ଜାତୀୟ

ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବାରୁ ୨ ଦଳିତଙ୍କୁ ପିଟି ପିଟି ହତ୍ୟା

ଶିବପୁରୀ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଜିଲା ଭାଭଖେଡ଼ି ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବା ଅଭିଯୋଗରେ ୨ଜଣ ଦଳିତ ଶିଶୁଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତ ଶିଶୁ ୨ଜଣଙ୍କ ବୟସ ୧୦…

ଧାନବାଦକୁ ଘାରିଛି କୁକୁର ଭୟ

ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର। ଆତଙ୍କବାଦୀଙ୍କ ଭୟ ସହରକୁ ଯେତିକି ନାହିଁ ତା’ଠାରୁ କୁକୁର ଭୟ ବେଶି ଘାରିଛି। ସହରରେ…

୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍‌

ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍‌ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି। ୧୯୫୦ରେ ଜନ୍ମିତ ଠାକୁର ଲେଖାପଢା ଓ ଶିଖିବାରେ କୌଣସି ବୟସ ନ ଥାଏ…

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ଦ୍ଦାର ପଟେଲଙ୍କ ନାମରେ ରାଷ୍ଟ୍ରୀୟ ପୁରସ୍କାର ଆରମ୍ଭ କରାଯିବା ନେଇ…

ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା

ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍‌ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ କରିଛନ୍ତି। ମାସକ ପୂର୍ବରୁ ଚିନ୍ମୟାନନ୍ଦଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ହୋଇଥିବା ବେଳେ ଭାଜପା…

ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ। ଏହାକୁ ଲୋକେ ଲୋଟସ୍‌ ଟେମ୍ପଲ କୁହନ୍ତି। ଦିନରେ ମୋତି ପରି ଚମକୁଥିବା ଏହି…

ସାଉଥ କମେଡିଆନଙ୍କ ପରଲୋକ

ହାଇଦ୍ରାବାଦ,୨୫।୯: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅଗଧାଡ଼ିର କମେଡିଆନ ବେଣୁ ମାଧବଙ୍କ ନିଧନ। ଦୀର୍ଘ ଦିନରୁ ବେଣୁ କିଡନୀ ଓ ଲିଭର ରୋଗରେ ଆକ୍ରାନ୍ତ ଥିବା ବେଳେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ସିକନ୍ଦରାବାଦ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା।…

ପାଣି ଟାଙ୍କି ଉପରୁ ଡେଇଁପଡ଼ି ଛାତ୍ରୀଙ୍କ ଆତ୍ମହତ୍ୟାା

ଭୋପାଳ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଛାତ୍ରୀ ପାଣି ଟାଙ୍କି ଉପରୁ ଡେଇଁପଡ଼ି ଆତ୍ମହତ୍ୟା କରିଛନ୍ତି। ପୋଲିସ ତାଙ୍କୁ ଅଟକାଇବା ପାଇଁ ବହୁ ଚେଷ୍ଟା କରିବା ସତ୍ତ୍ୱେ ମଧ୍ୟ ବିଫଳ ହୋଇଛି। ସୂଚନାଯୋଗ୍ୟ,…

ଭାରତୀୟ କୋଷ୍ଟ ଗାର୍ଡରେ ସାମିଲ୍‌ ହେଲା ‘ବରାହ’

ଚେନ୍ନାଇ,୨୫।୯: ଭାରତୀୟ କୋଷ୍ଟ ଗାର୍ଡରେ ‘ବରାହ’ ପାଟ୍ରୋଲିଂ ଜାହାଜ ସାମିଲ୍‌ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଆୟୋଜିତ ଏକ ଉତ୍ସବରେ ଏହାକୁ ଚେନ୍ନାଇ ପୋର୍ଟ ଟ୍ରଷ୍ଟ୍‌ଠାରେ କୋଷ୍ଟ ଗାର୍ଡରେ ସାମିଲ୍‌ କରାଇଛନ୍ତି। ଏହା ବହୁବିଧ କାର୍ଯ୍ୟ କରିବାକୁ ସକ୍ଷମ…

ନବଜାତ ଶିଶୁ ପଛରେ ଲାଞ୍ଜ

ନୂଆଦିଲ୍ଲୀ,୨୫।୯: ବେଳେ ବେଳେ କତେକ ନବଜାତ ଶିଶୁଙ୍କ ଶରୀରରେ ନିଆରା ଅଙ୍ଗପ୍ରତ୍ୟେଙ୍ଗ ଦେଖିବାକୁ ମିଳିଥାଏ। ପ୍ରାୟ ସମୟରେ କେତେକଙ୍କ ଶରୀରରେ ଅଧିକ କେଶ ରହିଥାଏ ତ ଆଉ କେତେକଙ୍କ ହାତ ଆଙ୍ଗୁଠି ଅଧିକ ରହିଥିବା ଦେଖିବାକୁ ମିଳେ। କିଛି ଏଭଳି ଆଶ୍ଚର୍ଯ୍ୟଜନକ…

୨୧ କିଲୋ ପନିପରିବା ପିଠିରେ ଧରି ୧୨ କିମି ପାଦରେ ଚାଲୁଛନ୍ତି ଜିଲାପାଳ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୫।୯: ସୋସିଆଲ୍‌ ମିଡ଼ିଆରେ ଏବେ ଜଣେ ଜିଲାପାଳ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମେଘାଳୟର ପଶ୍ଚିମ ଗାରୋ ହିଲସ୍‌ ଅଞ୍ଚଳରେ ନିଯୁକ୍ତ ହୋଇଥିବା ୪୩ ବୟସ୍କ ଜିଲାପାଳ ରାମ ସିଂହ ଘରଠାରୁ ସ୍ଥାନୀୟ ସାପ୍ତାହିକ ବଜାରକୁୁ ଚାଲି ଚାଲି ଆସିଥାନ୍ତି। ବଜାରରୁ…

ଏସିଡିଟିରୁ ମୁକ୍ତି ପାଇଁ ରାନିଟିଡିନ୍‌ ଔଷଧ ଖାଇଲେ ହୋଇପାରେ କ୍ୟାନସର୍‌: ଡ୍ରଗ୍‌ କଣ୍ଟ୍ରୋଲର୍‌ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୯: ଏସିଡିଟିରୁ ମୁକ୍ତି ଲାଗି ଡାକ୍ତର ରାନିଟିଡିନ୍‌ ଔଷଧ ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ଏହାକୁ ଖାଇଲେ କ୍ୟାନସର ହେବାର ଆଶଙ୍କା ରହିଥାଏ ବୋଲି ଭାରତୀୟ ଡ୍ରଗ୍‌ କଣ୍ଟ୍ରୋଲର ମହାନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି। ତେଣୁ ଏହାର ଉତ୍ପାଦନ ବନ୍ଦ କରିବାକୁ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri