ଜାତୀୟ

୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା

ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍‌ ଶୀଘ୍ର ୧୭ଟି ନୂଆ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଣବିକ ଶକ୍ତି…

ଉତ୍ତରାଖଣ୍ଡରେ ବର୍ଷକ ପାଇଁ ବନ୍ଦ ହେଲା ପାନ ମସଲା, ଗୁଟଖା

ଡେରାଡୁନ,୧୯।୧୦: ଉତ୍ତରାଖଣ୍ଡ ସରକାର ବର୍ଷକ ପାଇଁ ପାନ ମସଲା ପ୍ରସ୍ତୁତି, ବିକ୍ରି ଓ ଗଚ୍ଛିତ ରଖିବା ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ଫୁଡ ସେଫ୍ଟି କମିଶନର ନିତେଶ କୁମାର ଝା ଏ ନେଇ ଶୁକ୍ରବାର ସୂଚନା ଦେବା ସହ ଏହା କାର୍ଯ୍ୟକାରୀ…

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର ୨୫ରୁ…

ସରକାରୀ ସ୍କୁଲରେ ୫୦ରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀଙ୍କୁ ପଢାଇ ପାରିବେନି

ଜଇପୁର,୧୯।୧୦: ରାଜସ୍ଥାନର ସରକାରୀ ବାଳିକା ବିଦ୍ୟାଳୟରେ ଏଣିକି ୫୦ ବର୍ଷରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀମାନଙ୍କୁ ପାଠ ପଢାଇ ପାରିବେ ନାହିଁ। ଶୁକ୍ରବାର ଶିକ୍ଷାମନ୍ତ୍ରୀ ଗୋବିନ୍ଦ ସିଂ ଡୋଟାସର ଏହି ସୂଚନା ଦେଇଛନ୍ତି। ଏମାନଙ୍କ ସ୍ଥାନରେ ଶିକ୍ଷୟିତ୍ରୀମାନଙ୍କୁ ନିଯୁକ୍ତ କରାଯିବ।…

ରାଜସ୍ଥାନ ସୀମାରେ ଲାଗିବ ୬୦ ଫୁଟ ଉଚ୍ଚା ହାଇମାଷ୍ଟ୍‌ ଲାଇଟ୍‌: ୩୦ କିମି ପାଇଁ ଖର୍ଚ୍ଚ ହେବ ୩୨ କୋଟି

ଯୋଧପୁର,୧୯।୧୦: ପାକିସ୍ତାନ-ରାଜସ୍ଥାନ ମଧ୍ୟରେ ଏକ ହଜାର ୩୭ କିଲୋମିଟର ଅନ୍ତର୍ଜାତୀୟ ସୀମା ରହିଛି। ସେଥିମଧ୍ୟରୁ ୩୦କିମି ସୀମାରେ ଆଲୋକ ବ୍ୟବସ୍ଥା ନାହିଁ। ଏଠାରେ ଆଲୋକ ବ୍ୟବସ୍ଥା ଲାଗି ବିଏସ୍‌ଏଫ୍‌ର ଉଚ୍ଚସ୍ତରୀୟ କମିଟି ପକ୍ଷରୁ କରାଯାଇଥିବା ଏକ ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସ୍ବୀକୃତି…

ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ ପାଦ ଦେଇଛନ୍ତି। ସେ ଶିବସେନାରେ ଯୋଗ ଦେଇଥିବା ଦଳ ଟୁଇଟ୍‌ କରି ଜଣାଇଛି। ଦଳ…

ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ

ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ ଥିଲେ ବୋଲି ଏକ ନୂଆ ପୁସ୍ତକରେ ଯୁକ୍ତି ବଢ଼ାଯାଇଛି। ଅଙ୍କିତ ମୁଖାର୍ଜୀଙ୍କ ଲିଖିତ ପୁସ୍ତକ…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଗରିବ ପ୍ରାର୍ଥୀଙ୍କ ପାଖରେ ଶୂନ ଟଙ୍କା; ଧନୀ ପ୍ରାର୍ଥୀଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ୨୧ରେ ହେବ। ୨୮୮ ଆସନ ପାଇଁ ନିର୍ବାଚନ ମଇଦାନରେ ୩ ହଜାର ୨ଶହ ୩୭ ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଲଢୁଥିବା ସବୁଠାରୁ ଗରିବ ପ୍ରାର୍ଥୀଙ୍କ ନାମ ହେଉଛି ଭେଙ୍କଟେଶ୍ୱର ମହାସ୍ବାମୀ। ତାଙ୍କ ପାଖରେ କୌଣସି…

ଦୀପାବଳି ପାଇଁ ଲାଗେ ଗଧ ହାଟ: ଦାମ୍‌ ଲକ୍ଷେ ଟଙ୍କା

ଚିତ୍ରକୂଟ,୧୯।୧୦: ପ୍ରଭୁ ଶ୍ରୀରାମଙ୍କ ତପସ୍ୟା ସ୍ଥଳ ଚିତ୍ରକୂଟରେ ଦୀପାବଳି ଅବସରରେ ୩ ଦିନ ପାଇଁ ମନ୍ଦାକିନୀ ନଦୀ କୂଳରେ ଲାଗେ ଐତିହାସିକ ଗଧ ହାଟ। ଏଠାକୁ ଆସୁଥିବା ଗଧମାନଙ୍କର ନାଁ କୌଣସି ଫିଲ୍ମ ଷ୍ଟାର ଅବା ରାଜନେତାଙ୍କ ନାମ ଅନୁସାରେ ରଖାଯାଇଥାଏ।…

ସେନା ଯବାନଙ୍କ ପାଇଁ ପଠାଯିବ ୪୦ ହଜାର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌: ଏକେ-୪୭ ଗୁଳିମାଡ଼କୁ ଆଉ ରହିବନି ଭୟ

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ସହିତ ମୁକାବିଲା କରୁଥିବା ଯବାନଙ୍କ ସୁରକ୍ଷା ପାଇଁ ଖୁବ୍‌ ଶୀଘ୍ର ୪୦ ହଜାର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌ ପଠାଯିବ। ଏହି ଜ୍ୟାକେଟ୍‌ର ଏକେ-୪୭ ସହିତ ଅନ୍ୟ ବନ୍ଧୁକର ଗୁଳିମାଡ଼କୁ ସହ୍ୟ କରିବାର କ୍ଷମତା ରହିଛି। ବୋରନ୍‌ କାର୍ବାଇଡ୍‌…

ବଜାରକୁ ଆସିଲା ‘ଇଟ୍‌ କପ୍‌’

ହାଇଦ୍ରାବାଦ: ଦେଶବ୍ୟାପୀ ପ୍ଲାଷ୍ଟିକ୍‌ ବ୍ୟାନ୍‌ ହେବା ପରେ ପରିବେଶ ଉପଯୋଗୀ ବିଭିନ୍ନ ସାମଗ୍ରୀ ବଜାରରେ ଦେଖିବାକୁ ମିଳୁଛି। ବଜାରରେ ଏଭଳି ସାମଗ୍ରୀର ଚାହିଦା ମଧ୍ୟ ବଢ଼ୁଛି। ଏହାଭିତରେ ହାଇଦ୍ରାବାଦ୍‌ର ଏକ କମ୍ପାନୀ ଏଭଳି ଏକ କପ୍‌ ତିଆରି କରିଛି, ଯେଉଁଥିରେ ଥଣ୍ଡା…

ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା

ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଲଗାଯାଇଛି। ବି.ଏ. ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଆୟୁଷ ସିଂ ନାମକ ଛାତ୍ରଙ୍କୁ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?