ବିଭତ୍ସ ହତ୍ୟା: ବାଇକ୍ ପଛରେ ଯୁବକଙ୍କୁ ବାନ୍ଧି ୧୫ କିଲୋମିଟର ଘୋଷାଡି ମାରିଲେ ଦୃର୍ବୃତ୍ତ
ଲକ୍ଷ୍ନୌ,୨୫।୯:ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ବେକରେ ରଶି ବାନ୍ଧି ବାଇକ୍ ପଛରେ ୧୫କିମି ଘୋଷାଡି ଘୋଷାଡି ହତ୍ୟା କରାଯାଇଛି। ତେବେ କେଉଁ କାରଣରୁ ଯୁବକଙ୍କୁ ଏଭଳି ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ସୂଚନାଯୋଗ୍ୟ, ମିରଟର…
ଶିବାଜୀ ସ୍ମାରକରେ ୧୩ ଶହ କୋଟି ଦୁର୍ନୀତି: କଂଗ୍ରେସ-ଏନ୍ସିପି କଲେ ଅଭିଯୋଗ
ମୁମ୍ବାଇ,୨୫।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଏବଂ ଏନ୍ସିପି ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ କରାଯାଇଛି। ଆରବ ସାଗରରେ ମୁମ୍ବାଇ ସମୁଦ୍ର କୂଳରେ ନିର୍ମିତ ହୋଇଥିବା ଶିବାଜୀ ସ୍ମାରକରେ ୧୩ ଶହ କୋଟି ଟଙ୍କାର…
ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଅଣାଯିବ ଆଇନ: ଯୋଗୀ
ନୂଆଦିଲ୍ଲୀ,୨୫।୯: ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଆଇନ ଅଣାଯିବ। ବୁଧବାର ତିନି ତଲାକ୍ ପୀଡ଼ିତା ମହିଳାଙ୍କୁ ଭେଟି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏଭଳି ସୂଚନା ଦେଇଛନ୍ତି। ହିନ୍ଦୁ ସମାଜରେ ବିବାହ କରି ଅନ୍ୟ ଜଣେ ମହିଳାଙ୍କୁ ପାଖରେ…
ପିଆଜ-ପେଟ୍ରୋଲ ଦାମ୍ ବୃଦ୍ଧିରେ ଖାଉଟିଙ୍କ ଅବସ୍ଥା ଶୋଚନୀୟ: ସେଓଠାରୁ ୨ଗୁଣା ଅଧିକ ଦାମ୍ରେ ବିକ୍ରି ହେଉଛି ପିଆଜ
ନୂଆଦିଲ୍ଲୀ,୨୫।୯: ଦେଶରେ ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ସେହିପରି ପେଟ୍ରୋଲ ଦାମ୍ ମଧ୍ୟ ଲୋକଙ୍କୁ ବ୍ୟତିବ୍ୟସ୍ତ କରୁଛି। ପେଟ୍ରୋଲ ଓ ପିଆଜ ଦାମ୍ ବଢ଼ିବା…
ମଝି ଆକାଶରେ ଜଳିଗଲା ମିଗ୍-୨୧ ବିମାନ
ଭୋପାଳ, ୨୫।୯: ଭାରତୀୟ ବାୟୁସେନାର ଏକ ଟ୍ରେନର ମିଗ୍-୨୧ ବିମାନ ବୁଧବାର ଗ୍ବାଲିୟରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ମଝି ଆକାଶରେ ଜଳିଯାଇଛି। ଏଥିରେ ଥିବା ଜଣେ ଗ୍ରୁପ୍ କ୍ୟାପ୍ଟେନ୍ ଏବଂ ସ୍କ୍ବାଡ୍ରନ୍ ଲିଡର ସୁରକ୍ଷିତ ଥିବା କୁହାଯାଉଛି। ଖବର ପାଇ ଘଟଣାସ୍ଥଳରେ…
ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା
ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ୍ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର ଉପରେ ୨୪ ଘଣ୍ଟିଆ କଡ଼ା ନଜର ରଖାଯାଇଛି। ଶ୍ରୀନଗର, ଅଓ୍ବନ୍ତୀପୋରା, ଜମ୍ମୁ, ପଠାଣକୋଟ୍. ହିଣ୍ଡନ୍…
ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା
ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବିଭିନ୍ନ ସ୍ଥାନରେ ୨୨ ଟଙ୍କାରେ ପିଆଜ ଯୋଗାଇବା ଜାରି ରଖିଛନ୍ତି। ୧୯୯୮ରେ…
ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀ ଗିରଫ
ଶାହଜାହାନପୁର,୨୫।୯: ପୂପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀଙ୍କୁ ଗିରଫ କରାଯାଇଛି। ପୂର୍ବରୁ ପୀଡ଼ିତାଙ୍କ ୨ ସହଯୋଗୀଙ୍କୁ ଗିରଫ କରାଯାଇଥିଲା। ଏସ୍ଆଇଟି ପକ୍ଷରୁ ଏହାର ତଦନ୍ତ ଜାରି ରହିଛି। ଚିନ୍ମୟାନନ୍ଦଙ୍କଠାରୁ ୫ କୋଟି ଟଙ୍କା…
ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ପାକିସ୍ତାନୀ ଡ୍ରୋନ୍ ଧରାପଡ଼ିଲା
ଅମୃତସର,୨୫।୯: ଭାରତରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଡ୍ରୋନ୍ର ବ୍ୟବହାର କରୁଛି। ଏନେଇ ପଞ୍ଜାବ ପୋଲିସ ଏକ ଡ୍ରୋନ୍କୁ ଜବତ କରିଛି। ପଞ୍ଜାବ ପୋଲିସର ଗୋଇନ୍ଦା ଶାଖା ପକ୍ଷରୁ ଏଭଳି ଏକ ଡ୍ରୋନ୍କୁ ଧରାଯାଇଛି। ଏହା ଭାରତ-ପାକିସ୍ତାନ ସୀମାନ୍ତ ଜିଲା…
ଜୈଶ୍ ଟାର୍ଗେଟ୍ରେ ମୋଦି-ଶାହ-ଡୋଭାଲ୍: ୩୦ ସହର ଓ ୪ ବିମାନ ବନ୍ଦର ଉପରେ ଆକ୍ରମଣ ପାଇଁ ମିଳିଲା ଧମକପୂର୍ଣ୍ଣ ଚିଠି
ନୂଆଦିଲ୍ଲୀ,୨୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲ୍ଙ୍କୁ ଟାର୍ଗେଟ୍ କରିଛି। ଏନେଇ ଲକ୍ଷ୍ନୌର ବ୍ୟୁରୋ ଅଫ୍…
‘ଡିସେମ୍ବର ୬ରୁ ରାମମନ୍ଦିର ନିର୍ମାଣ’
ଏଟା,୨୫ା୯(ଆଇଏଏନ୍ଏସ୍): ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୬ ତାରିଖରୁ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ମଙ୍ଗଳବାର ଭାଜପା ଏମ୍ପି ସାକ୍ଷୀ ମହାରାଜ କହିଛନ୍ତି। ଉତ୍ତରପ୍ରଦେଶର ଉନ୍ନାଓ ଆସନର ଭାଜପା ଏମ୍ପି ସାକ୍ଷୀ କହିଛନ୍ତି, ରାମମନ୍ଦିର ସମ୍ପର୍କିତ ମାମଲାର ଶୁଣାଣି ପ୍ରାୟ ଶେଷ…
ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନ ଖାରଜ
ଶାହଜାହାନପୁର,୨୫ା୯(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଥିବା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନକୁ ଉତ୍ତରପ୍ରଦେଶର ଶାହଜାହାନପୁର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଖାରଜ କରିଦେଇଛନ୍ତି। ସେସନ୍ସ କୋର୍ଟରେ ଏନେଇ ଆବେଦନ କରିବାକୁ କୋର୍ଟ ପରାମର୍ଶ…
Archives


