ଜାତୀୟ

ଆସନ୍ତା ନିର୍ବାଚନରେ ସମସ୍ତ ୧୫ ଆସନରେ ଲଢିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୨୧।୯: କର୍ନାଟକରେ ହେବାକୁଥିବା ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ବାତାବରଣ ହେଲାଣି ସରଗରମ। ତେବେ ଏଥର ଜେଡି(ଏସ୍‌) ସମସ୍ତ ୧୫ଟି ଆସନରେ ଏକାକି ଲଢିବ ବୋଲି କହିଛନ୍ତି ଏଚ୍‌ ଡି ଦେବଗୌଡା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦେବଗୌଡାଙ୍କ ପୁଅ…

୫୦ ଟପିଲା ପିଆଜ

ନୂଆଦିଲ୍ଲୀ,୨୧।୯: ଖାଉଟିଙ୍କୁ ପୁଣି ଥରେ ପିଆଜ କନ୍ଦାଇଛି। ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଗତ ସପ୍ତାହ ତଳେ ଏହାର ଦାମ୍‌ କିଲୋପିଛା ୩୫ ଟଙ୍କା ଥିବାବେଳେ ଏବେ ଏହା ୫୦ ଟଙ୍କା ଛୁଇଁଛି। ଫଳରେ ଖୋଲା…

କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ଅଣାଯିବ ନୂଆ ଅବସର ବୟସ ସୀମା !

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ନୂଆ ଅବସର ବୟସ ସୀମା ଘୋଷଣା କରିବାକୁ ଯାଉଛନ୍ତି। ନୂଆ ନିୟମ ଲାଗୁ ହେଲେ କେନ୍ଦ୍ର ସରକାରଙ୍କ କର୍ମଚାରୀ ୩୩ ବର୍ଷ ଚାକିରି କରିବା ପରେ…

ମ୍ୟାନମାରର ସନ୍ଦିଗ୍ଧ ଜାହାଜକୁ ଧରିଲା ରାଜବୀର

ପୋର୍ଟ ବ୍ଲେୟାର,୨୨।୯: ମ୍ୟାନମାରର ଏକ ସନ୍ଦିଗ୍ଧ ଜାହାଜକୁ ଭାରତୀୟ ତଟରକ୍ଷୀ ବାହିନୀର ଜାହାଜ ରାଜବୀର କାର ନିକୋବର ଦ୍ୱୀପ ନିକଟରେ ଧରିଥିବା ସୂଚନା ମିଳିଛି। ଏହି ଜାହାଜରୁ କିଛି ପ୍ୟାକେଟ ମିଳିଥିବା ବେଳେ ପୋର୍ଟ ବ୍ଲେୟାରରେ ନାରକୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି) ଏହାର…

ବିଷାକ୍ତ ମଦ ପିଇ ୬ ମୃତ: ୩ ଅଧିକାରୀ ନିଲମ୍ବିତ

ଡେରାଡୁନ,୨୧।୯: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନରେ ଶୁକ୍ରବାର ବିଷାକ୍ତ ମଦ ପିଇବାରୁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ଆଇନ ବ୍ୟବସ୍ଥାର ମହାନିର୍ଦ୍ଦେଶକ ଅଶୋକ କୁମାର ସୂଚନା ଦେଇଛନ୍ତି। ତେବେ ମୃତ୍ୟୁକୁ ନେଇ ଗଁ।ଲୋକେ…

ହରିୟାଣା-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା: ହେବ ପ୍ରଥମ ପ୍ଲାଷ୍ଟିକ୍‌ ମୁକ୍ତ ନିର୍ବାଚନ

ନୂଆଦିଲ୍ଲୀ, ୨୧।୯: ହରିୟାଣା-ମହାରାଷ୍ଟ୍ର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି। ଶନିବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଘୋଷଣା ହୋଇଛି। ଦୁଇ ରାଜ୍ୟରେ ଅକ୍ଟୋବର ୨୧ରେ ଭୋଟ ଗ୍ରହଣ କରାଯିବ। ସେହିପରି ଅକ୍ଟୋବର ୨୪ରେ ଭୋଟ ଗଣତି ହେବ ବୋଲି ନିର୍ବାଚନ…

ସ୍କୁଲର ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ଗଛଟିଏ: ମିଳିତ ପ୍ରାର୍ଥନା ପୂର୍ବରୁ କରାଯାଏ ପୂଜା

ଯମୁନା ନଗର,୨୧।୯: ହରିୟାଣା ଯମୁନା ନଗରରେ ଥିବା ଏକ ସ୍କୁଲ ପ୍ରାଙ୍ଗଣରେ ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ବୃକ୍ଷ ଚାରା ରୋପଣ କରାଯାଇଛି। ସମ୍ପୃକ୍ତ ଶିକ୍ଷାର୍ଥୀ ଏହାର ରକ୍ଷାଣବେକ୍ଷଣ କରିଥାନ୍ତି। ସ୍କୁଲର ମିଳିତ ପ୍ରାର୍ଥନା ପୂର୍ବରୁ ଶିକ୍ଷାର୍ଥୀ ନିଜ ନିଜ ନାମଧାରୀ ଗଛକୁ…

୨୩ ବର୍ଷର ଗବେଷଣା ହେଲା ସଫଳ: ଏବେ ଭେଣ୍ଡିର ରଙ୍ଗ ହେବ ଲାଲ୍‌

ବାରାଣାସୀ,୨୧।୯: ଭାରତୀୟ ପନିପରିବା ଗବେଷଣା ସଂସ୍ଥାନର ଦୀର୍ଘ ୨୩ ବର୍ଷର ଗବେଷଣା ଶେଷରେ ସଫଳ ହୋଇଛି। ବାରାଣାସୀ ସ୍ଥିତ ଏହି ସଂସ୍ଥାନ ଏବେ ‘କାଶୀ ଲାଲିମା’ ନାମକ ଭେଣ୍ଡି କିସମ ପ୍ରସ୍ତୁତ କରିଛନ୍ତି। ଏହି ଭେଣ୍ଡି ଦେଖିବାକୁ ଲାଲ୍‌ ରଙ୍ଗ। ଏଥିରେ…

ରାତିରେ ଶୋଇ ପାରିଲେନି ଚିନ୍ମୟାନନ୍ଦ

ଶାହାଜହାନପୁର,୨୧।୯: ଏକ ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଶୁକ୍ରବାର ଜେଲ୍‌ରେ ପ୍ରଥମ ରାତି କାଟିଛନ୍ତି। ଜଣେ ଆଇନ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଶୁକ୍ରବାର ତାଙ୍କୁ ଗିରଫ କରାଯିବା ପରେ ସେ ତାଙ୍କର ସମସ୍ତ ଦୋଷ ସ୍ବୀକାର କରିଥିଲେ। ଏହାପରେ ତାଙ୍କୁ ଜିଲା…

ଲକ୍ଷ୍ନୌ-ନୂଆଦିଲ୍ଲୀ ମଧ୍ୟରେ ଅକ୍ଟୋବରରେ ଗଡ଼ିବ ତେଜସ ଏକ୍ସପ୍ରେସ

ନୂଆଦିଲ୍ଲୀ,୨୧।୯: ଲକ୍ଷ୍ନୌ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବାକୁ ଥିବା ତେଜସ ଏକ୍ସପ୍ରେସ୍‌ ଟ୍ରେନ୍‌ ପାଇଁ ବୁକିଂ ଆରମ୍ଭ ହୋଇଯାଇଛି। କାରଣ ଏହାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅକ୍ଟୋବର ୪ରେ ସବୁଜ ପତାକା ଦେଖାଇବାକୁ ଥିବା ବେଳେ ଏହା ବ୍ୟବସାୟୀକ…

ଉତ୍ତର ପ୍ରଦେଶ ଚାଷୀଙ୍କ ବିରୋଧ ପ୍ରଦର୍ଶନ ପାଇଁ ସିଲ୍‌ ହେଲା ଦିଲ୍ଲୀ ବର୍ଡର

ନଏଡା,୨୧।୯: ଭାରତୀୟ କୃଷକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ହୋଇଥିବା ବିରୋଧ ପ୍ରଦର୍ଶନୀ ଯୋଗୁଁ ଦିଲ୍ଲୀର ସୀମା ସିଲ୍‌ କରି ଦିଆଯାଇଛି। ପାଦରେ ଚାଲି ଚାଲି ଏମାନେ ନଏଡା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏମାନେ ନଏଡା ଗାଜିଆବାଦ ରାସ୍ତା…

ନିୟନ୍ତ୍ରଣ ରେଖାରେ ବଢ଼ିଲା ଉତ୍ତେଜନା: ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୧।୯: ଜମ୍ମୁ-କଶ୍ମୀରଠାରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶନିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ ଜିଲାର ଶାହପୁର ଏବଂ କେର୍ନି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ପୂର୍ବାହ୍ନ ୯ଟା ୪୫ଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri