ଜାତୀୟ

ଏମ୍ସରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, , ୧୮ା୮(ପି.ଟି.): ଶନିବାର ସନ୍ଧ୍ୟାରେ ଏମ୍ସର ଇମର୍ଜେନ୍ସି ଓ୍ବାର୍ଡ ନିକଟରେ ଅଗ୍ନିକାଣ୍ଡ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସଙ୍ଗେସଙ୍ଗେ ଚାରିଆଡ଼ ଧୂଆଁମୟ ହୋଇପଡ଼ିଥିଲା। ୩୪ଟି ଦମକଳ ଗାଡ଼ିରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ସଙ୍ଗେ ସଙ୍ଗେ ସେଠାରେ ପହଞ୍ଚି ନିଆଁକୁ…

ଆତଙ୍କବାଦୀ ଆକ୍ରମଣ ଆଶଙ୍କା: କର୍ନାଟକରେ କଡ଼ା ସୁରକ୍ଷା

ବେଙ୍ଗାଲୁରୁ,୧୮ା୮(ପି.ଟି.): ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ ଆତଙ୍କବାଦୀ ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ସେଠାର ବୃହତ୍‌ ସହରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ଗଳିକନ୍ଦିଗୁଡିକରେ ବ୍ୟାପକ ପୋଲିସ ଓ ଅର୍ଦ୍ଧସାମରିକ ଯବାନ ମୁତୟନ କରାଯିବା…

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ୧୧ ଦୃଷ୍ଟିଶକ୍ତି ହରାଇଲେ

ଭୋପାଳ,୧୮ା୮(ଆଇଏଏନ୍‌ଏସ୍‌): ଇନ୍ଦୋର ଆଇ ହସ୍ପିଟାଲ୍‌ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ୧୧ ଜଣ ଦୃଷ୍ଟିଶକ୍ତି ହରାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ ଅସ୍ତ୍ରୋପଚାର କକ୍ଷକୁ ସିଲ୍‌ କରିଦେବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଅନ୍ଧତ୍ୱ ଦୂରୀକରଣ କାର୍ଯ୍ୟକ୍ରମରେ ଗତ ୮ ତାରିଖରେ…

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ ଅବସରପ୍ରାପ୍ତ ସାମରିକ ଓ ପ୍ରଶାସନିକ ଅଧିକାରୀ ରାଷ୍ଟ୍ରପତୀୟ ନିର୍ଦ୍ଦେଶନାମା ବିରୋଧରେ ସର୍ବୋଚ୍ଚ ଅଦାଲତରେ ପିଟିଶନ୍‌…

ସ୍ବାଭାବିକ ବାଟରେ ଉପତ୍ୟକା

ଶ୍ରୀନଗର/ଜମ୍ମୁ,୧୮ା୮(ପି.ଟି.): କଶ୍ମୀର ଉପତ୍ୟକା ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। କେତେକ ଅଞ୍ଚଳରେ ଜନସାଧାରଣଙ୍କ ଚଳପ୍ରଚଳ ଉପରେ ରହିଥିବା କଟକଣାକୁ ଶନିବାର କୋହଳ କରିଦିଆଯାଇଛି। ଏଥିସହିତ ବିଭିନ୍ନ ଅଞ୍ଚଳରେ ଲ୍ୟାଣ୍ଡଲାଇନ ଟେଲିଫୋନ ସେବା ଆରମ୍ଭ ହୋଇଥିବାବେଳେ ଜମ୍ମୁର ୫ଟି ଜିଲାରେ ୨ଜି…

ତିଷ୍ଠି ରହିବାକୁ ସଂଗ୍ରାମ କରୁଛି ସଂସ୍କୃତ ଖବରକାଗଜ ‘ସୁଧର୍ମା’

ମହୀଶୂର: ଦେବ ଭାଷା ସଂସ୍କୃତ। ଏହି ଭାଷାର ଲୋକପ୍ରିୟତା ବୃଦ୍ଧି କରିବା ପାଇଁ ଦେଶରେ ବିଶ୍ୱ ସଂସ୍କୃତ ସପ୍ତାହ ପାଳନ କରାଯାଉଛି। କିନ୍ତୁ ଏବେ ମହୀଶୂରରୁ ପ୍ରକାଶିତ ଏକମାତ୍ର ସଂସ୍କୃତ ଖବରକାଗଜ ‘ସୁଧର୍ମା’ ତିଷ୍ଠି ରହିବା ପାଇଁ ସଂଗ୍ରାମ କରୁଛି। ସଂସ୍କୃତ…

ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଶିକ୍ଷା: ଆଇନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ ବିଚାରପତି ପରିଷଦ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେଇ ରବିଶଙ୍କର ଏହା କହିଛନ୍ତି।…

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ ହୋଇଛି ଯେ, ଏବେ ଦେଶରେ ଆଉ ଆମେ ୫ ଆମର ୨୫ ନୀତି ଚଳିବନି।…

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ସେ ଶନିବାର ଯୋଗୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତେବେ…

ଯେଉଁଠି ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ ଟ୍ରାକ୍‌। ଏଠାରେ ପ୍ରଭୁ ହନୁମାନଙ୍କୁ ସମ୍ମାନ ଜଣାଇ ଟ୍ରେନ୍‌ ଆପଣାଛାଏଁ ଅଟକିଯାଇଥାଏ ବୋଲି ଲୋକେ…

ଭେଣ୍ଟିଲେଟରରୁ ଇସିଏମ୍‌ଓକୁ ଗଲେ ଜେଟଲୀ

ନୂଆଦିଲ୍ଲୀ,୧୭।୮: ରାଜଧାନୀ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଭେଣ୍ଟିଲେଟରରୁ ଇସିଏମ୍‌ଓ ବା Extracorporeal membrane oxygenation (ECMO)କୁ ସ୍ଥାନାନ୍ତର ହୋଇଛନ୍ତି। ସାଧାରଣତଃ ହୃଦଘାତ ସମସ୍ୟା ବା ଫୁସ୍‌ଫୁସ୍‌…

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ ସେ କ୍ଷମା କରିଦିଅନ୍ତୁ। କାରଣ ସ୍ତ୍ରୀ-ସ୍ବାମୀ ସମ୍ପର୍କ ସାତ ଜନ୍ମର। ସ୍ବାମୀ ଜଣଙ୍କ କାହିଁକି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri