ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ
ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି ହୋଇଛି। ସେହିପରି କାଶୀ, ମଥୁରା, ଅଯୋଧ୍ୟା…
ଟ୍ରାକ୍ଟରରେ ଭୋଟ ଦେବାକୁ ପହଞ୍ଚିଲେ ନେତା
ମୁମ୍ବାଇ,୨୧।୧୦: ସୋମବାର ମହାରାଷ୍ଟ୍ର ଏବଂ ହରିଆଣାରେ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ହରିଆଣାରେ ୯୦ଟି ଆସନରେ ୧,୧୬୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ରାଜ୍ୟରେ ମୁଖ୍ୟତଃ କଂଗ୍ରେସ ଏବଂ ଭାଜପା ମଧ୍ୟ କଡା ମୁକାବିଲା ହେଉଛି। ସୋମବାର ସକାଳୁ ବିଭିନ୍ନ…
ପିଓକେରେ ଭାରତୀୟ ସେନାର ଜବାବୀ କାର୍ଯ୍ୟାନୁଷ୍ଠାନ: ୩୫ ଆତଙ୍କବାଦୀ, ୫ ସୈନ୍ୟ ନିହତ
ଶ୍ରୀନଗର/ଇସ୍ଲାମାବାଦ, ୨୧ା୧୦ (ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍ଓସି)ରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଥିବା ପାକିସ୍ତାନକୁ ରବିବାର ଶକ୍ତ ଝଟ୍କା ଲାଗିଛି। ଭାରତୀୟ ସେନାର ଏକ ବଡ଼ଧରଣର ଜବାବୀ କାର୍ଯ୍ୟାନୁଷ୍ଠାନରେ ପାକ୍-ଅଧିକୃତ କଶ୍ମୀର (ପିଓକେ)ରେ ୭ଟି ଆତଙ୍କବାଦୀ ଲଞ୍ଚପ୍ୟାଡ୍…
ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ
ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ…
୯ରେ କର୍ତାରପୁର କରିଡର ଉଦ୍ଘାଟନ
ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍ତାରପୁର କରିଡର ଉଦ୍ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର କର୍ତାରପୁରର ଦର୍ବାର ସାହିବ ସହ ପଞ୍ଜାବ ଗୁର୍ଦାସପୁରର ଡେରା ବାବା ନାନକ ପୀଠକୁ ସଂଯୋଗ…
୨୮ ମାଓବାଦୀଙ୍କ ଆମତ୍ସମର୍ପଣ
ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ ବୋଲି ଘୋଷଣା କରାଯାଇଥିଲା। ରାୟପୁରଠାରୁ ୩୪୦ କିମି ଦୂର କଟେକଲ୍ୟାଣ ଅଞ୍ଚଳରେ ଥିବା ଚିକପାଲ…
ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ
ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ଓ ୯୦ ଆସନ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …
ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ଦୂର ହେବା ସହ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଭୁଶୁଡିଲା କୋଠା:୨ ମୃତ, ଅନେକ ଆହତ
ଅହମ୍ମଦାବାଦ୍,୨୦।୧୦: ଗୁଜରାଟର ଭଦୋଦରାରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେ ବି କୋଠା ତଳେ ଅନେକ…
ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍: କଂଗ୍ରେସ
ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି। ଏଥିରେ ପାକିସ୍ତାନର ୬…
ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ
ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି ବୋଲି ସେନାଧ୍ୟକ୍ଷ…
ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’
ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ ଏବଂ ୩ ପୁଅ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନଠାରେ ଭେଟି ୩୦ ମିନିଟ ଧରି ଆଲୋଚନା…

