ଜାତୀୟ

ମୁମ୍ବାଇରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା

ମୁମ୍ବାଇ,୧୨।୮: ମୁମ୍ବାଇ ମହାନଗରକୁ ଦାମୀ ସହର କୁହାଯାଉଥିବା ବେଳେ ଏଠାରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆରେ ଏମିତି ଏକ ଖବର ରବିବାର ଭାଇରାଲ ହୋଇଛି। ଲେଖକ ତଥା ଫଟୋଗ୍ରାଫର କାର୍ତ୍ତିକ ଧର ତାଙ୍କ ଟୁଇଟରରେ…

କଶ୍ମୀର ଆମ ହାତରୁ ଖସିଯାଇପାରେ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବ ପରେ ହୁଏତ କେହି ବଡ ବଡ କଂଗ୍ରେସ ନେତା ଏହା ଉପରେ ପ୍ରତିକ୍ରିୟା ରଖି ନ ଥିଲେ। ହେଲେ ଏବେ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ କହିଛନ୍ତି କଶ୍ମୀର ଆମ ହାତରୁ…

ନୂଆ କଶ୍ମୀର ପାଳିଲା ପ୍ରଥମ ଇଦ୍‌-ଉଲ୍‌-ଜୁହା

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ପ୍ରଥମ କରି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ପାଳନ କରାଯାଇଛି ଇଦ୍‌-ଉଲ୍‌-ଜୁହା। ନୂଆ କଶ୍ମୀରର ଏହି ପର୍ବ ସଭିଙ୍କ ମନରେ ଆନନ୍ଦ ଉଲ୍ଲାସ ଭରି ଦେଇଛି। ତେବେ ନୂଆ କଶ୍ମୀରରେ ଉତ୍ତେଜନା…

କଶ୍ମୀରରେ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଲା ଇଦ୍‌-ଉଲ୍‌-ଜୁହା

ନୂଆଦିଲ୍ଲୀ,୧୨।୮: ସୋମବାର ସାରା ଦେଶରେ ଇଦ୍‌-ଉଲ୍‌-ଜୁହା(ବକରି ଇଦ୍‌) ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାରୁ ଇଦ୍‌-ଉଲ୍‌-ଜୁହାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ସୋମବାର ସକାଳୁ ଲୋକେ ଶାନ୍ତି…

ଇଦ୍‌-ଉଲ୍‌-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍‌-ଉଲ୍‌-ଜୁହା ବା ବକ୍ରି ଇଦ୍‌ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋମବାର ସାରା ବିଶ୍ୱରେ ଇଦ୍‌-ଉଲ୍‌-ଜୁହା ପାଳନ କରାଯାଉଛି। ଇଦ୍‌-ଉଲ୍‌-ଜୁହା ସ୍ନେହ,…

୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ

ଥିରୁଭାନନ୍ଥପୁରମ୍‌ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ ଅଗଷ୍ଟ ୮ରୁ ଅଦ୍ୟାବଧି ଏହି ବନ୍ୟାରେ ୬୪ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ରାଜ୍ୟର…

ବେଜିଂରେ ଜୟଶଙ୍କର

ନୂଆଦିଲ୍ଲୀ, ୧୨ା୮: ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ଚାଇନା ଗସ୍ତ କରିବା ସହ ବେଜିଂରେ ପହଞ୍ଚିଛନ୍ତି। ସେଠାରେ ସେ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍‌ ୟି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ…

ଜମ୍ମୁ-କଶ୍ମୀର: କେନ୍ଦ୍ର ଅଧୀନରେ ରହିବ ପୋଲିସ

ନୂଆଦିଲ୍ଲୀ,୧୨ା୮: ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବା ପରେ ପୋଲିସ ଓ ଆଇନଶୃଙ୍ଖଳା ଉପରାଜ୍ୟପାଳଙ୍କ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ରହିବ। ଅନ୍ୟପକ୍ଷରେ ଜମିଜମା ଉପରେ ଅଧିକାର ଜମ୍ମୁ-କଶ୍ମୀର ନିର୍ବାଚିତ ସରକାରଙ୍କର ରହିବ ବୋଲି ଜଣେ ଅଧିକାରୀ କହିଛନ୍ତି। ରାଷ୍ଟ୍ରପତି ରାମନାଥ…

ଅବେଳରେ କଂଗ୍ରେସକୁ ସୋନିଆ ସାହା

ନୂଆଦିଲ୍ଲୀ,୧୨ା୮: ଚଳିତବର୍ଷ ଶେଷ ଭାଗରେ କେତେକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ସୋନିଆ ଗାନ୍ଧୀ କଂଗ୍ରେସର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଖରାପ ସମୟରେ ଦଳର ମୁଖ୍ୟ ତ୍ରାଣକର୍ତ୍ତ୍ରୀ ଭାବେ ସେ ପୁଣିଥରେ ନିଜର ପରିଚୟ ସୃଷ୍ଟି କରିଛନ୍ତି।…

ଯୌନକର୍ମୀଙ୍କୁ ଗିରଫ କରିବା ଅନୁଚିତ

କଲିକତା,୧୨ା୮: ଯୌନକର୍ମୀମାନଙ୍କୁ ଗିରଫ କରିବା ଅନୁଚିତ। ସେମାନଙ୍କୁ ଅପରାଧର ଶିକାର ଭାବେ ବିବେଚନା କରାଯିବା ଜରୁରୀ ବୋଲି କଲିକତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। କଲିକତାର ଏକ ସ୍ପା’ରେ ଜଣେ ନାବାଳିକାଙ୍କ ସମେତ କେତେଜଣ ମହିଳାଙ୍କୁ ଗଣିକାବୃତ୍ତିରେ ନିୟୋଜିତ କରାଯାଇଥିବା ଅଭିଯୋଗ…

କମଳନାଥଙ୍କ ପୁତୁରାଙ୍କ ୩୦୦ କୋଟିର ବଙ୍ଗଳା ଜବତ

ନୂଆଦିଲ୍ଲୀ,୧୨ା୮: ବେନାମୀ ସମ୍ପତ୍ତି ରଖିବା ମାମଲାରେ ଆୟକର ବିଭାଗ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କର ୩୦୦ କୋଟି ଟଙ୍କାର ବଙ୍ଗଳା ସମେତ ୪୦ ନିୟୁତ ଡଲାର ମୂଲ୍ୟର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ (ଏଫ୍‌ଡିଆଇ)କୁ ଜବତ କରିଛି। ଆୟକର ବିଭାଗ…

ଗୋମାଂସ ପରିବେଷଣ ପାଇଁ ବାଧ୍ୟ କରୁଛି ଜୋମାଟୋ

କୋଲକାତା,୧୨ା୮: ଖାଦ୍ୟରେ ଗୋମାଂସ କିମ୍ବା ଘୁଷୁରି ମାଂସ ଥିଲେ ସେମାନେ ଯୋଗାଣ କରିବେ ନାହିଁ ବୋଲି କୋଲକାତାର ଜୋମାଟୋ କର୍ମଚାରୀମାନେ କହିବା ସହ ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ ଲାଗି ଯୋଜନା କରିଛନ୍ତି। ‘ଜୋମାଟୋର ଦାଦାଗିରି ଚଳିବ ନାହିଁ’ ସ୍ଲୋଗାନ ଦେଇ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri