ଜାତୀୟ

ଭରଣପୋଷଣ ପାଇଁ ସ୍ଥିର ହେବ ନିୟମାବଳୀ

ନୂଆଦିଲ୍ଲୀ,୧୯ା୯(ଆଇଏଏନ୍‌ଏସ୍‌): ବୈବାହିକ ମାମଲାରେ ଭରଣପୋଷଣ ପ୍ରଦାନ ସଂକ୍ରାନ୍ତ ନିୟମାବଳୀ ପ୍ରସ୍ତୁତି ପାଇଁ ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏନେଇ ଖଣ୍ଡପୀଠଙ୍କୁ ସହାୟତା କରିବାକୁ ଦୁଇଜଣ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ ଏବଂ ଅନିଥା ଶେନୟଙ୍କୁ ଆମିକସ୍‌ କ୍ୟୁରି ଭାବେ ନିଯୁକ୍ତି ଦିଆଯାଇଛି। ଗତ ସପ୍ତାହରେ…

ସାରା ଦେଶରେ ଲାଗୁହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୯ା୯ : ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ କରିବେ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ସୂଚନା ଦେଇଛନ୍ତି। ରାଞ୍ଚତ୍ରେ ଏକ…

ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ…

ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ସମ୍ପର୍କରେ ଉଲ୍ଲେଖ ରହିଛି। ପୁରୁଣା ଶ୍ୱାସରୋଗରୁ ମୁକ୍ତି ପାଇଁ ହଳଦୀ, ଗୋଲମରିଚ, ଦ୍ରାକ୍ଷା ଓ ପୁରୁଣା ଗୁଡ଼, ପିପ୍ପଳି,ସୁଣ୍ଠି ପ୍ରଭୃତିକୁ ଚୂର୍ଣ୍ଣ କରି ସୋରିଷ ତେଲ ସହିତ ମିଶାଇ ଦିନକୁ…

ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା

ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା ଲୋକମାନେ ମା’ଙ୍କ ପାଖକୁ ଗଲାବେଳେ ବନ ବିଭାଗ ଯାଞ୍ଚର ସମ୍ମୁଖୀନ ହୁଅନ୍ତି। ଆଧାରକାର୍ଡ କିମ୍ବା…

ମୋଦିଙ୍କୁ ଭେଟିଲେ ମମତା: କୁର୍ତ୍ତା, ମିଠା ଦେଲେ ଉପହାର

ନୂଆଦିଲ୍ଲୀ, ୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ୍‌କାରରେ ମମତା ମୋଦିଙ୍କୁ କୁର୍ତ୍ତା ଓ ମିଠା ଉପହାର ଦେଇଛନ୍ତି। ଏଥିସହ ସେ ମୋଦିଙ୍କୁ ପଶ୍ଚିମବଙ୍ଗ ଯିବା ପାଇଁ ନିମନ୍ତ୍ରଣ…

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍‌ଆଇ ଠାରୁ ଟଙ୍କା ଆଣୁଥିବା ନେଇ ଦିଗ୍‌ବିଜୟ ଏକ ବୟାନ ଦେଇଥିଲେ। ଏହି ବୟାନ…

ବନ୍ଦ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଇ-ସିଗାରେଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଇ-ସିଗାରେଟ ପ୍ରଡକ୍ସନ ଓ ଷ୍ଟୋରେଜ ଉପରେ ମଧ୍ୟ ନିଷେଧାଜ୍ଞା ଜାରି କରାଯାଇଛି। ଖବର ଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଅର୍ଥମନ୍ତ୍ରୀ…

କ୍ୟାବିନେଟ୍‌ ନିଷ୍ପତ୍ତି: ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ

ନୂଆଦିଲ୍ଲୀ,୧୮।୯: ରେଳ କର୍ମଚାରୀଙ୍କୁ ଚଳିତ ବର୍ଷ ୭୮ ଦିନର ବୋନସ୍‌ ଦିଆଯିବ। ଏନେଇ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗତ ୬ ବର୍ଷ ଧରି ରେଳ କର୍ମଚାରୀଙ୍କୁ ବୋନସ୍‌ ଦେଇ ଆସିଥିବାବେଳେ ଚଳିତ ବର୍ଷ ମଧ୍ୟ…

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ ଦିଲ୍ଲୀ ପର୍ଯ୍ୟନ୍ତ ପଦଯାତ୍ରାରେ ଯିବେ। ଆଉ ଏହି ଯାତ୍ରାର ନାଁ ରହିଛି ‘କିଶାନ ମଜଦୁର…

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର ଆକାଶ ପଥ ମାଗିଥିବା ଜଣାପଡିଛି। ତେବେ ମୋଦିଙ୍କ ନ୍ୟୁୟର୍କ ଗସ୍ତ ପାଇଁ ଭାରତ ଔପଚାରିକାତା…

ଚାଇନା ସୀମାରେ ପରାକ୍ରମ ଦେଖାଇଲା ଭାରତୀୟ ସେନା

ଲଦାଖ,୧୮।୯: ଭାରତୀୟ ସେନା ମଙ୍ଗଳବାର ଚାଇନା ସୀମା ଅର୍ଥାତ୍‌ ପୂର୍ବ ଲଦାଖ ଅଞ୍ଚଳରେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଅଭ୍ୟାସରେ ବଖତରବନ୍ଦ ସେନାର ସଦସ୍ୟ, ବାୟୁସେନା ଓ ଭାରତୀୟ ସେନା ସମେତ ବହୁ ଯବାନ ସାମିଲ ହୋଇଥିଲେ। ଏଥିସହ ନର୍ଦନ କମାଣ୍ଡୋ ଲେଫଟନାଣ୍ଟ…

ପରସ୍ପର ବୁଝାମଣା ଭିତରେ କଶ୍ମୀର ସମସ୍ୟାର ହେଉ ସମାଧାନ

ନୂଆଦିଲ୍ଲୀ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଭାରତ ବିରୋଧୀ ବୟାନ ଦେଇ ଆସୁଛି। ଆଉ ଭାରତକୁ ଘେରିବାକୁ ଅନ୍ତରାଷ୍ଟ୍ରୀୟ ସହାୟତା ମଧ୍ୟ ମାଗୁଛି। ହେଲେ ସବୁଠାରୁ ସେ ନିରାଶ ହେଉଛି। ଜାତିସଂଘ ପରେ ଏବେ ୟୁରୋପୀୟ ସଂଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri