ଜାତୀୟ

‘କଶ୍ମୀର ସ୍ଥିତି ଅତି ଖରାପ’

ଜମ୍ମୁ,୨୫ା୯(ପି.ଟି.): ଜମ୍ମୁ-କଶ୍ମୀର ସ୍ଥିତି ଅତ୍ୟନ୍ତ ଖରାପ ରହିଛି ବୋଲି ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ୍‌ ମଙ୍ଗଳବାର କହିଛନ୍ତି। ବର୍ତ୍ତମାନ ସେ ଗଣମାଧ୍ୟମକୁ କିଛି କହିବେ ନାହିଁ। ଯାହା କହିବାର ଅଛି ଗସ୍ତ ଶେଷ ହେବା ପରେ ହିଁ କହିବେ। ତାଙ୍କୁ…

୨୫ ହଜାର କୋଟିର ମନିଲଣ୍ଡରିଂ ମାମଲା: ପାଓ୍ବାରଙ୍କ ବିରୋଧରେ ଇଡିର ତନାଘନା

ନୂଆଦିଲ୍ଲୀ,୨୫ା୯(ପି.ଟି.): ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଏବେ ମନି ଲଣ୍ଡରିଂ ମାମଲାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି। ସେ ଓ ତାଙ୍କ ପୁତୁରା ଅଜିତ ପାଓ୍ବାରଙ୍କ ସହ ତତ୍କାଳୀନ ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କର ଅଧ୍ୟକ୍ଷ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜାଲରେ ପଡ଼ିଛନ୍ତି। ଏନେଇ…

ପିଓକେରେ ଶକ୍ତିଶାଳୀ ଭୂକମ୍ପ:୨୬ ମୃତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୫-୯(ପି.ଟି.) :ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୨୬ ଜଣ ପ୍ରାଣ ହରାଇଥିବାବେଳେ…

ଅକାଳ ବାର୍ଦ୍ଧକ୍ୟଠାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଏହି ରସ…

ସପୁରୀ କେବଳ ସୁସ୍ବାଦୁ ନୁହେଁ ଏହା ଔଷଧୀୟ ଗୁଣରେ ମଧ୍ୟ ଭରପୁର। ସପୁରୀରେ ଭିଟାମିନ ବି-୧, ବି-୨, ବି-୩, ବି-୫, ଭିଟାମିନ-ସି ପ୍ରଚୁର ପରିମାଣରେ ଅଛି। ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧାକପ୍‌ ସପୁରୀ ରସ ପିଇଲେ ବାର୍ଦ୍ଧକ୍ୟଠାରୁ ଏହା ଦୂରେଇ…

ପିଓକେରେ ଭୂକମ୍ପ: ୧୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୪ା୯(ପି.ଟି.)- ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୧୯ ଜଣ ପ୍ରାଣ ହରାଇଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ…

କଂଗ୍ରେସକୁ ଝଟକା: ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷ ଦେଲେ ଇସ୍ତଫା

ଅଗରତାଲା,୨୪।୯: କଂଗ୍ରେସକୁ ତ୍ରିପୁରାରେ ଏକ ଶକ୍ତ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରଦ୍ୟୋତ ଦେବ ବର୍ମନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଟୁଇଟର ଜରିଆରେ ବର୍ମନ ନିଜ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହ ଦଳ ଭ୍ରଷ୍ଟାଚାରୀଙ୍କୁ ଉଚ୍ଚ ପଦରେ…

ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯: ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ ବହୁ…

ଶରୀର ପାଇଁ କ୍ଷତିକାରକ ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌

କିଛିବର୍ଷ ପୂର୍ବରୁ ଲୋକମାନେ ମାଟି ବା କାଚ ପାତ୍ରରେ ଚା’ ପିଉଥିଲେ। ହେଲେ ଆଧୁନିକ ଯୁଗରେ ମାଟି ବା କାଚ ପାତ୍ରର ସ୍ଥାନ ନେଇଛି ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌। ଏହା ଆଖିକୁ ସୁନ୍ଦର ଦେଖାଯିବା ସହ ବ୍ୟବହାରରେ ସହଜ ହେଉଥିବାରୁ…

ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ

ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା ପ୍ରଦର୍ଶନ କରିଛନ୍ତି। ଏଥିସହ କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରିବା ସହ ନାରା ଲଗାଇଥିଲେ। ସୂଚନାଯୋଗ୍ୟ,…

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ହରିୟାଣା, ଚଣ୍ଡିଗଡରେ ଲୋକେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ସେହିଭଳି କଶ୍ମୀରରେ ମଧ୍ୟ ଭୂମିକମ୍ପ…

ମାଡିଆସୁଛି ବାତ୍ୟା ‘ହିକ୍କା’: ଏହିସବୁ ଜାଗାରେ ରଚିବ ତାଣ୍ଡବ

ନୂଆଦିଲ୍ଲୀ,୨୪।୯: ଆରବ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ହିକ୍କା’ରେ ପରିଣତ ହୋଇଛି। ଫଳରେ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳରେ ଲ୍ୟାଣ୍ଡଫଲ କରିବ। ଏହାଦ୍ୱାରା ଓମାନ…

ଆଜମଙ୍କ ଘର ଗେଟ୍‌ରେ ଲାଗିଛି ୮୦ରୁ ଊର୍ଦ୍ଧ୍ୱ ମାମଲାର ନୋଟିସ

ରାମପୁର,୨୪।୯: ଉତ୍ତରପ୍ରଦେଶ ରାମପୁରସ୍ଥିତ ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନଙ୍କ ବାସଭବନର ମୁଖ୍ୟ ଗେଟ ସମ୍ମୁଖରେ ୮୦ରୁ ଊର୍ଦ୍ଧ୍ୱ ମାମଲାରେ କୋର୍ଟଙ୍କ ନୋଟିସ ଲାଗିଥିବା ଦେଖିବାକୁ ମିଳିଛି। ଏହି ନୋଟିସ ଏତେ ମାତ୍ରାରେ ଲାଗିଛି ଯେ ତାଙ୍କ କବାଟ ସମ୍ପୂର୍ଣ୍ଣ ଘୋଡେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri