ଜାତୀୟ

ଆମ୍ବୁଲାନ୍ସ ନ ମିଳିବାରୁ ମରାଠି କଳାକାରଙ୍କ ସହ ନବଜାତକର ମୃତ୍ୟୁ

ମୁମ୍ବାଇ,୨୨।୧୦: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ନ ମିଳିବା ରୋଗୀ ବା ଗର୍ଭବତୀ ଖଟିଆରେ ବୁହାହେବା ଅବା ଚାଲି ଚାଲି ହସ୍ପିଟାଲ ଯିବା ଖବର ଦେଖିବାକୁ ମିଳିଛି। ହେଲେ ରବିବାର ମୁମ୍ବାଇରୁ ପ୍ରାୟ ୬ଶହ କିଲୋମିଟର ଦୂର ହିଂଗୋଲି ଜିଲାରେ ଜଣେ ମରାଠି…

ରାସ୍ତାକଡରେ ଥିବା ଚିକେନ-ମଟନ ଦୋକାନକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଯୋଗୀ

ଲକ୍ଷ୍ନୌ,୨୨।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନୂଆ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଅନୁସାରେ ଦୀପାବଳି ସମୟରେ ରାସ୍ତାକଡରେ ବିକ୍ରି ହେଉଥିବା ଚିକେନ-ମଟନ ଦୋକାନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏଥିସହ ଜୁଆ ଖେଳୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ…

ଚେତୁନି ପାକିସ୍ତାନ ପୁଣି କଲା ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ,୨୨।୧୦: ଭାରତ ପକ୍ଷରୁ ପିଓକେରେ ନିକଟରେ କରାଯାଇଥିବା ମିନି ସର୍ଜିକାଲ ଷ୍ଟ୍ରାଇକ ପରେ ବି ଚେତୁନି ପାକିସ୍ତାନ। ମଙ୍ଗଳବାର ମେନ୍ଧରର ବାଲାକୋଟ ସେକ୍ଟରରେ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଭାରତ ମଧ୍ୟ ଏହାର କଡା ଜବାବ ଦେଇଛି। ଏବେ ଦୁଇ…

ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିତ ୮ ମାମଲା ସୁପ୍ରିମ୍‌କୋର୍ଟ ସ୍ଥାନାନ୍ତର: ୨୦୨୦ ସୁଦ୍ଧା ଆସିବ ଆଇନ

ନୂଆଦିଲ୍ଲୀ,୨୨।୧୦: ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିରେ ହାଇକୋର୍ଟରେ ଦାଖଲ ହୋଇଥିବା ୮ ମାମଲାକୁ ସୁପ୍ରିମ୍‌କୋର୍ଟକୁ ସ୍ଥାନାନ୍ତର କରାଯାଇଛି। ଏଣିକି ଏହାର ଶୁଣାଣି ସର୍ବୋଚ୍ଚ ଆଦାଲତରେ କରାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ କହିଲେ ଯେ, ସମ୍ପର୍କିତ ସୋସିଆଲ୍‌…

ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା #BharatKiLaxmi ଅଭିଯାନରେ ତାଙ୍କୁ ଦେଖିବାକୁ ମିଳିଛି।…

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲ ଆଇନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧୦: ଉତ୍ତରପ୍ରଦେଶରେ ଜଙ୍ଗଲ ଆଇନ ଚାଲିଛି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ ବିରକ୍ତ ହୋଇ କହିଛନ୍ତି। ରାଜ୍ୟ ପ୍ରଶାସନ ପାଖରେ କୌଣସି ମାମଲା ସମ୍ପର୍କରେ ଆଇନଗତ ତଥ୍ୟ ନ ଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି। ଯଦି ରାଜ୍ୟରେ…

ଜିନ୍ସ ଓ କେପ୍ରି ପିନ୍ଧିଲେ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଚେନ୍ନାଇ୨୨।୧୦: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ଲାଗୁ ହେବା ପରେ ଲୋକେ ସଚେତନ ହୋଇ ଉଠିଛନ୍ତି। ଆରଟିଓ ଅଫିସରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମହିଳାଙ୍କଠାରୁ ଆରମ୍ଭ କରି ଯୁବତୀ ଏବଂ ବୟସ୍କ ବ୍ୟକ୍ତିଙ୍କ ଲମ୍ବାଧାଡ଼ି ଦେଖିବାକୁ ମିଳୁଛି। ହେଲେ ଲାଇସେନ୍ସ…

୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ମିଳିବନି ସରକାରୀ ଚାକିରି

ଗୁଆହାଟୀ,୨୨।୧୦: ଏଣିକି ୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ସରକାରୀ ଚାକିରି ମିଳିବନି। ଆସାମ ସରକାର ୨୦୨୧ ଜାନୁୟାରୀ ୧ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଭୂମିହୀନ ଶ୍ରମିକଙ୍କୁୁ…

ନୋବେଲ ବିଜେତା ଅଭିଜିତଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନୋବେଲ ବିଜେତା ଅଭିଜିତ ବାନାର୍ଜୀଙ୍କୁ ସାକ୍ଷାତ୍‌ କରିଛନ୍ତିି। ଏହାପରେ ମୋଦି କହିଛନ୍ତି ଏହା ଏକ ଭଲ ସାକ୍ଷାତ୍‌କାର ଥିଲା। ମାନବ ସଶକ୍ତିକରଣ ପ୍ରତି ଅଭିଜିତଙ୍କ ଯେଉଁ ଦୃଷ୍ଟିଭଙ୍ଗି ରହିଛି ତାହା ସ୍ପଷ୍ଟ ବାରିହୋଇ ପଡିଛି।…

ନିଜକୁ କଳ୍‌କି ଭଗବାନ କହୁଥିବା ବିଜୟଙ୍କ ଆଶ୍ରମରେ ଚଢ଼ାଉ: ୫ଶହ କୋଟି ଟଙ୍କା ଜବତ

ଚେନ୍ନାଇ,୨୨।୧୦: ନିଜକୁ ବିଷ୍ଣୁଙ୍କ ଅବତାର କହି କଳକି ଭଗବାନ ନାଁରେ ବେଶ୍‌ ପରିଚିତ ଥିବା ୭୦ ବର୍ଷୀୟ ବିଜୟ କୁମାରଙ୍କ ଭିନ୍ନ ଭିନ୍ନ ଆଶ୍ରମରେ ଆୟକର ବିଭାଗ ଚଢ଼ାଉ କରିଛି। ଏହି ଚଢ଼ାଉରେ ପ୍ରାୟ ୫୦୦କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି।…

ଫସଲ ବିକି ୫୦ ହଜାର ଟଙ୍କା ସାଇତି ରଖିଥିଲେ କୃଷକ, ମୂଷା ଟିକି ଟିକି କରିଦେଲା

ଚେନ୍ନାଇ,୨୨।୧୦: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ଫସଲ ବିକି ୫୦ ହଜାର ଟଙ୍କା ଜଣେ କୃଷକ ବାକ୍ସରେ ସାଇତି ରଖିଥିବାବେଳେ ତାକୁ ମୂଷା ଟିକି ଟିକି କରିଦେଇଛି। ସୂଚନାଯୋଗ୍ୟ, କୋଏମ୍ବାଟୁର ଜିଲାର ଭେଲିଂଗାଡୁ ଗ୍ରାମରେ ରହୁଥିବା ରଙ୍ଗରାଜ…

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ କରାଯାଇଛି। କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁ କରାଯିବା ପାଇଁ ସୁପାରିଶ୍‌ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?