ଜାତୀୟ

ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ

ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍‌ଆଇଏ ପକ୍ଷରୁ ଗୋଇନ୍ଦା ବିଭାଗକୁ…

ଅଡ୍‌-ଇଭିନ୍‌ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍‌-ଇଭିନ୍‌ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା କେଉଁଠି ଲାଗୁ ହେବ ଓ କେଉଁଠି ଲାଗୁ ହେବନାହିଁ ସେ ନେଇ…

ଚଳିତବର୍ଷ ଗୋଟିଏ ବି ୨୦୦୦ ଟଙ୍କିଆ ନୋଟ ଛପାଯାଇନାହିଁ

ନୂଆଦିଲ୍ଲୀ,୧୭।୧୦: ଚଳିତବର୍ଷ ଗୋଟିଏ ବି ୨ ହଜାର ଟଙ୍କିଆ ନୋଟ୍‌ ଛପାଯାଇନାହିଁ। ଆରଟିଆଇ ଦ୍ୱାରା ମଗାଯାଇଥିବା ଏକ ରିପୋର୍ଟରେ ଆରବିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୬-୧୭ରେ ୩୫୪.୨୯ କୋଟିର ୨ ହଜାର ଟଙ୍କିଆ ନୋଟ ଛପାଯାଇଥିବାବେଳେ ୨୦୧୭-୧୮ରେ ୧୧.୧୫ କୋଟି…

ଧନୁଷ ତୋପ ସେନାରେ ସାମିଲ୍‌: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୧୭।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଧନୁଷ ତୋପକୁ ସେନାରେ ସାମିଲ୍‌ କରାଯାଇଛି। ଏହାକୁ ନେଇ ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଛି। ଏହା ୫୦ କିମିରୁ ଅଧିକ ଦୂର ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ଏଥିରେ ବ୍ୟବହାର କରାଯାଉଥିବା…

୫ ଜଣ ସ୍ତ୍ରୀଙ୍କ ଖର୍ଚ୍ଚ ବହନ କରିବାକୁ ୫୦ ମହିଳାଙ୍କୁ ଠକିଲେ

ଭୋପାଳ,୧୭।୧୦: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନରେ ଚାକିରି କରାଇଦେବା ନାଁରେ ୫୦ ମହିଳାଙ୍କୁ ଠକିଥିବା ଜଣେ ବ୍ୟକ୍ତିଙ୍କ ଗୁମର ଖୋଲିଛନ୍ତି ମଧ୍ୟ ପ୍ରଦେଶ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍‌ଟିଏଫ୍‌) । ମଧ୍ୟ ପ୍ରଦେଶ ପୋଲିସରେ ଅଭିଯୋଗ ହୋଇଥିଲା କି କେତେଜଣ ଲୋକ…

ଶଗଡ଼ରେ ପିଲାଙ୍କୁ ସ୍କୁଲ ପଠାଇଲେ ଅଭିଭାବକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଶ୍ରୀକାକୁଲମ୍‌,୧୭।୧୦: ଆନ୍ଧ୍ରପ୍ରଦେଶରେ ରାଜ୍ୟ ଆଞ୍ଚଳିକ ପରିବହନ ନିଗମ ପକ୍ଷରୁ ବସ୍‌ ସେବା ଶ୍ରୀକାକୁଲଏମ୍‌ ସ୍ଥିତ କୋମାରାଡ଼ା-କୁନେରା ରାଜ୍ୟ ରାଜପଥରେ ବନ୍ଦ କରିଦିଆଯାଇଛି। ଏହାକୁ ବିରୋଧ କରି କୋମାରାଡ଼ା ଗ୍ରାମବାସୀ ନିଜ ପିଲାଙ୍କୁ ସ୍କୁଲ ପଠାଇବା ଲାଗି ଶଗଡ଼ ଗାଡ଼ିର ବ୍ୟବହାର କରୁଛନ୍ତି।…

ଆମେରିକାରେ ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟ ଦିଲ୍ଲୀ ଫେରିଲେ

ନୂଆଦିଲ୍ଲୀ,୧୭।୧୦: ଆମେରିକାର ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟଙ୍କୁ ଦିଲ୍ଲୀ ଫେରାଇ ଅଣାଯାଇଛି। ସେମାନଙ୍କୁ ୬୦ ଜଣିଆ ସୁରକ୍ଷାକର୍ମୀ ଭାରତ ଫେରାଇ ଆଣିଛନ୍ତି। ଅନ୍ତର୍ଜାତୀୟ ଏଜେଣ୍ଟଙ୍କ ସହାୟତାରେ ସେମାନେ ମେକ୍ସିକୋ ଯାଇଥିଲେ। ସେଠାରୁ ଆମେରିକାରେ ଅନୁପ୍ରବେଶ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଥିଲେ। ଏଜେଣ୍ଟ…

ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ

ହାଇଦ୍ରାବାଦ୍‌,୧୭।୧୦: ଦେଶକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍‌ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…

୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ ୭୩ କୋଟି ୧୯ ଲକ୍ଷ ଟଙ୍କାର ଭୂତଳ ଚୋରି କରିଥିବା ପୋଲିସ ସୂଚନା ଦେଇଛି।…

ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବି: ଇକ୍‌ବାଲ୍‌ ଅନସାରୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାରେ ଏତେ ବର୍ଷ ପରେ ସୁପ୍ରିମ୍‌କୋର୍ଟ ରାୟର ନିକଟବର୍ତ୍ତୀ ହୋଇଛନ୍ତି। ଦୀର୍ଘଦିନ ଧରି ଏଠାରେ ଚାଲିଥିବା ରାଜନୀତି ଏବେ ବନ୍ଦ ହୋଇଯିବ। ସ୍ଥାନୀୟ ଲୋକଙ୍କ ବିକାଶ ହେବାର ସମ୍ଭାବନା ରହିବ ବୋଲି ଏହି ମାମଲାରେ ଜଡ଼ିତ ଥିବା ଇକ୍‌ବାଲ୍‌…

ଅଯୋଧ୍ୟା ପରେ ମଥୁରା ଏବଂ କାଶୀ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ଦାଖଲ ହେବ ମାମଲା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାର ସମାଧାନ ପରେ ଖୁବ୍‌ଶୀଘ୍ର ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ କାଶୀର ବିଶ୍ୱନାଥ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ମାମଲା ଦାଖଲ କରାଯିବ। ଏନେଇ ଭାଜପା ଏମ୍‌ପି ସୁବ୍ରମଣ୍ୟମ୍‌ ସ୍ବାମୀ ସୂଚନା ଦେଇଛନ୍ତି। ଭାରତରେ ମୁସଲମାନ ଶାସକଙ୍କ ଦ୍ୱାରା ୪୦…

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି ମହାରାଷ୍ଟ୍ରରେ ଯଦି ଭାଜପା ଶାସନ କ୍ଷମତାକୁ ଆସେ ତେବେ ଭାରତ ରତ୍ନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?