ଶ୍ୱାସରୋଗରୁ ଦୂରେଇ ରଖେ ଏହି ଫୁଲ…
ଅରଖଫୁଲର ଅନେକ ଔଷଧୀୟ ଗୁଣ ରହିଛି । ବିଭିନ୍ନ ରୋଗ ଦୂର କରିବାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଅରଖ ଗଛର ପତ୍ର ଓ ଫୁଲ ଶ୍ୱାସରୋଗ, ଡାଇବେଟିସ୍ ଆଦି ରୋଗକୁ ଭଲ କରିଥାଏ ବୋଲି କୁମାୟୁନ ଆୟୁର୍ବେଦ ବିଶ୍ୱବିଦ୍ୟାଳୟରେ…
କାନ୍ଦିଲେ ଭେଙ୍କାୟା: କହିଲେ, ଏଥର ରାଖୀରେ ଖାଲି ରହିବ ହାତ
ନୂଆଦିଲ୍ଲୀ, ୭।୮: ଶୋକାକୁଳ ପରିବେଶ ମଧ୍ୟରେ ଦିଲ୍ଲୀର ଲୋଧି ରୋଡ ଶ୍ମଶାନ ଘାଟଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୨୧ଟି ତୋପ ସଲାମୀର ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ କରାଯାଇଛି।…
କାନ୍ଦିଲେ ୯୬ ବର୍ଷୀୟ ଧର୍ମପାଲ ଗୁଲାଟୀ
ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି କାନ୍ଦି ପକାଇଛନ୍ତି ଏମଡିଏଚ୍ କମ୍ପାନୀର ମାଲିକ ମହାଶୟ ଧର୍ମପାଲ ଗୁଲାଟୀ। ୯୬ବର୍ଷୀୟ ଗୁଲଟୀ ସୁଷମାଙ୍କ ଶେଷ ଦର୍ଶନ ପାଇଁ ଭାଜପା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ତାଙ୍କୁ ଦେଖିବା…
ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି
ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର ଅବସାନ…
ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ
ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସବୁଠୁ ଅଧିକ ଭାଙ୍ଗି ପଡିଛନ୍ତି ସୁଷମାଙ୍କ…
ଶେଷକୃତ୍ୟ ପୂର୍ବରୁ ବଧୂ ବେଶରେ ସଜେଇ ହେଲେ ସୁଷମା
ନୂଆଦିଲ୍ଲୀ, ୭।୮: ଅନ୍ତିମ ଯାତ୍ରାରେ ବାହାରିବା ପୂର୍ବରୁ ବଧୂ ବେଶରେ ସଜେଇ ହୋଇଛନ୍ତି ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ୍। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ତାଙ୍କୁ ସଜେଇ ଦେଇଛନ୍ତି ଏକମାତ୍ର ଝିଅ ବାଂଶୁରୀ। ସୁଷମା ସବୁବେଳେ ଭାରତୀୟ ନାରୀର…
ଶ୍ରୀନଗରରେ ସୁଧୁରୁଛି ସ୍ଥିତି
ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ଏହାପରେ କଶ୍ମୀରରେ ଧାରା ୩୭୦କୁ ଅଚଳ କରି ଦିଆଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇ କେନ୍ଦ୍ର ଶାସିତ ରାଜ୍ୟ ଭାବେ ବଦଳିଯାଇଛି।…
ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ
ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି। ତାଙ୍କ ମୃତଦେହକୁ କାନ୍ଧ ଦେଇଛନ୍ତି ଭାଜପା ନେତା ରାଜନାଥ…
ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ
ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ ଅନିୟନ୍ତ୍ରିତ…
ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ
ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅକୋଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବାଲାପୁର ତହସିଲର…
ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ
ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ…
ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା
ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍ ଇନ୍ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧାରମେୟା ଅଭିଯୋଗ କରିଛନ୍ତି। ଦେଶରେ ବେକାରିଙ୍କ ସଂଖ୍ୟା ବଢୁଥିବାବେଳେ ଆବଶ୍ୟକ ନିଯୁକ୍ତି…
Archives


