ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ମାସର ଦରମା ଦାନ କଲେ ବିବିଏମ୍‌ପି ସଦସ୍ୟ

ବେଙ୍ଗାଲୁରୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏବେବି ଲକ୍ଷ ଲକ୍ଷ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଲକ୍ଷ ଲକ୍ଷ ଲୋକ ରିଲିଫ୍‌ ଶିବିରରେ ରହିଥିବା ବେଳେ ସରକାରଙ୍କ ତରଫରୁ ସେମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାର…

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ। ଏଭଳି ପଡ଼ୋଶୀ ରାଷ୍ଟ୍ର…

ମହାରାଷ୍ଟ୍ରରେ ଡଙ୍ଗାବୁଡ଼ି ୯ ମୃତ,୧୬ ଉଦ୍ଧାର

ମୁମ୍ବାଇ,୮।୮: ମହାରାଷ୍ଟ୍ରର ପୁଣେରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ସାଙ୍ଗଲୀ ଜିଲା ପାଲୁସ ବ୍ଲକର ଭାମନାଲ ନିକଟରେ ବନ୍ୟା ଘେରରେ ଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଡଙ୍ଗାଟି ଓଲଟି ପଡ଼ିଛି। ଡଙ୍ଗା ଓଲଟିବାରୁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଅଗଷ୍ଟ କ୍ରାନ୍ତିରୁ ଆରମ୍ଭ ହୋଇଥିଲା ଇଂରେଜଙ୍କ ଫେରିବାର ଓଲଟା ଗଣତି

ନୂଆଦିଲ୍ଲୀ,୮।୮: ଜାତିର ପିତା ମହାତ୍ମା ଗାନ୍ଧୀ ୮ ଅଗଷ୍ଟ ୧୯୪୨ରେ ମୁମ୍ବାଇଠାରେ ଭାରତ ଛାଡ ଆନ୍ଦୋଳନ ଆରମ୍ଭ କରିଥିଲେ। ଏହି ଆନ୍ଦୋଳନ ଅଗଷ୍ଟ କ୍ରାନ୍ତି ନାମରେ ମଧ୍ୟ ପରିଚିତ। ମହାତ୍ମାଙ୍କ ଦ୍ୱାରା କରାଯାଇଥିବା ଏହି ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ କରାଯାଇଥିଲା। ପରେ…

ବଢୁଛି କାବିନି ଡ୍ୟାମର ଜଳସ୍ତର

କୋଡାଗୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି। ଗୁରୁବାର କାବିନି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ତେବେ ଡ୍ୟାମରୁ ପାଖାପାଖି ୪୦ ହଜାର କ୍ୟୁସେକ ଜଳ ନିଷ୍କାସନ ହୋଇଥିବା ଜଣାପଡିଛି। ଡ୍ୟାମର ସର୍ବୋଚ୍ଚ ଜଳଧାରଣ କ୍ଷମତା…

ଗୁଲାମ୍‌ନବୀ ଆଜାଦ୍‌ଙ୍କ କଶ୍ମୀର ଗସ୍ତ ବିଫଳ: ଶ୍ରୀନଗର ବିମାନ ବନ୍ଦରରେ ଅଟକ

ନୂଆଦିଲ୍ଲୀ,୮।୮: କଂଗ୍ରେସ ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌ ଗୁରୁବାର କଶ୍ମୀର ଗସ୍ତରେ ଯାଇଛନ୍ତି। ତେବେ ଏହା ବିଫଳ ହୋଇଛି। ତାଙ୍କୁ ଶ୍ରୀନଗର ବିମାନ ବନ୍ଦରରେ ଅଟକ ରଖାଯାଇଛି। ତାଙ୍କ ସହିତ ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ ଗୁଲାମ୍‌ ଅହମ୍ମଦ୍‌ ମୀର୍‌ଙ୍କୁ ମଧ୍ୟ ଅଟକ…

ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୁଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସାମ୍ବୋଧିତ କରିବେ। ଏଥିରେ ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ସରକାରଙ୍କ ପକ୍ଷ ରଖିବେ ବୋଲି ଅନୁମାନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…

ମରୋଣତ୍ତର ଭାବେ ନାନାଜୀ ଦେଶମୁଖଙ୍କୁ ମିଳିବ ଭାରତ ରତ୍ନ

ନୂଆଦିଲ୍ଲୀ,୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ଆସାମ ଗାୟକ ଭୁପେନ ହଜାରିକା ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ତେବେ ନାନାଜୀ…

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।…

୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ

ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କରିଛନ୍ତି।…

ଗଙ୍ଗାରେ ମା’ଙ୍କ ଅସ୍ଥି ବିସର୍ଜନ କଲେ ବାଂଶୁରୀ

ନୂଆଦିଲ୍ଲୀ,୮।୮: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଝିଅ ବାଂଶୁରୀ ସ୍ବରାଜ ଗୁରୁବାର ଗଙ୍ଗାରେ ମା’ଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ତାଙ୍କ ସହ ପିତା ସ୍ବରାଜ କୌଶଲ ମଧ୍ୟ ଉପସ୍ଥିତ ଥିଲେ। ହାପୁରଠାରେ ଗଙ୍ଗା ନଦୀରେ ମା’ଙ୍କ ଅସ୍ଥି ବିସର୍ଜନ…

ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ

ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩ ବର୍ଷପରେ ଏହି ନଜୀର ଜଳସ୍ତର ବୃଦ୍ଧି ପାଇବା ସହ ଏହା ନିକଟରେ ଥିବା ତାପ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri