ଜାତୀୟ

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ବାର୍ତ୍ତା ଦେବେ। କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ପଦଯାତ୍ରା କରାଯିବ। ଏଥିରେ ଅଧ୍ୟକ୍ଷା…

ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ,…

ଭୁଲ୍‌ ଲେନ୍‌ରେ ଥିବା ବସ୍‌ ଆଗରେ ସ୍କୁଟି ରଖିଲେ ମହିଳା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୬।୯: ଏବେ ଜଣେ ମହିଳାଙ୍କ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଲେଡି ଡନ୍‌ ଷ୍ଟାଇଲ୍‌ରେ ଭୁଲ୍‌ ଲେନ୍‌ରେ ଥିବା ଏକ ବସ୍‌ ଆଗରେ ନିଜ ସ୍କୁଟିକୁ ଅଟକାଇ ରଖିଛନ୍ତି। ଭିଡ଼ିଓଟି କେରଳର ବୋଲି କୁହାଯାଉଛି। ତେବେ…

୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି

କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି। ଏଠାରେ ଭବ୍ୟ ପୂଜା ପେଣ୍ଡାଲକୁ ନେଇ ସାରା ଦେଶରେ ପ୍ରସିଦ୍ଧ। ଇତିମଧ୍ୟରେ କୋଲକାତାରେ…

ପ୍ରବଳ ବର୍ଷା: ବନ୍ୟା ଜଳରେ ଭାସିଗଲା ଗାଡ଼ି

ମୁମ୍ବାଇ,୨୬।୯: ମହାରାଷ୍ଟ୍ର ପୁଣେରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। କେତେକ ଅଞ୍ଚଳରେ ଘର ଭିତରେ ଛାତିଏ ପାଣି ଠିଆ ହୋଇ ରହିଛି। କିଛି ଅଞ୍ଚଳରେ ୨ ମହଲା ଘରେ ମଧ୍ୟ ବନ୍ୟାଜଳ ପଶିଥିବା କୁହାଯାଉଛି। ବନ୍ୟାଜଳରେ ରାସ୍ତାରେ…

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର ଭାଜପାର କିଛି କର୍ମକର୍ତ୍ତାମାନେ କେଜରିଓ୍ବାଲଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବୁଧବାର…

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ହନିଟ୍ରାପରେ ୪୦ଜଣ କଲ୍‌ ଗର୍ଲ ରହିଥିବା ବେଳେ…

ଲୁଙ୍ଗି, ଚପଲ ପିନ୍ଧି ଗାଡି ଚଳାଇବା ଉପରେ ମତ ରଖିଲେ ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହେବାପରେ ଲୋକଙ୍କ ବହୁ ସଂଖ୍ୟାରେ ଚାଲାଣ କଟୁଥିବା ଦେଖିବାକୁ ମିଳିଛି। ନିକଟରେ ଲୁଙ୍ଗି ଓ ଚପଲ ପିନ୍ଧି ଗାଡି ଚଳାଇଲେ ବି ଚାଲାଣ କଟିବ ବୋଲି ଶୁଣିବାକୁ ମିଳିଥିଲା। ହେଲେ ଏନେଇ…

ଆଇନ ଅନୁସାରେ ମହାତ୍ମା ନୁହଁନ୍ତି ଜାତିର ପିତା: ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ସୂଚନା

ନୂଆଦିଲ୍ଲୀ,୨୬।୯: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ଜାତିର ପିତା ବୋଲି କହିଛନ୍ତି। ଏହାକୁ କଂଗ୍ରେସ ନେତା ନାପସନ୍ଦ କରିଛନ୍ତି। ଜାତିର ପିତା ଭାବେ ମହାତ୍ମା ଗାନ୍ଧୀଙ୍କୁ କୁହାଯାଉଥିବାରୁ ମୋଦିଙ୍କ ପାଇଁ ଏହା ପ୍ରଯୁଯ୍ୟ ନୁହେଁ…

ରାଜସ୍ଥାନ ଝିଅଙ୍କୁ ଚେଞ୍ଜ୍‌ ମେକର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ: ବିଲ୍‌ ଆଣ୍ଡ୍‌ ମିଲିନ୍ଦା ଗେଟ୍ସ ଫାଉଣ୍ଡେଶନ ପକ୍ଷରୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୁହେଁ ଆଉ ଜଣେ ଭାରତୀୟଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ସ୍ବଚ୍ଛ ଭାରତ ମିଶନ୍‌ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଗ୍ଲୋବାଲ୍‌ ଗୋଲ୍‌କିପର୍ସ ଆଓ୍ବାର୍ଡ ଦେଇ ସମ୍ମାନିତ କରିଛି ଫାଉଣ୍ଡେଶନ।…

ପୁଣି ଜମ୍ମୁ-କଶ୍ମୀରରେ ଗସ୍ତରେ ଗଲେ ଅଜିତ ଡୋଭାଲ

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବୁଧବାର ପୁଣି ଥରେ ଶ୍ରୀନଗରରେ ପହଞ୍ଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ଗତ ଦେଢ ମାସ ଭିତରେ ଡୋଭାଲଙ୍କ ଏହା ଦ୍ୱିତୀୟ କଶ୍ମୀର ଗସ୍ତ। ଏହି ଗସ୍ତ କାଳରେ ସେ ସୁରକ୍ଷା…

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌ ମହାଭାରତ ସମୟରେ ପ୍ରଥମେ ପ୍ରସ୍ତୁତ କରାଯାଇଥିଲା ବୋଲି କେତେକ କୁହନ୍ତି। ମଗଧ ସାମ୍ରାଜ୍ୟରେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri