରେ ପରିଣତ କରିବା ପାଇଁ ବିଜେଡି ଏମ୍ପି ଅନୁଭବ ମହାନ୍ତି ସ୍ମରଣ କରାଇ ଦେଇଛନ୍ତି। ଲୋକ ସଭାରେ ମଙ୍ଗଳବାର ସେ କହିଛନ୍ତି,…
ତଳ କୋର୍ଟରେ ପଦବୀ ଖାଲି: ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦ା୭(ପି.ଟି.): ହାଇକୋର୍ଟଗୁଡ଼ିକରେ କେତେ ସଂଖ୍ୟକ ବିଚାରବିଭାଗୀୟ ଅଧିକାରୀ ପଦବୀ ଖାଲି ପଡ଼ିଛି ସେନେଇ ସୁପ୍ରିମକୋର୍ଟ ମଙ୍ଗଳବାର ରିପୋର୍ଟ ମାଗିଛନ୍ତି। ଏହାସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ହାଇକୋର୍ଟ ରେଜିଷ୍ଟ୍ରାର୍ ଓ ଆଇନ ସଚିବମାନଙ୍କୁ ଜୁଲାଇ ୩୧ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ…
୨ ବର୍ଷରେ ଭାଜପା ପାଇଛି ୯୧୫ କୋଟି
ନୂଆଦିଲ୍ଲୀ,୧୦ା୭ (ପି.ଟି.): ଭାଜପା ୨୦୧୬ରୁ ୨୦୧୮ ମଧ୍ୟରେ ୧୫ ଶହ ଶିଳ୍ପ ଜଗତରୁ ୯୧୫ କୋଟିରୁ ଅଧିକ ଟଙ୍କା ଚାନ୍ଦା ଆକାରରେ ପାଇଛି। ଏହି ସମୟ ମଧ୍ୟରେ କଂଗ୍ରେସକୁ ମିଳିଥିବା ଚାନ୍ଦାଠାରୁ ଏହା ୧୬ଗୁଣରୁ ଅଧିକ ବୋଲି ଜଣାପଡ଼ିଛି। ଏହି ଦୁଇବର୍ଷ…
ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା
ମୁମ୍ବାଇ,୧୦ା୭ (ଆଇଏଏନ୍ଏସ୍): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ମୁହଁଖୋଲି କହିଛନ୍ତି। ଓସ୍ମାନାବାଦ୍ ତେର୍ନା ଚିନିକଳ ଦୁର୍ନୀତି ସମ୍ପର୍କରେ ମୁହଁ ଖୋଲିଲେ ତାଙ୍କୁ ହତ୍ୟା…
Archives


