ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରିଙ୍କ ପରଲୋକ
ଡେରାଡୁନ,୨୬।୬(ପି.ଟି.): ଭାରତମାତା ଜନହିତ ଟ୍ରଷ୍ଟ୍ର ମୁଖ୍ୟ ତଥା ବିଶିଷ୍ଟ ସନ୍ଥ ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରି ମହାରାଜ ମଙ୍ଗଳବାର ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେଲା ଶଯ୍ୟାଶାୟୀ ଥିଲେ। ତାଙ୍କୁ ୮୭ ବର୍ଷ ହୋଇଥିଲା। କିଛିଦିନ ହେଲା ସେ ସ୍ଥାନୀୟ ହସ୍ପିଟାଲ୍ରେ…
ଇମର୍ଜେନ୍ସି ବେଳେ ଜେଲ ଯାଇଥିବା ବ୍ୟକ୍ତିଙ୍କୁ ମିଳିବ ପେନ୍ସନ
ମୁମ୍ବାଇ, ୨୬ା୬: ଇମର୍ଜେନ୍ସି ସମୟରେ ଗିରଫ ହୋଇ ଜେଲ୍ ଯାଇଥିବା ବ୍ୟକ୍ତିଙ୍କୁ ପେନ୍ସନ୍ ପ୍ରଦାନ କରାଯାଇ ସେମାନଙ୍କୁ ସମ୍ମାନିତ କରାଯିବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ କହିଛନ୍ତି। ବିଧାନସଭାରେ ପ୍ରଶ୍ନକାଳ ସମୟରେ ସେ କହିଛନ୍ତି ଯେ, ବିନା ଦୋଷରେ ଗିରଫ…
ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରକୁ ବିପଦ
ନୂଆଦିଲ୍ଲୀ, ୨୬ା୬: ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରର ସଫଳତା ଲାଗି ବିପଦ ସୃଷ୍ଟି କରିଥାଏ। ଇମର୍ଜେନ୍ସି ଲଗାଇ ସରକାର ନିଜ ଲୋକଙ୍କୁ ଜେଲ୍ ପଠାଇ ନିର୍ଯାତନା ଦେବା ଅନୁଚିତ। ଏହା ଅଦାଲତଙ୍କ କାମ, ସେ ହିଁ ଜେଲ୍ କିମ୍ବା ବେଲ୍ ଲାଗି ନିର୍ଦ୍ଦେଶ…
ବିବାଦୀୟ ବୟାନ ଦେଲେ ମମତାଙ୍କ ପୁତୁରା: କହିଲେ, ‘ଜୟ ଶ୍ରୀରାମ’ର ଜବାବରେ କୁହ ‘ରାମ୍ ନାମ୍ ସତ୍ୟ ହେ’
କୋଲକାତା,୨୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ(ଟିଏମ୍ସି)ର ଦ୍ୱିତୀୟ ନମ୍ବରର ପ୍ରଭାବଶାଳୀ ବ୍ୟକ୍ତି ଅଭିଷେକ ବାନାର୍ଜୀ ଜୟ ଶ୍ରୀରାମ ନାରା ଉପରେ ଚାଲିଥିବା ବିବାଦକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ପଶ୍ଚିମବଙ୍ଗର ସୋନାରପୁରରେ ଭାଜପାକୁ ଅଭିଷେକ…
ବଳାତ୍କାର ଉଦ୍ୟମ ପଡ଼ିଲା ମହଙ୍ଗା
ପ୍ରୟାଗରାଜ,୨୫।୬: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଦିନକୁ ଦିନ ବଳାତ୍କାର ମାମଲା ବଢ଼ିବାରେ ଲାଗିଛି। ଏହାରି ଭିତରେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଖିରି ଥାନା ଅନ୍ତର୍ଗତ ଲାଲତାରା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା…
ହିମାଚଳ ପ୍ରଦେଶରେ ଭୂସ୍ଖଳନ
ଶିମଲା,୨୫।୬: ହିମାଚଳ ପ୍ରଦେଶ କିନୌର ଜିଲାର କଶଙ୍ଗ ନାଳ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ର ଏକ ଅଂଶ ଧସି ଯାଇଥିଲା। ଫଳରେ ନ୍ୟାସନାଲ ହାଇଓ୍ବେ-୫ରେ ରାସ୍ତା ଜାମ୍ ହେବା ସହ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଏହି ଘଟଣାର ପୁରା ଭିଡିଓ…
ବୋହୂକୁ ବଞ୍ଚାଇବାକୁ ଯାଇ ପୁଅକୁ ଗୁଳିକଲେ ମା’
କୋଲକାତା,୨୫।୬: ଚଳିତ ଦିନରେ ଶାଶୁ ବୋହୂଙ୍କ କଳି ସବୁବେଳେ ଶୁଣିବାକୁ ମିଳୁଥିବା ବେଳେ ପଶ୍ଚିମ ବଙ୍ଗରେ ଜଣେ ଶାଶୁ ବୋହୂ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ହାଓ୍ବଡା ଜିଲାର ସାଲିକାରେ ଜଣେ ଶାଶୁ ବୋହୂକୁ ବଞ୍ଚାଇବାକୁ ଯାଇ ନିଜ ପୁଅକୁ ଗୁଳି…
ମୋଦି ସରକାରଙ୍କ ବିଦେଶ ନୀତି: ୨ ବର୍ଷରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା
ନୂଆଦିଲ୍ଲୀ,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ସମୟରେ ଗତ ୨ ବର୍ଷ ମଧ୍ୟରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା ଦିଆଯାଇଛି। ଏନେଇ ଲୋକ ସଭାରେ ଆଗତ ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସରକାରଙ୍କ ପକ୍ଷରୁ ଏହି…
ଲୋକ ସଭା ଉପ ବାଚସ୍ପତି ପାଇଁ ଭାବନାଙ୍କ ନାମ ସୁପାରିଶ କରିପାରେ ଶିବସେନା
ନୂଆଦିଲ୍ଲୀ,୨୫।୬: ଲୋକ ସଭାରେ ଉପ ବାଚସ୍ପତି ପଦ ପାଇଁ ଶିବସେନା ଭାବନା ଗଓ୍ବାଲିଙ୍କ ନାଁ ସୁପାରିଶ କରିପାରେ। ମହାରାଷ୍ଟ୍ରର ୟବତମାଳ-ଓ୍ବାଶିମ୍ର ଲୋକ ସଭା ଆସନରୁ ଭାବନା ୫ଥର ଏମ୍ପି ରହିସାରିଛନ୍ତି। ଓ୍ବାଶିମ ଲୋକ ସଭା ଆସନରୁ ୨ଥର ଓ ୟବତମାଳ-ଓ୍ବାଶିମ ଲୋକ…
ଚିନ୍ତାରେ ଚନ୍ଦ୍ରାବାବୁ
ଅମରାବତୀ,୨୫।୬: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲଗୁ ଦେଶମ ପାର୍ଟି(ଟିଡିପି) ମୁଖ୍ୟ ଚନ୍ଦ୍ରାବାବୁଙ୍କ ଅଡୁଆ ବଢି ବଢି ଚାଲିଛି। ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ପ୍ରଥମେ ଚନ୍ଦ୍ରାବାବୁଙ୍କ ଆଲିସାନ୍ ବଙ୍ଗଳା ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏବେ…
ଘରୋଇ ସହାୟିକା-ସହାୟକଙ୍କ ପାଇଁ କେନ୍ଦ୍ର ସରକାର ଆଣିବେ ନୂଆ ଆଇନ: ମିଳିବ ଭବିଷ୍ୟ ନିଧି ସୁବିଧା
ନୂଆଦିଲ୍ଲୀ,୨୫।୬: ଘରୋଇ ସହାୟିକା-ସହାୟକଙ୍କ ପାଇଁ ଖୁବ୍ ଶୀଘ୍ର କେନ୍ଦ୍ର ସରକାର ନୂଆ ଆଇନ ଆଣିବେ। ଏହାଦ୍ୱାରା ସେମାନଙ୍କର ଆର୍ଥିକ ବିକାଶ ସମ୍ଭବ ହୋଇପାରିବ। ଏନେଇ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ସୂଚନା ଦେଇଛନ୍ତି। ଏହି ଯୋଜନାରେ ୫୦ ଲକ୍ଷରୁ ଅଧିକ ଲୋକ…
୧୮ ବର୍ଷରୁ କମ୍ ବୟସ୍କଙ୍କୁ ସ୍ମାର୍ଟଫୋନ୍ ବ୍ୟବହାର ମନା
ଅହମ୍ମଦାବାଦ୍,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଗୁଜରାଟର ମେହସଣା ପଞ୍ଚାୟତର ନିଷ୍ପତ୍ତି ଏହି ଯୋଜନାରେ ବାଧା ସୃଷ୍ଟି କରିଛି। ପଞ୍ଚାୟତରେ ୧୮ ବର୍ଷରୁ କମ୍ ବୟସ୍କଙ୍କୁ ସ୍ମାର୍ଟଫୋନ୍ ବ୍ୟବହାର ମନା…
Archives


