ଜାତୀୟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୨।୩: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। ବିଶେଷ କରି ଉତ୍ତର ପ୍ରଦେଶରେ ପାଖାପାଖି ୩ଶହ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିବା ସୂଚନା ମିଳିଛି। ଏହାକୁ ଦେଖିବା ପରେ...

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। ବିହାର ମଧୁବନରେ ଦୁଇ ହାତ ନ ଥିବା ଜଣେ ବିଦ୍ୟାଙ୍ଗ ଯୁବକ ଗୋଡ ଆଙ୍ଗୁଳିରେ କାଳି...

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମଙ୍ଗଳବାର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଏହାପରେ ନିର୍ଦ୍ଧାରିତ ସମୟଠାରୁ ଅଢ଼େଇଘଣ୍ଟା ବିଳମ୍ବରେ ବରଯାତ୍ରୀ କନ୍ୟାଘର ଅଭିମୁଖେ ଯାତ୍ରା ଆରମ୍ଭ କରିଥିବା ଜଣାପଡ଼ିଛି। ସ୍ଥାନୀୟ ତପକରା ଥାନା...

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ଗୁଆହାଟି,୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରତ୍ୟେକ ନାଗରିକ ସେମାନଙ୍କ ଭୋଟଦାନ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ କୁହାଯାଉଛି। ଏବେ ଏଥିରୁ ବାଦ୍‌ ଯାଇ ନାହାଁନ୍ତି ଆସାମର ଜଣେ କର୍କଟ ପୀଡିତ...

ପଦ୍ମ ଧରିଲେ ଅଭିନେତା ସନ୍ନି

ନୂଆଦିଲ୍ଲୀ,୨୩।୪: ଚଳିତ ଲୋକ ସଭା ନିର୍ବାଚନ ଅବସରରେ କେତେଜଣ ବଲିଉଡ୍‌ ତାରକା ରାଜନୀତିରେ ପାଦ ରଖିଛନ୍ତି। ଏହି କ୍ରମରେ ମଙ୍ଗଳବାର ପଦ୍ମ ଧରିଛନ୍ତି ବଲିଉଡ୍‌ ଅଭିନେତା ସନ୍ନି ଦେଓଲ। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ...

ମୁର୍ଶିଦାବାଦରେ ୧୭.୫୪ ପ୍ରତିଶତ ଭୋଟିଂ: ମତଦାନ କେନ୍ଦ୍ରରେ ଉତ୍ତେଜନା, ୩ ଟିଏମ୍‌ସି କର୍ମକର୍ତ୍ତା ଆହତ

ମୁର୍ଶିଦାବାଦ,୨୩।୪:  ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ସକାଳୁ ମତଦାତାମାନେ ବହୁ ଉତ୍ସାହର ସହ ଭୋଟଦାନ କରିଥିବା ବେଳେ ୧୧ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି। ଏଥିସହ ସମ୍ବେଦନଶୀଳ ଓ ଅତିସମ୍ବେଦନଶୀଳ ବୁଥ୍‌ ଗୁଡ଼ିକରେ ପ୍ରଶାସନ...

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର ନ କରି ସକାଳୁ ମତଦାନ କେନ୍ଦ୍ର ସମ୍ମୁଖରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ...

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା...

ଆଇଇଡିଠାରୁ ଶକ୍ତିଶାଳୀ ଭୋଟର ଆଇଡି: ମୋଦି

ଅହମ୍ମଦାବାଦ,୨୩।୪: ଭୋକ ସଭା ନିର୍ବାଚନ ୨୦୧୯ର ତୃତୀୟ ପର୍ଯ୍ୟାୟ ମତଦାନ କାର୍ଯ୍ୟକ୍ରମକୁ ନେଇ ସାରା ଦେଶ ଚଳଚଞ୍ଚଳ। ଏହି ପର୍ଯ୍ୟାୟରେ ଅନେକ ହେଭିଓ୍ବେଟ ନେତାଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମଙ୍ଗଳବାର ଅନୁଷ୍ଠିତ...

ଜ୍ୱର ସାଜିଲା ପ୍ରତିବନ୍ଧକ: କଲ୍ୟାଣ ସିଂ ଏଡିସି ଗ୍ରାମବାସୀ ଦେଲେନି ଭୋଟ

ଢ଼ଳାଇ,୨୩।୪: ଗାଁରେ ଜ୍ୱରରେ ଶହେରୁ ଅଧିକ ଲୋକ କମ୍ପୁଛନ୍ତି। ଗତ ଏକ ସପ୍ତାହରୁ ଅଧିକ ଦିନ ଧରି ଜ୍ୱର ଛାଡୁନି। ତେଣୁ ତ୍ରିପୁରାର ରାଜଧନପରା ଅନ୍ତର୍ଗତ କଲ୍ୟାଣ ସିଂ ଏଡିସି ଗ୍ରାମବାସୀ ମତଦାନ ଅଧିକାର ସାବ୍ୟସ୍ତରୁ ବିରତ ରହିଛନ୍ତି। ଗାଁରେ...

ସ୍ବତନ୍ତ୍ର ବୁଥ୍‌ରେ ଭୋଟ ଦେଲେ ଜମ୍ମୁ-କଶ୍ମୀର ପଣ୍ଡିତ

ଉଦ୍ଧମପୁର,୨୩।୪: ସୋମବାର ସକାଳ ୭ଟାରୁ ଦେଶର ବିଭିନ୍ନ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ କାର୍ଯ୍ୟକ୍ରମ। ଜମ୍ମୁ-କଶ୍ମୀରର ଅଧିକାଂଶ ଅଞ୍ଚଳ ସମ୍ବେଦନଶୀଳ ଥିବା ବେଳେ ଏଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ଜମ୍ମୁ-କଶ୍ମୀରର ପଣ୍ଡିତମାନଙ୍କ ପାଇଁ ଉଦ୍ଧମପୁରରେ...

ପାକିସ୍ତାନ ଜେଲ୍‌ରେ ଏବେ ବି ୩ ଶହ ୫୫ ଭାରତୀୟ ଧୀବର

ଅମୃତସର,୨୩।୪: ପାକିସ୍ତାନର ବିଭିନ୍ନ ଜେଲ୍‌ରେ ଏବେ ବି ୩ ଶହ ୫୫ ଜଣ ବନ୍ଦୀ ଅଛନ୍ତି। ସେମାନଙ୍କ ମଧ୍ୟରେ ୫ ସାଧାରଣ ନାଗରିକ ରହିଛନ୍ତି। ଅନ୍ୟମାନେ ଧୀବର ବୋଲି କୁହାଯାଉଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri